Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆରମ୍ଭ ହେଲା ବିଦେଶାଗତ ପକ୍ଷୀ ଗଣନା, ପକ୍ଷୀଙ୍କ ଠାରେ ଲାଗିବ ସାଟେଲାଇଟ୍‌ ରିଂ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ବିଦେଶାଗତ ପକ୍ଷୀଗଣନା । ଭିତରକନିକା, ଚିଲିକା, ବ୍ରହ୍ମଗିରି, ବଣାଇ, ସମ୍ବଲପୁରରେ ଚାଲିଛି ପକ୍ଷୀଗଣନା। ପକ୍ଷୀଗଣନାରେ ଭିତରକନିକାର ୫ଟି ରେଂଜରେ ୧୮ଟି ଟିମ୍ ନିୟୋଜିତ ହୋଇଥିବା ବେଳେ ବଣାଇ ଡିଭିଜନ୍‌ର ୭ଟି ରେଂଜରେ ୧୮ ଟିମ୍ ସାମିଲ…

ସିମେଣ୍ଟ ପ୍ଲାଣ୍ଟ ଅଘଟଣ, ୨ ମୃତ ଦେହ ଉଦ୍ଧାର

ରାଜଗାଙ୍ଗପୁର: ଡାଲମିଆ ସିମେଣ୍ଟ ପ୍ଲାଣ୍ଟରେ କୋଇଲା ହପର୍ ଭୁଶୁଡ଼ିବା ଘଟଣା । ଭଗ୍ନାବଶେଷ ତଳୁ ମିଳିଲା ୨ ଶ୍ରମିକଙ୍କ ମୃତଦେହ । ଦୀର୍ଘ ୩୬ ଘଣ୍ଟାର ଅପରେଶନ ପରେ ଶେଷରେ ୨ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏବେବି ଜଣେ ଶ୍ରମିକ ନିଖୋଜ ଅଛନ୍ତି । ତାଙ୍କୁ ଖୋଜିବା ପାଇଁ ଉଦ୍ଧାର…

ଆମେରିକାର ସିନସିନାଟି ବିଶ୍ୱବିଦ୍ୟାଳୟ ସଭାପତିଙ୍କୁ ‘କିସ୍‍ ଜୀବନବ୍ୟାପୀ ସାଧନା’ ସମ୍ମାନ

ଭୁବନେଶ୍ୱର: ଆମେରିକାର ସିନ୍‍ସିନାଟି ବିଶ୍ୱବିଦ୍ୟାଳୟର ସଭାପତି ପ୍ରଫେସର ନେଭେଲି ଜି ପିଣ୍ଟୋଙ୍କୁ ଆଜି କିସ୍‍ ପକ୍ଷରୁ ସମ୍ମାନଜନକ କିସ୍‍ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନୀତ କରାଯାଇଛି। ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶୁକ୍ରବାର କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ…

ମାଓ କମାଣ୍ଡର ଗିରଫ; ମୁଣ୍ଡ ଉପରେ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି

ମାଲକାନଗିରି: ମାଲକାନଗିରି ପୋଲିସକୁ ସଫଳତା । ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ମାଓ କମାଣ୍ଡର ଗିରଫ । ମାଲକାନଗିରି ସୀମାନ୍ତରେ ଶୁକ୍ରବାର ପୁଣି ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ସମୟରେ ମାଓ କମାଣ୍ଡର ମୋତିରାମ ଓରଫ ରାକେଶ ଉସେଣ୍ଡିକୁ ଗିରଫ କରିଛନ୍ତି ସୁରକ୍ଷାକର୍ମୀ…

ଜଷ୍ଟିସ ଅରିନ୍ଦମ ସିହ୍ନା ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ

କଟକ: ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଅରିନ୍ଦମ ସିହ୍ନା । ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅଛନ୍ତି । ଚଳିତ ମାସ ୧୯ରେ ତାଙ୍କର କାର୍ଯ୍ୟକାଳ ସରୁଥିବାବେଳେ, ୨୦ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ…

‘ଫେବୃଆରୀ ୧ରୁ ଆରମ୍ଭ ହୋଇପାରେ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ’

ଭୁବନେଶ୍ୱର: ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନକୁ ନେଇ ପୁଣି ନୂଆ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ପୂର୍ବରୁ ଏହି ଧାଡ଼ି ଦର୍ଶନ ଜାନୁଆରୀ ୨୦ରୁ ଆରମ୍ଭ ହେବାକୁ ଥିବାବେଳେ ଏବେ କିନ୍ତୁ ଏଥିରେ ପରିବର୍ତ୍ତନ ହୋଇପାରେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି, ଫେବୃଆରୀ…

‘ଖୁବଶୀଘ୍ର ଓଡ଼ିଶା ଏକ ଯୌତୁକ ମୁକ୍ତ ରାଜ୍ୟ ହେବ’

ଭୁବନେଶ୍ୱର: ଶୁକ୍ରବାର ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲ୍ଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ…

ଝାରସୁଗୁଡ଼ାରେ ବଳ କଷାକଷି

ଭୁବନେଶ୍ବର: ଝାରସୁଗୁଡାରେ ବିଜେଡି- ବିଜେପି ବଳ କଷାକଷି ! ପ୍ରଥମେ ସ୍ବର୍ଗତଃ ନବ ଦାସଙ୍କ ପୁଅ ଅଟକ, ଏବେ ନବଙ୍କ ଭାଇ ବ୍ରଜ ଦାସଙ୍କ ଘରେ ରେଡ୍ । ଦୁଇ ବର୍ଷ ପରେ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତକୁ ନେଇ ଜୋର ଧରିଲାଣି ରାଜନୀତି । ନବଙ୍କ ପରିବାର ମାମଲାର ସିବିଆଉ ତଦନ୍ତ ନେଇ ଦାବି…

ଜାନୁଆରୀ ୨୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର: ଆଗାମୀ ଜାନୁଆରୀ ୨୦ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ…

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା; ଶିରିଡ଼ିକୁ ଗଲେ ୮୦୦ ବରିଷ୍ଠ ନାଗରିକ

ଭୁବନେଶ୍ଵର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର…