Latest Odisha News

BREAKING NEWS

Browsing Category

ଓଡିଶା

Odisha

୫ ହଜାର ଡାକ୍ତରଙ୍କୁ ମିଳିବ ଶୀଘ୍ର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସେଥିମଧ୍ୟରୁ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି ।…

ମାଣ୍ଡିପଙ୍କା ପରେ କଣାସ !

ଭୁବନେଶ୍ବର: ପୁରୀ ଜିଲ୍ଲା କଣାସରେ ଝାଡାବାନ୍ତିରେ ୪ଜଣଙ୍କ ମୃତ୍ୟୁ ହୋଇଛି । ଗତ ୧୦ଦିନ ଧରି ବିଭିନ୍ନ ପଞ୍ଚାୟତର ପ୍ରାୟ ୨୫୦ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏବେବି ଅନେକଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ହେଲେ ସରକାର ଲୋକଙ୍କ ସହ ନଥିବା ବିଜେଡି ଅଭିଯୋଗ କରିଛି ।…

ଭିଜିଲାନ୍ସ ଜାଲରେ ଡାକ୍ତର ବାବୁ, ପୋଷ୍ଟମର୍ଟମ ରିପୋର୍ଟ ପାଇଁ ଲାଞ୍ଚ ନେଲା ବେଳେ କାବୁ

କଟକ: ଭିଜିଲାନ୍ସ ଜାଲରେ ଡାକ୍ତର ବାବୁ। ଲାଞ୍ଚ ନେବା ବେଳେ ଧରାପଡିଲେ କଟକ ବଡ଼ମ୍ବା ସିଏଚସି ଡାକ୍ତର ବିଶ୍ବନାଥ ଅଢ଼େକ। ଏକ ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ କାବୁ କଲା ଭିଜିଲାନ୍ସ। ୫,୦୦୦ ଦାବି କରି ଦ୍ବିତୀୟ କିସ୍ତିରେ ୨ ହଜାର ନେଉଥିଲେ। ଏହି ସମୟରେ ଧରାପଡ଼ିଛନ୍ତି…

ରାଜ୍ୟ କ୍ୟାବିନେଟ୍‌ରେ ୧୦ ପ୍ରସ୍ତାବକୁ ଅନୁମୋଦନ, ପ୍ରତି ପଞ୍ଚାୟତରେ ଖୋଲିବ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ ବୈଠକରେ ମୋଟ ୯ଟି ବିଭାଗର ୧୦ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ…

ନନ୍ଦନକାନନରେ ଚିକିତ୍ସାଧିନ ଅବସ୍ଥାରେ ଛୁଆ ହାତୀ ମୃତ

ଭୁବନେଶ୍ବର:ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୁଧବାର ଦିନ ଚାଲିଗଲା ହାତୀ ଛୁଆର ଜୀବନ । ଗତ ୬ତାରିଖରେ କରଞ୍ଜିଆରୁ ଉଦ୍ଧାର ହୋଇଥିବା ଏହି ଛୁଆ ହାତକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଇଥିଲା । ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ହାତୀର ମୃତ୍ୟୁ ଘଟିଥିବା ନନ୍ଦନକାନନର ଉପନିର୍ଦ୍ଦେଶକ ସନଥ…

ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ କ୍ରିକେଟ୍ ମ୍ୟାଚ୍, ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଏହି ଅବସରରେ ମ୍ୟାଚର ପ୍ରଥମ ଟିକେଟ ପୁରୀ ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ପ୍ରଦାନ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ବାରବାଟୀ…

‘ଇ-କେୱାଇସି ସରିବା ର୍ପୂବରୁ ସରେଣ୍ଡର କରନ୍ତୁ’: ଅଯୋଗ୍ୟ ରାସନ୍‌ କାର୍ଡଧାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ…

ଭୁବନେଶ୍ୱର: ଅଯୋଗ୍ୟ ରାସନ୍‌ କାର୍ଡ ହିତାଧିକାରୀଙ୍କୁ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ତାଗିଦ୍। ମନ୍ତ୍ରୀ କହିଲେ, ‘ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ୍‌ କରୁଛି ସରେଣ୍ଡର କରିଯାଆନ୍ତୁ। ସରେଣ୍ଡର ନକଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। କାର୍ଡ ସରେଣ୍ଡର କଲେ କୌଣସି କାର୍ଯ୍ୟାନୁଷ୍ଠାନ…

ବରିଷ୍ଠ ଆଇପିଏସ୍ ଅମ୍ରିତ ମୋହନ ପ୍ରସାଦ ହେଲେ ବିସିଏଏସ୍ ଡ଼ିଜି

ଭୁବନେଶ୍ୱର: ଓଡ଼ିଶା କ୍ୟାଡରର ବରିଷ୍ଠ ଆଇପିଏସ ଅଧିକାରୀ ଅମ୍ରିତ ମୋହନ ପ୍ରସାଦଙ୍କୁ ଛଅ ମାସ ପାଇଁ ବ୍ୟୁରୋ ଅଫ ସିଭିଲ ଆଭିଏସନ ସିକୁରିଟିର ଡ଼ିଜି (ଡିଜି, ବିସିଏଏସ୍)ର ଅତିରିକ୍ତ ଦାୟିତ୍ୱରେ ନିଯୁକ୍ତି ଦିଆଯାଇଛି। ଜାନୁଆରୀ ୨୧ ତାରିଖରେ ଜାରି ହୋଇଥିବା ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବଢିଲା ଯବାନଙ୍କ ଭତ୍ତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ବଢାଇଲେ ଭତ୍ତା। ପୁଣି ଦେଲେ ଖୁସି ଖବର। ଗୋଟିଏ ଦିନରେ ଦୁଇ ଦୁଇଟି ବଡ଼ ଘୋଷଣା କରିଛନ୍ତି ରାଜ୍ୟର ମୋହନ ମାଝୀ ସରକାର। ଗୋଟେ ପଟେ ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି ତାହାକୁ ୩ ହଜାର ଟଙ୍କା କରିବାର…

ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ଏକାଧିକ ପୁରୁଷ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଏକ ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ମହିଳାଙ୍କ ପାଇଁ ହୋଇଥିବା ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ଏକାଧିକ ପୁରୁଷ । ଏପର୍ଯ୍ୟନ୍ତ ଆବେଦନ କରିଥିବା ୧୫୭ଜଣ ପୁରୁଷଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଆଗକୁ ଯାଞ୍ଚ ଜାରି…