Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚାଲିଛି ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଦଶାହ କର୍ମ

ଭୁବନେଶ୍ଵର: ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଆଜି ଦଶାହ । ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମଳଧୀର ତୁଠରେ ଦଶାହ କାର୍ଯ୍ୟକ୍ରମ ଚାଲିଛି । ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଛନ୍ତି ।…

ମହିଳା ଦିବସ ୨୦୨୫: ମୋଦୀଙ୍କ ସୋସିଆଲ ମିଡିଆରେ ଭୁବନେଶ୍ଵର ଝିଅ ଏଲିନା ମିଶ୍ର

ନୂଆଦିଲ୍ଲୀ: ମାର୍ଚ୍ଚ ୮ ତାରିଖ, ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ସାମାଜିକ ଗଣମାଧ୍ୟମ ହ୍ୟାଣ୍ଡେଲକୁ ସଫଳ ମହିଳାମାନେ ପରିଚାଳନା କରିଛନ୍ତି । ଓଡ଼ିଆ ଆଣବିକ ବିଜ୍ଞାନୀ ଏଲିନା ମିଶ୍ରଙ୍କୁ ଏହି ସୌଭାଗ୍ୟ ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଏକ୍ସ ହ୍ୟାଣ୍ଡେଲରେ ଏଲିନା ଦେଶର…

୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରା ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ନିଜ…

ମା’ ମାନଙ୍କୁ ବିଭ୍ରାନ୍ତ କରିବାକୁ ବିଜେପିର ଅପଚେଷ୍ଟାକୁ ବିରୋଧୀ କରିବାକୁ ନବୀନଙ୍କ ଆହ୍ୱାନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ ଯେ, ମାଆ ମାନେ ପରିବାରର ଶକ୍ତି । ସମାଜର ଶକ୍ତି । ୧୯୯୦ରେ ପ୍ରିୟ ନେତା ବିଜୁ ବାବୁ…

ରବି ଋତୁ ପାଇଁ ମେ’ ପହିଲାରୁ ହେବ ଧାନକିଣା, ଜନପୋଷଣ କେନ୍ଦ୍ରରେ ମିଳିବ ପୁଷ୍ଟିଯୁକ୍ତ ଶସ୍ୟ

ଭୁବନେଶ୍ୱର: ଆସନ୍ତା ମେ’ ପହିଲାରୁ ରାଜ୍ୟରେ ରବି ଋତୁ ପାଇଁ ଧାନ ସଂଗ୍ରହ ହେବ। ମେ’ ପହିଲାରୁ ଏହି ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥି ନିମନ୍ତେ ଚଳିତ ମାସରୁ ଚାଷୀମାନଙ୍କର ପଞ୍ଜିକରଣ ଆରମ୍ଭ କରାଯିବ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି…

ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି, ଶୀଘ୍ର କରନ୍ତୁ ଚେକ୍

ବ୍ରହ୍ମପୁର: ଖାତାକୁ ଆସିଲା ‘ସୁଭଦ୍ରା’ ଦ୍ବିତୀୟ କିସ୍ତି ଟଙ୍କା । ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା । ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟର ପ୍ରାୟ ୧କୋଟି ହିତାଧିକାରୀ ପାଇଛନ୍ତି ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । କୋଟିଏ ୬୪ ହଜାର ହିତାଧିକାରୀଙ୍କ…

ବିବାହ ଶୋଭାଯାତ୍ରା ବେଳେ ଛୁରାମାଡ଼, ୩ ଆହତ

ଖଲ୍ଲିକୋଟ: ବାହାଘର ପ୍ରୋସେସନ ପାଲଟିଲା ରଣକ୍ଷେତ୍ର । ଖଲ୍ଲିକୋଟରେ ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ । ବିବାଦକୁ ନେଇ ଜଣଙ୍କୁ ପିଠିରେ ଛୁରୀ ଭୂଷି ଆକ୍ରମଣ । ଗଣ୍ଡଗୋଳ ଫଳରେ ୩ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ଗୋଷ୍ଠି ସଂଘର୍ଷ, ୫ ଆହତ, ଜଣେ ଗୁରୁତର

ଖୋର୍ଦ୍ଧା: ରଣକ୍ଷେତ୍ର ପାଲଟିଲା ଗୁଣ୍ଡୁରପୁର ଛକ । ଖୋର୍ଦ୍ଧା ଗୁଣ୍ଡୁରପୁର ଛକରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଗତକାଲି ବିଳମ୍ବିତ ରାତିରେ ଗଣ୍ଡଗୋଳ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଗଣ୍ଡଗୋଳ ବେଳେ ୨ଟି ବାଇକ୍‌ ପୋଡ଼ିଦେବା ସହ ଟେକାପଥର ମାଡ଼ରେ ଦୁଇ ଗୋଷ୍ଠୀର ୬ ଜଣ ଆହତ ହୋଇଥିବା…

ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ: ସରିଲା ନିର୍ବନ୍ଧ ପଡିବ ହାତଗଣ୍ଠି

ଭୁବନେଶ୍ଵର: ଦୀର୍ଘ ଦିନର ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ସରିଲା ନିର୍ବନ୍ଧ ପଡିବ ହାତଗଣ୍ଠି । ଶେଷରେ ଜାଗ୍ରତିଙ୍କ ହାତ ଧରିଲେ ଅନୁଭବ ମହାନ୍ତି । ନିର୍ବନ୍ଧ କଲେ, ମୁଦି ଦିଆନିଆ ହେଲେ। ଆଉ ଦିନ କେଇଟା ପରେ ପଡ଼ିବ ଉଭୟଙ୍କର ହାତ ଗଣ୍ଠି। ଆଗରୁ ମନ ମିଶିଥିଲା ଏବେ ଦୁହେଁ ଏକାଠି…

ପିଜି ପାଇଁ ମାର୍ଚ୍ଚ ୧୦ରୁ ନାମଲେଖା ଆବେଦନ, ମେ ପ୍ରଥମ ସପ୍ତାହରେ ପରୀକ୍ଷା

ଭୁବନେଶ୍ଵର: ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା । ଏନେଇ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ତାରିଖ ଠାରୁ Common…