Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାଶିବରାତ୍ରି-୨୦୨୫ରେ ବିରଳ ସଂଯୋଗ: ଏହି ରାଶିଙ୍କ ଖୋଲିବ ଭାଗ୍ୟ

ଭୁବନେଶ୍ବର: ରାତି ପାହିଲେ ଦେବ ଦେବ ମହାଦେବଙ୍କ ମହା ଶିବରାତ୍ରୀ । ବାବା ଭୋଳାନାଥଙ୍କୁ ଉପାସନା କରି ଆଶୀର୍ବାଦ ପାଇଁ ଉଜାଗର ରହି ଜାଗର ଜାଳିବେ ଶ୍ରଦ୍ଧାଳୁ । ଜୀବଜଗତର ଜନ୍ମ ମୃତ୍ୟୁର କାଳ ସ୍ୱରୂପ ଶିବ ହେଉଛନ୍ତି ମହାକାଳେଶ୍ୱର । ପୌରାଣିକ କଥାବସ୍ତୁ ଅନୁଯାୟୀ, ଆଜିର ଦିନରେ ଦେବ ଓ…

ମୋ ବସ ପିଟିବା ଘଟଣା; ବିଦା ହେଲେ ଡ୍ରାଇଭର ଓ ଗାଇଡ୍

ଭୁବନେଶ୍ଵର: ଭୁବନେଶ୍ଵର ମାଷ୍ଟରକ୍ୟାଣ୍ଟିନ ରେଳ ଷ୍ଟେସନ ନିକଟ ବସ୍‌ଷ୍ଟାଣ୍ଡରେ ଠିଆ ହୋଇଥିବା ବେଳେ ଦୁଇ ଜଣ ଯୁବକଙ୍କୁ ମୋ ବସ ଧକ୍କା ଦେବା ଘଟଣାରେ ଡ୍ରାଇଭର ଓ ଗାଇଡଙ୍କୁ ବାହାର କରିଦିଆଯାଇଛି। ଦୁହିଁଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗୁରୁତର ଯୁବକମାନେ ହେଉଛନ୍ତି…

ପ୍ରକାଶ ପାଇଲା ତାରିଖ; ଏହି ଦିନ ହେବ ଏସଆଇ ପରୀକ୍ଷା

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ନେଇ ପ୍ରକାଶ ପାଇଲା ତାରିଖ । ମାର୍ଚ୍ଚ ୮ ଓ ୯ରେ ଅନୁଷ୍ଠିତ ହେବ ପରୀକ୍ଷା । ମୋଟ ୯୩୩ ପଦବୀ ପାଇଁ ପରୀକ୍ଷା ହେବ । ଏନେଇ ସୂଚନା ଜାରି ହୋଇଛି । ଏସଆଇ ରାଙ୍କର ଅନ୍ୟ ସବୁ ପଦବୀ ପାଇଁ ମଧ୍ୟ ପରୀକ୍ଷା ହେବ ବୋଲି ସୂଚନା ଦିଆଯାଇଛି । ବିଭିନ୍ନ ଜିଲ୍ଲା…

ଚନ୍ଦ୍ର ଶେଖର ହୋତା ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଭାବେ ନିଯୁକ୍ତ 

ଭୁବନେଶ୍ୱର: ବରିଷ୍ଠ ଓପିଏସ୍ ଅଧିକାରୀ ତଥା ସାହିତ୍ୟିକ ଚନ୍ଦ୍ର ଶେଖର ହୋତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଭାବରେ ମଙ୍ଗଳବାର ଦିନ ନିଯୁକ୍ତ କରିଛନ୍ତି ରାଜ୍ଯ ସରକାର। ଏନେଇ ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। ତେବେ ସେ…

ଦେଶର ପ୍ରଥମ ଟୀକା ଭଣ୍ଡାର ଭାବେ ଆଇଏସ୍ଓ ସାର୍ଟିଫିକେଟ୍ ପାଇଲା ରାଜ୍ୟ ଟୀକା ଭଣ୍ଡାର

ଭୁବନେଶ୍ୱର: ସାର୍ବଜନୀନ ଟୀକାକରଣ କାର୍ଯ୍ୟକ୍ରମ ଅଧୀନରେ ଟୀକାର ଗୁଣବତ୍ତାସମ୍ପର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟୀକା ଭଣ୍ଡାର ଦେଶର ପ୍ରଥମ ଟୀକା ଭଣ୍ଡାର ଭାବେ ଆଇଏସ୍ଓ ୯୦୦୧:୨୦୧୫ ପ୍ରମାଣପତ୍ର ପାଇଛି। ଟୀକାର ଉପଯୁକ୍ତ ସଂରକ୍ଷଣ, କୋଲ୍ଡ ଚେନ୍ ପରିଚାଳନା, ଯୋଗାଣ ଶୃଙ୍ଖଳ ପରିଚାଳନା,…

୫୦୦ରୁ ଉର୍ଦ୍ଧ୍ବ ଲୋକଙ୍କୁ ଠକେଇ, ମାଷ୍ଟରମାଇଣ୍ଡ ଗିରଫ

ସମ୍ବଲପୁର: ୫୦୦ରୁ ଉର୍ଦ୍ଧ୍ବ ଲୋକଙ୍କୁ ଆର୍ଥିକ ଠକେଇ କରିବା ଅଭିଯୋଗରେ ସମ୍ବଲପୁରରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ନିବେଶକଙ୍କୁ ଜମା ଟଙ୍କା ଉପରେ ଅଧିକ ରିଟର୍ଣ୍ଣ ପ୍ରଦାନ କରିବା ନେଇ ପ୍ରଲୋଭନ ଦେଉଥିଲା। ସନ୍ତୋଷ ଆଚାର୍ଯ୍ୟ ନାମକ ଅଭିଯୁକ୍ତକୁ ସମ୍ବଲପୁରର ଧନୁପାଲି ଥାନା…

ଓଡିଶା ଆସିବେ ନଡ୍ଡା, ସ୍ଵାସ୍ଥ୍ୟ ସଚିବଙ୍କ ସହ କରିବେ ଆଲୋଚନା

ଭୁବନେଶ୍ଵର: ୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟ ସଚିବଙ୍କୁ ନେଇ ପୁରୀରେ ଆୟୋଜିତ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗ ଦେବେ ସ୍ଵାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏନେଇ ରାଜ୍ୟ ବିଜେପି ପକ୍ଷରୁ ସୂଚନା ମିଳିଛି…

ମାଟି ଅତଡା ଧସି ୩ ଶ୍ରମିକ ଗୁରୁତର

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ବଣାଇ ବରସୁଆଁ ଦମାଳ ନିକଟରେ ଅଘଟଣ । ଦମାଳୁ ଠାରେ ଲୌହ ଖଣିରେ ଖଣି ଖନନ ପାଇଁ କାମ ଚାଲିଥିବା ବେଳେ ମାଟି ଅତଡା ଖସି ଚାପି ହୋଇଗଲେ ୩ ଜଣ ଶ୍ରମିକ । ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଏବେ…

ରାସ୍ତାକଡରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ବାଲେଶ୍ବର: ପୁଣି ଅଲୋଡା ହେଲା ଶିଶୁକନ୍ୟା । ବାଲେଶ୍ବର ଜିଲ୍ଲା ରୂପସା ଥାନା ଅନ୍ତର୍ଗତ ମିରିଗିମୁଣ୍ଡି ଛକ ନିକଟ ୬୦ ନମ୍ବର ଜାତୀୟ ରାଜପଥ ଧାରିପୋଲ ନିକଟରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି । ରାଜପଥ ନିକଟରେ ପଡିଥିବା ଏକ ବ୍ୟାଗ ଭିତରୁ ନବଜାତ ଶିଶୁ କନ୍ୟାଟିର କାନ୍ଦ ଶୁଭିଥିଲା…

ଟ୍ରାଫିକ୍ ପୋଲିସଙ୍କ ଅନନ୍ୟ ପ୍ରୟାସ: ମାର୍କର ପେନ୍ ଦେଇ ପରୀକ୍ଷାର୍ଥୀଙ୍କୁ କଲେ ଉତ୍ସାହିତ

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଚାଲିଛି । ଉଭୟ ସିବିଏସି ଏବଂ ବିଏସଇ ପିଲାମାନଙ୍କର ଦଶକ ବୋର୍ଡ ପରୀକ୍ଷା ଚାଲିଛି । ବୋର୍ଡ ପରୀକ୍ଷା ଜୀବନର ଏକ ଗୁରୁତ୍ବପୂଣ୍ଣ ପରୀକ୍ଷା ହୋଇଥିବା ବେଳେ ପ୍ରାୟତଃ ଏଥିପାଇଁ ପିଲାମାନେ ଚାପାଗ୍ରସ୍ତ ଥାଆନ୍ତି । ଏହି କାରଣୁ ଦେଶର…