Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଜି ପାଇଁ ମାର୍ଚ୍ଚ ୧୦ରୁ ନାମଲେଖା ଆବେଦନ, ମେ ପ୍ରଥମ ସପ୍ତାହରେ ପରୀକ୍ଷା

ଭୁବନେଶ୍ଵର: ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା । ଏନେଇ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ତାରିଖ ଠାରୁ Common…

ବରଗଡରେ ଏକ ସପିଂ ମଲ୍ ସିଲ୍ କଲା ପ୍ରଶାସନ

ବରଗଡ଼: ବରଗଡରେ ଏକ ସପିଂ ମଲକୁ ସିଲ୍ କଲା ପ୍ରଶାସନ। ବେଆଇନ ପାର୍କିଂ ପାଇଁ ଗୋଟିଏ ଦିନରେ ୫ ଲକ୍ଷ ଜରିମାନା ଆଦାୟ କଲା ବରଗଡ଼ ପୌର ପରିଷଦ। ସୂଚନା ଅନୁଯାୟୀ, ନୋ-ପାର୍କିଂ ଜୋନ୍‌ରେ ପାର୍କିଂ କରାଯାଉଥିବା ଯୋଗୁ ବରଗଡ଼ ପୌର ପରିଷଦ ପକ୍ଷରୁ ଏଭଳି ଜରିମାନା ଆଦାୟ କରାଯାଇଛି। ତେବେ ପୌର…

ସହିଦ ନଗରର ମିକ୍ସର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ସହିଦ ନଗର ଅଞ୍ଚଳରେ ଥିବା ଏକ ମିକ୍ସର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ, ଫ୍ୟାକ୍ଟ୍ରି ଭିତରେ ନିଆଁ ଲାଗିବା କାରଣରୁ ପ୍ରବଳ ମାତ୍ରାରେ ଧୂଆଁ ଉଠିଥିଲା। ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶନ ବାହିନୀକୁ ଖବର ଦେଇଥିଲେ। …

ଆଜି ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି

ଭୁବନେଶ୍ୱର: ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଟଙ୍କା ମହିଳାଙ୍କୁ ପ୍ରଦାନ କରାଯିବ। ବ୍ରହ୍ମପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିବେ। ସୂଚନା ଅନୁଯାୟୀ, ଆଜି ପୁଣି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିବ ୫ ହଜାର ଟଙ୍କା।…

କିଟ୍ କ୍ୟାମ୍ପସକୁ ଫେରୁଛନ୍ତି ନେପାଳୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: କିଟ୍‍ କ୍ୟାମ୍ପସରେ ସ୍ୱାଭାବିକତା ସୁନିଶ୍ଚିତ କରିବା ଦିଗରେ କିଟ୍‍ କର୍ତ୍ତୃପକ୍ଷ ବ୍ୟାପକ ପଦକ୍ଷେପ ନେଇଛନ୍ତି। ଫଳରେ ଏବେ ନେପାଳୀ ଛାତ୍ରଛାତ୍ରୀମାନେ କ୍ୟାମ୍ପସ୍‍କୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୦୦୦ ଛାତ୍ରଛାତ୍ରୀ ହଷ୍ଟେଲ୍‍କୁ ଫେରିସାରିଲେଣି। ୧୧୦୦…

ନୂଆ ଢାଞ୍ଚାରେ ହେବ ପିଜି ନାମଲେଖା, ହଟିଲା କ୍ୟାରିଅର ମାର୍କ

ଭୁବନେଶ୍ୱର:ନୂଆ ଢାଞ୍ଚାରେ ପିଜି ନାମଲେଖା । କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ଢାଞ୍ଚାରେ ହେବ ପିଜି ନାମଲେଖା । ପ୍ରବେଶିକା ପରୀକ୍ଷାର ମାର୍କ ହିଁ ହେବ ଚୟନ ମାନଦଣ୍ଡ। ଆସନ୍ତା ଶିକ୍ଷାବର୍ଷରୁ କେବଳ ପ୍ରବେଶିକା ପରୀକ୍ଷାକୁ ଗୁରୁତ୍ବ। ଏଥର କ୍ୟାରିଅର ମାର୍କକୁ ଆଉ ବିଚାରକୁ ନିଆଯିବ ନାହିଁ।…

ଭୁବନେଶ୍ୱର ନୂଆ ଷ୍ଟେସନରୁ ଯାତ୍ରା ପ୍ରାରମ୍ଭ କରିବ ତିନୋଟି ଗୁରୁତ୍ୱପୂର୍ଣ୍ଣ ଟ୍ରେନ୍

ଭୁବନେଶ୍ୱର: ଭୁବନେଶ୍ୱର ନୂଆ ଷ୍ଟେସନରୁ ତିନୋଟି ଗୁରୁତ୍ୱପୂର୍ଣ୍ଣ ଟ୍ରେନ୍ ସେମାନଙ୍କର ଯାତ୍ରା ପ୍ରାରମ୍ଭ ଏବଂ ଏଠାରେ ଯାତ୍ରା ସମାପ୍ତ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ଯୋଜନା କରାଯାଇଅଛି ଯାହା ଖୁବ୍ ଶୀଘ୍ର କାର୍ଯ୍ୟକାରୀ କରାଯିବ । ଏହି ଟ୍ରେନ୍ ଗୁଡ଼ିକ ମଧ୍ୟରେ ଭୁବନେଶ୍ୱର-ମୁମ୍ବାଇ…

ପୁଣି ଓଡ଼ିଆଙ୍କୁ ଗୁରୁଦାୟିତ୍ବ, ରାଷ୍ଟ୍ରପତିଙ୍କ ପରାମର୍ଶଦାତା ହେଲେ ଓଡ଼ିଆ ଝିଅ

ଭୁବନେଶ୍ୱର :ପୁଣି ଓଡ଼ିଆଙ୍କୁ ଗୁରୁଦାୟିତ୍ବ । ରାଷ୍ଟ୍ରପତିଙ୍କ ପରାମର୍ଶଦାତା ହେଲେ ବିଜୟଲକ୍ଷ୍ମୀ ମହାନ୍ତି । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଝିଅ ତଥା କଟକସ୍ଥିତ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟର ମାନବ ସମ୍ବଳ ବିକାଶ କେନ୍ଦ୍ର ନିର୍ଦ୍ଦେଶିକା ପ୍ରାଧ୍ୟାପିକା ଡକ୍ଟର ବିଜୟଲକ୍ଷ୍ମୀ…

ବଦଳିଲା ଠିକଣା, ଉଦଘାଟନ ହେଲା ନୟାପଲ୍ଲୀ ଥାନାର ନୂଆ ବିଲ୍ଡିଂ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନାର ନୂଆ ବିଲ୍ଡିଂକୁ ଆଜି ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖୂ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ଥାନା ଗୃହର ଉଦ୍ଘାଟନ କରିଥିଲେ । ଏହି ଉଦ୍ଘାଟନ ଅବସରରେ ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର…

ଛୁଟି ଦେଲେନି ପ୍ରଧାନ ଶିକ୍ଷୟତ୍ରୀ, ହାତରେ ସାଲାଇନ ଲଗାଇ ସ୍କୁଲ ଆସିଲେ ଶିକ୍ଷକ

ବଲାଙ୍ଗିର: ଅସୁସ୍ଥତା ହେତୁ ମାଗିଲେ ଛୁଟି । ହେଲେ ଛୁଟି ମଞ୍ଜୁର କଲେନି ପ୍ରଧାନ ଶିକ୍ଷକ । ସେଥିପାଇଁ ହାତରେ ସାଲାଇନ ଲଗାଇ ସ୍କୁଲକୁ ଆସିଲେ ଶିକ୍ଷକ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଭଇଁଷା ଆଦର୍ଶ ବିଦ୍ୟାଳୟରୁ ସାମ୍ନକୁ ଆସିଛି ଏଭଳି ଅଭାବନୀୟ ଖବର । ଶିକ୍ଷକ ଜଣଙ୍କ ସ୍କୁଲକୁ ସାଲାଇନ…