Latest Odisha News

BREAKING NEWS

Browsing Category

ଓଡିଶା

Odisha

ହଂସପାଳ ଫ୍ଲାଏଓଭରକୁ ଉଦଘାଟନ କଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ୱରର ହଂସପାଳରେ ଜାତୀୟ ରାଜପଥ-୧୬ର ବହୁ ପ୍ରତୀକ୍ଷିତ ଫ୍ଲାଏଓଭରକୁ ମଙ୍ଗଳବାର ଦିନ ସାଂସଦ ଅପରାଜିତା ଷଡଙ୍ଗୀ ଉଦଘାଟନ କରିଛନ୍ତି। ତେବେ ୧୮ ମାସ ମଧ୍ୟରେ ସମାପ୍ତ ହେବାକୁ ଥିବା ଏହି ପ୍ରକଳ୍ପକୁ ଶେଷ ହେବା ପାଇଁ ପାଞ୍ଚ ବର୍ଷ ଲାଗିଥିଲା। ୬୦୦ ମିଟର ଫ୍ଲାଏଓଭର ନିର୍ମାଣ…

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଟାସ୍କଫୋର୍ସରେ ସାମିଲ ହେଲେ ଦୁଇ ନୂଆ ସଦସ୍ୟ

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଗଠିତ ଟାସ୍କଫୋର୍ସରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସୂଚନା ଯୋଗ୍ୟ ଯେ…

‘ସାମ୍ବାଦିକଙ୍କୁ ପ୍ରବେଶ ମନା’: ବ୍ଲକ ଅଫିସରେ ଲାଗିଲା ପୋଷ୍ଟର..ବିଡିଓ କହିଲେ..

ଗଞ୍ଜାମ: ସାମ୍ବାଦିକଙ୍କୁ ବ୍ଲକ ଅଫିସ୍ କାର୍ଯ୍ୟାଳୟ ପ୍ରବେଶ ମାନ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସ୍ୱାକ୍ଷରରେ ଲାଗିଛି ଏଭଳି ନୋଟିସ। ଆଉ ନୋଟିସରେ ବଡ଼ ବଡ଼ ଅକ୍ଷରରେ ଲେଖାଯାଇଛି, 'ସାମ୍ବାଦିକଙ୍କୁ ପ୍ରବେଶ ମନା'। ଯାହାକୁ ନେଇ ଏବେ…

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ‘ଚିକିତ୍ସା ସେବା ଠିକରେ ଚାଲିଛି, ସରକାର ସଜାଗ ଅଛନ୍ତି’

ଭୁବନେଶ୍ବର: ପୁରୀ ଜିଲ୍ଲା କଣାସ ଅଞ୍ଚଳରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ଏଥିରେ ୩ ଜଣଙ୍କର ଜୀବନ ଯାଇଥିବା ବେଳେ, ଅନେକ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।…

ବନ୍ଦ ହେବନି ଦଶମ ଓ ଦ୍ଵାଦଶ ପରୀକ୍ଷା 

ଭୁବନେଶ୍ୱର: ବନ୍ଦ ହେବନି ଦଶମ, ଦ୍ଵାଦଶ ପରୀକ୍ଷା। ଦଶମ ଓ ଦ୍ଵାଦଶ ପରୀକ୍ଷା ପରୀକ୍ଷା ବନ୍ଦ ହେବନି ବୋଲି କହିଛନ୍ତି, ଏନସିଆରଟି ନିର୍ଦ୍ଦେଶକ। ଏହାକୁ ନେଇ ସେ କହିଛନ୍ତି, ନୂଆ ଜାତୀୟ ଶିକ୍ଷା ନୀତିରେ ଦଶମ ଓ ଦ୍ଵାଦଶ ପରୀକ୍ଷା ପାଇଁ ବ୍ୟବସ୍ଥା ରହିଛି। ତେଣୁ ପୂର୍ବବତ୍ ପରୀକ୍ଷା କରାଯିବ,…

ଅମାନିଆ ଗାଡି ଚାଳକ ସବଧାନ! ଆଉ ଚଳିବନି ମୋଡିଫାଏଡ ସାଇଲେନ୍ସର

ଭୁବନେଶ୍ୱର: ଅମାନିଆ ଗାଡି ଚାଳକ ସବଧାନ! ଏଣିକି ଆଉ ଚଳିବନି ମୋଡିଫାଏଡ ସାଇଲେନ୍ସର। ଏବେଠାରୁ ବୁଲେଟ ରାଜାଙ୍କର ଚାଲିବନି ମନମାନୀ। ଯେଉଁମାନେ ଅନାବଶ୍ୟକ ଭାବେ ନିଜ ବୁଲେଟରେ ଅତ୍ୟଧିକ ଶବ୍ଦ ପ୍ରଦୂଷଣ କରିବା ଭଳି ସାଇଲେନ୍ସର ପାଇପ୍ ଲଗାଇଥିଲେ, ସେ ସବୁକୁ ଖୋଲି ଦେଇଛି କମିଶେନରେଟ୍ ପୋଲିସ୍।…

ବାହାରେ ଥିବା ମହିଳା ବି ପାଇବେ ସୁଭଦ୍ରା ଟଙ୍କା 

ଭୁବନେଶ୍ୱର: ଏଣିକି ରାଜ୍ୟ ବାହାରେ ରହୁଥିବା ଓଡ଼ିଶାର ମହିଳାମାନେ ମଧ୍ୟ ସୁଭଦ୍ରାରେ ସାମିଲ ହେବେ। ସେମାନେ ବି ପାଇବେ ସୁଭଦ୍ରା ଟଙ୍କା। ସୁଭଦ୍ରା’ ଆବେଦନ ନେଇ ପୁଣି ଆଉ ଏକ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ…

ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ଉତ୍ତୋଳନ କରିବେ ଜାତୀୟ ପତାକା

ଭୁବନେଶ୍ୱର: ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ ହରିବାବୁ କମ୍ଭମପତି। ଜାତୀୟ ପତାକା ଉତ୍ତୋଳନ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଦିନ ମନ୍ତ୍ରୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ…

କଣାସ ଝାଡାବାନ୍ତି ମୃତ୍ୟୁ: ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର: ପୁରୀ ଜିଲ୍ଲା କଣାସ ବ୍ଲକରେ ଝାଡ଼ାବାନ୍ତିରେ ମୃତ୍ୟୁ ପ୍ରସଙ୍ଗକୁ ନେଇ, ଆଜି ସରକାରଙ୍କୁ ପୁଣି ପ୍ରଶ୍ନର କାଠଗଡାକୁ ଟାଣିଛି ବିଜେଡ଼ି। ସାତ ମାସ ବିତିଲାଣି, ସରକାର ଖାଲି ରଙ୍ଗ ବଦଳାଉଛନ୍ତି, ହେଲେ ମଣ୍ଡିପଙ୍କାରେ ନା ଚାଉଳ ପହଂଚିଲା, ନା କଣାସରେ ପାଣି। ଏଥିସହିତ କଣାସରେ ପାଣି…

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍‌; ପୋଷ୍ଟର ମାରି ଚେତାଇଲା ପୋଲିସ

ପୁରୀ: ଶ୍ରୀମନ୍ଦିର ଭିତରଫଟୋ ଏବଂ ଭିଡିଓ ଭାଇରାଲ୍ ହେବାକୁ ନେଇ ଏବେ ଆକ୍ସନ ମୋଡରେ ପୁରୀ ପୋଲିସ୍ ପ୍ରଶାସନ। ପୋଲିସ ପକ୍ଷରୁ ଶ୍ରଦ୍ଧାଳୁଙ୍କୁ ଚେତାଇ ଦିଆଯାଇ ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ମାରାଯାଇଛି। ଏଥିସହିତ ମନ୍ଦିର ପରିସରରେ ମୋବାଇଲ ଫୋନକୁ ନିଷେଧ କରାଯାଇଛି। ଉକ୍ତ ପୋଷ୍ଟରରେ ସିଧା…