Latest Odisha News

BREAKING NEWS

Browsing Category

ଓଡିଶା

Odisha

Rath Yatra 2026: ବଡଦାଣ୍ଡକୁ ଓହ୍ଲାଇବ କାଳିଆ ସୁନା, ଅଭେଦ୍ୟ ସୁରକ୍ଷା ବଳୟରେ ଏଥର ରଥଯାତ୍ରା! ମୁତୟନ ହେବେ ୧୫…

ପୁରୀ: ଭକ୍ତଙ୍କ ଗହଣକୁ ଆସିବ ଭାବୋବିନୋଦିଆ । ଭାଇଭଉଣୀଙ୍କୁ ସାଙ୍ଗରେ ଧରି ବଡ ଦାଣ୍ଡକୁ ଓହ୍ଲାଇବ କାଳିଆ ସୁନା । ସେଥିପାଇଁ ଚଳଚଞ୍ଚଳ ହେଲାଣି ପୁରୀ ସହର । ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ୨୦୨୬ ରଥଯାତ୍ରା ଆସନ୍ତା ଜୁଲାଇ ୧୬ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୨୪ ପର୍ଯ୍ୟନ୍ତ ଚାଲିବ। ୯…

ନୟାଗଡ଼ରେ ଯୁବକକୁ ପିଟିପିଟି ମାରିଦେଲେ…

ନୟାଗଡ: ନୟାଗଡ ଜିଲ୍ଲାର ଜଣେ ୨୪ ବର୍ଷୀୟ ଯୁବକଙ୍କୁ ଅପହରଣ ଏବଂ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନୟାଗଡ ସଦର ଥାନା ଅନ୍ତର୍ଗତ ଡାଲିମ୍ବାମାଡା ଗ୍ରାମର ଅଭିମନ୍ୟୁ ସାହୁ ରବିବାର ସନ୍ଧ୍ୟାରେ ଦୋକାନକୁ ଯାଉଥିବା ସମୟରେ ତାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ପରିବାର…

ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିଲା ସ୍ୱତନ୍ତ୍ର ପୋର୍ଟାଲ୍‌, ସିଧାସଳଖ ସମସ୍ୟା ଶୁଣିବ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର: ଓଡ଼ିଶା ସରକାର ଅନେକ ସେବା, ଯୋଜନା ଏବଂ ସରକାରୀ କାର୍ଯ୍ୟ ପାଇଁ ସ୍ୱତନ୍ତ୍ର ପୋର୍ଟାଲ୍‌ (Special Portals) ପ୍ରସ୍ତୁତ କରିଛନ୍ତି। ଏବେ ଫୋକସରେ ସ୍କୁଲ ଛାତ୍ରଛାତ୍ରୀ। ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସେମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ପୋର୍ଟାଲ…

ଭୁବନେଶ୍ବରରେ ବୁଲିଲା ଖଣ୍ଡା, ୨ ଆହତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ହଣାକଟା। ବିଳମ୍ୱିତ ରାତିରେ ବୁଲିଲା ତେଲେଙ୍ଗା କଟୁରୀ। ଘଟଣାରେ ଦୁଇ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଜଣେ ବ୍ୟକ୍ତି ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତା ରାତିରେ ଆକ୍ରମଣ କରିଛି କିଛି ଦୃର୍ବୁତ୍ତ।ଲକ୍ଷ୍ମୀସାଗର ଅଞ୍ଚଳରେ…

ଆହୁରି ୩ ଦିନ ଭିଜିବ ଓଡ଼ିଶା

ଭୁବନେଶ୍ବର: ଆଗାମୀ କିଛି ଦିନ ମଧ୍ୟରେ ଭାରତର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଡି) ମହାରାଷ୍ଟ୍ର, ଓଡ଼ିଶା, ଝାଡ଼ଖଣ୍ଡ, ହିମାଚଳ ପ୍ରଦେଶ ଏବଂ ଉତ୍ତର-ପୂର୍ବର କିଛି ଅଂଶ ପାଇଁ ପାଣିପାଗ ସତର୍କତା ଜାରି କରିଛି। ଆଇଏମଡି ସୂଚନା…

ଏଣିକି ଦୈନିକ ଚାଲିବ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ରେଶମ ସହର ବ୍ରହ୍ମପୁରରୁ ଗୁଜୁରାଟର ଉଧନା (ସୁରଟ) ପର୍ଯ୍ୟନ୍ତ ଚାଲୁଥିବା ସାପ୍ତାହିକ ଅମୃତ ଭାରତ ଏକ୍ସପ୍ରେସ ଏଣିକି ପ୍ରତିଦିନ ଚଳାଚଳ କରିବ । ଆଜି ବ୍ରହ୍ମପୁର ରେଳ ଷ୍ଟେସନ ପ୍ଲାଟଫର୍ମରେ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଓଡ଼ିଶାର…

Genguti River: ୫୦ ଫୁଟ୍ ଧସିଲା ଗେଙ୍ଗୁଟି ନଦୀବନ୍ଧ; କାର୍ଯ୍ୟର ମାନକୁ ନେଇ ଉଠିଲା ପ୍ରଶ୍ନ

ଧାମନଗର:ଗତ ୪ ଦିନର ଲଦିନର ଲଗାଣ ବର୍ଷା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜଳମଗ୍ନ ପରିସ୍ଥିତି ଦେଖାଯାଇଛି । ଏପଟେ ଆଜି ଭଦ୍ରକ ଜିଲ୍ଲା ଧାମନଗର ଜଳସମ୍ପଦ ବିଭାଗ ଅଧୀନ ଦଳାଙ୍ଗ ପଞ୍ଚାୟତର ରାମେଶ୍ଵରପୁର ମଳିକସାହି ନିକଟ ଗେଙ୍ଗୁଟି ନଦୀର ଦକ୍ଷିଣ ପାର୍ଶ୍ଵ ବନ୍ଧ ଧସିଯାଇଛି।ବନ୍ଧରେ ପ୍ରାୟ ୫୦…

ଓଡ଼ିଶାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଏବେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି । କୌଣସି ପ୍ରକାର ବିପଦ ନିମନ୍ତେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି l ଏପର୍ଯ୍ୟନ୍ତ ଲଗାଣ ବର୍ଷାରେ ବିଶେଷ ଭାବେ କୌଣସି ବ୍ୟକ୍ତି କିମ୍ବା ଘର କ୍ଷତିଗ୍ରସ୍ତ ହୋଇ ନାହାଁନ୍ତି l…

ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ଖବର: ଟ୍ରାକ୍ ନବୀକରଣ ପାଇଁ ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ଟି ମେମୁ ଟ୍ରେନ୍ ବାତିଲ

ଭୁବନେଶ୍ୱର: ଯଦି ଆପଣ ଆଗାମୀ ଦିନରେ ଟ୍ରେନ୍ ଯୋଗେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଷ୍ଟେସନ୍ ବାହାରିବା ପୂର୍ବରୁ ନିଜ ଟ୍ରେନ୍‌ର ସମୟ ଏବଂ ସ୍ଥିତି ନିଶ୍ଚୟ ଯାଞ୍ଚ କରିନିଅନ୍ତୁ। କାରଣ ପୂର୍ବତଟ ରେଳପଥ ଅଧୀନରେ ଥିବା ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ସୁରକ୍ଷା ଦୃଷ୍ଟିକୋଣରୁ…

ରାୟଗଡ଼ା ଭିଡ଼ ହିଂସା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨୪ ଛୁଇଁଲା ଗିରଫ ସଂଖ୍ୟା

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଘଟିଥିବା ପିଲାଚୋରି ସନ୍ଦେହରେ ଭିଡ଼ ହିଂସା ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ମୁଖ୍ୟ ଅଭିଯୁକ୍ତ ଭଜରାନ ନାଇକ ସହ ଅନ୍ୟ ଯୁବକ ରାଜେଶ ଉଲ୍ଲକାକୁ ପୋଲିସ ଗିରଫ କୋର୍ଟ ଚାଲାଣ କରିଛି । ଏହାକୁ ମିଶାଇ ଏହି ଘଟଣାରେ…