Latest Odisha News

BREAKING NEWS

Browsing Category

ଓଡିଶା

Odisha

ତାମିଲନାଡ଼ୁରେ ଝିଅଙ୍କୁ ନିର୍ଯାତନା ପ୍ରତିବାଦରେ ସୁନ୍ଦରଗଡ଼ ବନ୍ଦ ଡାକରା

ସୁନ୍ଦରଗଡ଼: ଆଜି କୋଶଳ ସମାଜ ପକ୍ଷରୁ ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ। ତାମିଲନାଡୁରୁ ନିର୍ଯାତିତ ଓଡ଼ିଆ ଯୁବତୀଙ୍କୁ ଫେରାଇ ଆଣିବା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। ଚାକିରି ନାଁରେ ନିର୍ଯାତନା ଅଭିଯୋଗ ଏବଂ ଫେରାଇ ଆଣିବା ଦାବିରେ ଆନ୍ଦୋଳନ କରାଯାଉଛି। ପତ୍ରାପାଲି ଛକରେ ପିକେଟିଂ…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ଏହି ସବୁ ମାର୍ଗରେ ଯାନବାହନ ଚଳାଚଳ ଉପରେ କଟକଣା

ଭୁବନେଶ୍ଵର: ଆସନ୍ତା ୨୬ ତାରିଖରେ ଭୁବନେଶ୍ଵର ମହାତ୍ମା ଗାନ୍ଧି ମାର୍ଗରେ ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ। ଏଥିପାଇଁ ୨୨ ଓ ୨୩ ତାରିଖ ଅପରାହ୍ଣ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏବଂ ୨୪ ତାରିଖ ସକାଳ ୭ଟା ରୁ ୧୧.୩୦ ପର୍ଯ୍ୟନ୍ତ ଅଭ୍ୟାସ ପରେଡ ଅନୁଷ୍ଠିତ ହେବ। ଏଥିପାଇଁ…

ଆଜିଠୁ ରାଜ୍ୟରେ କମିବ ଶୀତ, ଅସ୍ତବ୍ୟସ୍ତ କରିବ କୁହୁଡି

ଭୁବନେଶ୍ଵର: ରାଜ୍ୟରେ ଆଜିଠୁ କମିବ ଶୀତ, ଏଣିକି ଧିରେ ଧିରେ ବଢିବ ତାପମାତ୍ରା । ପାରଦ ପ୍ରାୟ ୨ ରୁ ୪ ଡିଗ୍ରୀ ବଢିବ। ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁଚାପ ବଳୟ ରହିବ । ଏହାର ପ୍ରଭାବରେ ରାଜ୍ୟକୁ ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଆସିବ । ଫଳରେ ଥଣ୍ଡା କମିବ ବୋଲି ପୂର୍ବାନୁମାନ କରିଛି…

ଜାନୁଆରୀ ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସକାଳ ୧୦ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଏହାପରେ ଜନତା ମୈଦାନରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ସେଠାରେ ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉପସ୍ଥିତ…

ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମିଳିବ ୫ ଲକ୍ଷ ଟଙ୍କା, ଉପକୃତ ହେବେ ଚାଷୀ

ଭୁବନେଶ୍ୱର: ରାଜ୍ୟରେ ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ । ଏହାଦ୍ୱାରା ନବଗଠିତ ୧୫୪୨ଟି ସଂସ୍ଥାକୁ ମିଳିବ ୭୬ କୋଟି ୮୦ ଲକ୍ଷ ଟଙ୍କା । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁରୀ ପ୍ରଦାନ…

ବଢ଼ିଲା ପାଚକ-ପାଚିକାଙ୍କ ପାରିଶ୍ରମିକ; ଏଣିକି ମାସକୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର: ପାଚକ, ପାଚିକା ମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ…

ଫେବୃଆରୀ ୧୩ରୁ ଓଡିଶା ବିଧାନସଭା ଅଧିବେଶନ, ୧୭ରୁ ବଜେଟ୍

ଭୁବନେଶ୍ୱର: ଫେବୃଆରୀ ୧୩ ତାରିଖରୁ ବିଧାନସଭାରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଫେବୃଆରୀ ୧୭ରେ ଉପସ୍ଥାପନ ହେବ ବଜେଟ୍ । ଏପ୍ରିଲ ୫ ତାରିଖ ଯାଏଁ ୨ଟି ପର୍ଯ୍ୟାୟରେ ଚାଲିବ । ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ…

ଏଣିକି ଓଡିଆରେ ଏମବିଏ ପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ ଏମବିଏ (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା ପାଇବେ । ଏନେଇ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଆଇଜିଏନଓୟୁ) ପ୍ରଥମ ଥର ପାଇଁ ଓଡ଼ିଆ ଭାଷାରେ ଏମବିଏପୁସ୍ତକ ପ୍ରସ୍ତୁତ କରିଛି । ଏନେଇ ସୂଚନା…

ଏନକାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ନିହତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୀମାନ୍ତରେ ସୁରକ୍ଷା ବାହିନୀକୁ ମିଳିଛି ବଡ଼ଧରଣର ସଫଳତା । ଏନ୍‌କାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ଓରଫ ଜୟରାମର ମୃତ୍ୟୁ ହୋଇଛି । ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୋଲିସ ଓ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ନିହତ…

ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଟଙ୍କା ନେଇଗଲେ

ଚନ୍ଦନପୁର: ପୁଣି ଶିରୁଳି ମହାବୀର ମନ୍ଦିରରୁ ଚୋରି। ହୁଣ୍ଡିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ସେବାୟତ ମାନେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୁର୍ତ୍ତ ଶିରୁଳି ମହାବୀର ମନ୍ଦିରର ହୁଣ୍ଡି ଭାଙ୍ଗି ଟଙ୍କା ଚୋରି କରିଛନ୍ତି। ପ୍ରଥମେ…