Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାନୁନି ‘ମୋ ବସ୍’ : ଓଡିଶା ମାନବାଧିକାର କମିଶନ ପାଖରେ ପହଞ୍ଚିଲା ମାମଲା

ଭୁବନେଶ୍ବର: ଯେତେ ତାଗିତ୍ କଲେ ବି, ସୁଧୁରୁନି ମୋ ବସ୍ । ଆଏ ଦିନ କିଛି ନା କିଛି ଦୁର୍ଘଟଣା ଘଟାଉଛି । ଆଜି ପୁଣି କଟକ ପୁରୀଘାଟରୁ ଖାନନଗର ଆସୁଥିବା ମୋ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ସିଟି କଲେଜ ରିଂରୋଡ୍ରେ ମୋ ବସ ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିବା ଅଭିଯୋଗ…

ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ

ଭୁବନେଶ୍ଵର: ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍‌ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍‌ । ସ୍କୁଲ ଓ ଗଣଶିକ୍ଷା  ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ  ବିଭାଗର ଆଲୋଚନ ସରିଛି । ବୃଦ୍ଧି ପାଉଥିବା ଗ୍ରୀଷ୍ମ…

ଆଉ ନାହାନ୍ତି ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସତ୍ୟ ପ୍ରକାଶ ନନ୍ଦ

ଭୁବନେଶ୍ବର: ଆଉ ନାହାନ୍ତି ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସତ୍ୟ ପ୍ରକାଶ ନନ୍ଦ । ୭୨ ବର୍ଷ ବୟସରେ ହୃଦଘାତରେ ତାଙ୍କର ପରଲୋକ ହୋଇଛି । ପୂର୍ବରୁ ତାଙ୍କର ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କର ଦୁଇ ଜଣ ପୁଅ ରହିଛନ୍ତି । ତେବେ ଭୁବନେଶ୍ବର ସ୍ଥିତ ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷ…

ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଦୀପାଳି ଦାସ

ଭୁବନେଶ୍ଵର: ପୂର୍ବତନ ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ଦିବଂଗତ ନବ ଦାସ ହତ୍ୟା ମାମଲା । ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଝିଅ ଦୀପାଳି ଦାସ ଏବଂ ପୁଅ ବିଶାଳ ଦାସ । ଆଜି ହାଜର ନ ହେବାକୁ ଫୋନ୍‌ରେ ଜଣାଇବା ସହ ସମୟ ମାଗିଛନ୍ତି ଦୀପାଳି । ତଦନ୍ତକାରୀ ଅଧିକାରୀଙ୍କୁ ଫୋନ୍‌ କରି ସମୟ ମାଗିଥିବା…

ନୂଆପଡ଼ାରେ କଲରାପତରିଆ ବାଘ ଆତଙ୍କ

ନୂଆପଡ଼ା: ନୂଆପଡ଼ାରେ କଲରାପତରିଆ ବାଘ ଆତଙ୍କ । ଝରଣାମାଲ ଗାଁରେ ଗାଈକୁ ମାରି ଖାଇଲା ବାଘ । ଗୁହାଳରେ ପଶି ଗାଈକୁ ମାରି ଖାଇଛି ବାଘ । ଗତକାଲି ରାତିରେ ଗାଈକୁ ମାରି ଖାଇଥିବା ଜଣାପଡିଛି । ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତନାଘନା ଆରମ୍ଭ କରିଥିବା ବେଳେ ଲୋକଙ୍କୁ ବାଘ ପ୍ରତି ଜାଗ୍ରତ…

ମହାପ୍ରଭୁଙ୍କୁ ଅପମାନ; ବିଦେଶିନୀଙ୍କ ଜଂଘରେ ଜଗନ୍ନାଥଙ୍କ ଟାଟୁ, ଥାନାରେ ଏତଲା

ଭୁବନେଶ୍ବର: ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁଙ୍କୁ କରାଯାଇଛି ଅପମାନ । ଜଣେ ବିଦେଶିନୀଙ୍କ ଆଣ୍ଠୁ ଉପରେ ଜଗନ୍ନାଥ ଟାଟୁ ଆଙ୍କିଛନ୍ତି । ଏହି ଟାଟୁକୁ ଇନ୍‌ଷ୍ଟାଗ୍ରାମ୍‌ ଓ ହ୍ୱାଟସପ୍‌ରେ ସେୟାର କରାଯାଇଥିଲା । ଯାହାକୁ ନେଇ ସୃଷ୍ଟି ହୋଇଛି ବିବାଦ । ତେବେ ସହିଦ ନଗର ଥାନାରେ ଟାଟୁ କରିଥିବା…

ସଚେତନର ଅଭାବ, ମାସକର ଛୁଆକୁ ୪୦ରୁ ଅଧିକ ଚେଙ୍କ

ଉମରକୋଟ: କୁପ୍ରଥା ଓ ଅନ୍ଧବିଶ୍ୱାସ ଘେରରେ ଫୁଣ୍ଡେଲପଡା ଗ୍ରାମ । ମାତ୍ର ୧ ମାସର ଶିଶୁ ଦେହରେ ୪୦ରୁ ଊର୍ଦ୍ଧ୍ୱ ନିଆଁ ଚେଙ୍କ ଦେଲେ ପରିବାର ଲୋକେ । ଶିଶୁଟି ଏବେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ…

୫୦ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ପାଇଲଟ୍ ଟ୍ରେନିଂ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ୫୦ ଜଣ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ପାଇଲଟ୍ ଟ୍ରେନିଂ ଦେବେ। ଖାସକରି ଅଧିକ ମହିଳାଙ୍କୁ କମର୍ସିଆଲ ପାଇଲଟ୍ ବନାଇବାକୁ ପ୍ରସ୍ତୁତିମୂଳକ ପାଇଲଟ୍ ତାଲିମ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ସୂଚନା ଅନୁଯାୟୀ, ବାଣିଜ୍ୟ ଏବଂ ପରିବହନ ବିଭାଗ…

‘ପିପୁଲସ୍‌ ସିଏମ୍‌’ ଗୀତ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ 

କେନ୍ଦୁଝର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ଫ୍ୟାନ ସଙ୍ଗ୍‌ ମୁକ୍ତିଲାଭ କରିଛି। ‘ପିପୁଲସ୍‌ ସିଏମ ମୋହନ’ ଶୀର୍ଷକ ଏହି ଗୀତକୁ ମୁଖ୍ୟମନ୍ତ୍ରୀ ଆଜି ଉନ୍ମୋଚନ କରିଛନ୍ତି। ରାଇକଳାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ…

କିଟ୍‌ରେ ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ, ଟେଲିସ୍କୋପ୍ ଦେଲେ ଜ୍ୟୋତିର୍ବିଜ୍ଞାନୀ ଡ. ଅଶ୍ୱିନ ଶେଖର

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନରୱେର ପୂର୍ବତନ ମନ୍ତ୍ରୀ ତଥା କୁଟନୀତିଜ୍ଞ ଏରିକ୍ ସୋଲେମ୍ ଓ ଖ୍ୟାତି ସମ୍ପନ୍ନ ଜ୍ୟୋତିର୍ବିଜ୍ଞାନୀ ଡ. ଅଶ୍ୱିନ ଶେଖର ଅତିଥି ଭାବେ ଯୋଗ ଦେଇଛନ୍ତି। ଏହି ଅବସରରେ…