Latest Odisha News

BREAKING NEWS

Browsing Category

ଓଡିଶା

Odisha

୪ ଦିନ ପରେ ବ୍ରଜ କିଶୋର ଦାସଙ୍କ ଘରୁ ବାହାରିଲା ଆଇଟି ଟିମ୍

ସମ୍ବଲପୁର: ଦୀର୍ଘ ୪ ଦିନ ପରେ ଶେଷରେ ବ୍ରଜ କିଶୋର ଦାସଙ୍କ ଘରୁ ବାହାରିଛି ଆଇଟି ଟିମ୍ । ଆୟକର ଫାଙ୍କି ଅଭିଯୋଗରେ ଚଢ଼ାଉ କରିଥିଲା ଆୟକର ଟିମ୍ । ତେବେ ରେଡ୍‌ ପରେ ବ୍ରଜ ଦାସ କିମ୍ବା ଆୟକର ବିଭାଗ ପକ୍ଷରୁ ଏନେଇ କୌଣସି ପ୍ରତିକ୍ରିୟା ମିଳିନି । ଗତ ୧୭ ତାରିଖରୁ ଲଗାତାର ୪ ଦିନ ଧରି ରେଡ୍‌…

ଶିକ୍ଷାନୀତି ୨୦୨୦: ଏଣିକି ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଯିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ ହେବା ପରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ତଥ୍ୟ ଅନୁଯାୟୀ ସ୍କୁଲ ଛାତ୍ରଛାତ୍ରୀ ୧୦ ଦିନ ବିନା ବ୍ୟାଗରେ ଯିବେ ସ୍କୁଲ। ରାଜ୍ୟର ସମସ୍ତ ସ୍କୁଲରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ସବୁ ଛାତ୍ରଛାତ୍ରୀଙ୍କୁ ଏକ ଫନ୍ କୋର୍ସ (Fun…

ବିଦ୍ୟୁତ ଆଘାତରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ, ଶିକାର ପାଇଁ ବିଛାଯାଇଥିଲା ତାର

କୋରାପୁଟ: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦମ୍ପତି ମୃତ। ଏପରି ଘଟଣା ଘଟିଛି କୋରାପୁଟ ଜିଲ୍ଲା ଲମତାପୁଟ ଅଞ୍ଚଳରେ। ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ। ମୃତକ ନନ୍ଦପୁର ଥାନା ଗେରୁପୁଟ ଗାଁର ବଳରାମ ଗୋଲେଲ୍‌ ଓ ବଲା ଗୋଲେଲ୍‌…

କଣାସରେ ଝାଡ଼ାବାନ୍ତି ଆକ୍ରାନ୍ତ ଘଟଣା: ସାମୁହିକ ଭୋଜି କରିବାକୁ ପ୍ରଶାସନର ବାରଣ

ପୁରୀ: ଗତ କିଛିଦିନ ଧରି କଣାସ ଅଞ୍ଚଳରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଡାଇରିଆ ହଟସ୍ପଟ୍‌ ପାଲଟିଛି ପୁରୀ କଣାସର ୨ଟି ଗାଁ। ଆଗାଁ, ଜାଗୁଳାଇପଦରରେ ନିୟନ୍ତ୍ରଣକୁ ଆସୁନି ଝାଡ଼ାବାନ୍ତି। ଏଯାବତ ଝାଡ଼ାବାନ୍ତିରେ ୪ ଜଣଙ୍କର ଜୀବନ ଯାଇଥିବା ଜଣାଯାଇଛି। ଦୁଇଟି ଆମ୍ବୁଲାନ୍ସରେ…

ରାଜ୍ୟରେ କମିବ ଶୀତ, ଘନ କୁହୁଡି ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ କମିବ ଶୀତ। ରାତି ତାପମାତ୍ରା ବଢିବା ସହିତ ଶୀତର ପ୍ରକୋପ କମିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ କମିବା ନେଇ ସମ୍ଭାବନା ରହିଛି। ଆସନ୍ତା ୨୨ ଏବଂ ୨୩ରେ ବଙ୍ଗୋପସାଗରରେ ଗୁରୁଚାପ ବଳୟ ସୃଷ୍ଟି…

ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍, ୧୦ ମାଓବାଦୀ ସଫା

ନୂଆପଡା: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍ । ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୨ ମାଓବାଦୀ ମୃତ । ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧରେ ଏନ୍‌କାଉଣ୍ଟର। ଗତକାଲି ଏନ୍‌କାଉଣ୍ଟରରେ ୨ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା । ଅପରେସନରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ…

ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ

ବରଗଡ: ଆଜି ୧୨ ଘଣ୍ଟିଆ ବରଗଡ଼ ସହର ବନ୍ଦ । କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣାର ନ୍ୟାୟ ଦାବିରେ ସଚେତନ ନାଗରିକ ମଞ୍ଚଙ୍କ ସହ ବିରୋଧୀଙ୍କ ପକ୍ଷରୁ ବନ୍ଦ ପାଳନ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ହେବ ବନ୍ଦ ପାଳନ । ଟାଉନରେ ଥିବା ସମସ୍ତ ଦୋକାନ ବଜାର ବନ୍ଦ ରହିବ । ବରଗଡ଼ ଧନୁଯାତ୍ରା…

ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ; ପ୍ରତାପ ଦେବ ବିଜେଡି ନିର୍ବାଚନ ଅଧିକାରୀ ନିଯୁକ୍ତ

ଭୁବନେଶ୍ୱର: ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ସୋମବାର ନିର୍ବାଚନ ଅଧିକାରୀ ନିଯୁକ୍ତ ହୋଇଛନ୍ତି । ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବଙ୍କୁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ…

ରାଜ୍ୟରେ ରୁଫ୍‌ଟପ୍ ସୋଲାର ଗ୍ରହଣୀୟତା ପାଇଁ ଟାଟା ପାୱାର ରିନ୍ୟୁଏବଲ ଓ ଓରେଡା ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର: ଟାଟା ପାୱାରର ସହାୟକ ସଂସ୍ଥା ଟାଟା ପାୱାର ଅକ୍ଷୟ ଶକ୍ତି ଲିମିଟେଡ୍ (ଟିପିଆରଇଏଲ) ଆବାସିକ ଗ୍ରାହକଙ୍କ ମଧ୍ୟରେ ରୁଫ୍‌ଟପ୍ ସୋଲାର ଗ୍ରହଣକୁ ତ୍ୱରାନ୍ୱିତ କରିବା ପାଇଁ ଆଗେଇ ଆସିଛି । ଅକ୍ଷୟ ଶକ୍ତି ଲାଗି ରାଜ୍ୟର ନୋଡାଲ ଏଜେନ୍ସି ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଏଜେନ୍ସି ଲିମିଟେଡ…

ରାସ୍ତାକଡର ବିଷାକ୍ତ ଫଳ ଖାଇ ୧୦ ଛାତ୍ରଛାତ୍ରୀ ଅସୁସ୍ଥ

ରାୟଗଡା: ରାସ୍ତାକଡର ଅମରି ଜଡ଼ା ଫଳ ଖାଇ ଦଶ ଜଣ ଛାତ୍ରଛାତ୍ରୀ ଅସୁସ୍ଥ । ରାୟଗଡା ଜିଲ୍ଲା କୋଲନରା ବ୍ଲକର ବରିଗୁଡା ବିଦ୍ୟାଳୟର ଛାତ୍ରଛାତ୍ରୀ ଏହି ଜଙ୍ଗଲୀ ଫଳକୁ ଖାଇ ଅସୁସ୍ଥ ହୋଇଛନ୍ତି । ଶିଶୁ ମାନଙ୍କ ପ୍ରଥମେ ସ୍ଥାନୀୟ ଏକ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା । ଏହାପରେ…