Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆୟୁଷ୍ମାନ ଭାରତ ଯୋଜନାରେ ଓଡ଼ିଶା ସାମିଲ; ୧.୦୩ କୋଟି ପରିବାର ହେବେ ଉପକୃତ

ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଗ୍ର ଲାଗୁ ହେବ ଆୟୁଷ୍ମାନ ଭାରତ । ଏନେଇ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ, ଓଡ଼ିଶାର…

ପୌଷ ପୂର୍ଣ୍ଣିମା; ସୁନା ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂରତୀ

ପୁରୀ: ଆଜି ପବିତ୍ର ପୌଷ୍ୟ ପୂର୍ଣ୍ଣିମା ତିଥି । ପୁଷ ପୂର୍ଣ୍ଣିମା ନାମରେ ମଧ୍ୟ ଏହା ପରିଚିତ ଅଟେ । ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଶ୍ରୀମନ୍ଦିରରେ ଏହି ପୁଷ୍ୟାଭିଷେକ ନୀତିଟି ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଅନ୍ୟତମ ଶ୍ରେଷ୍ଟ ଯାତ୍ରା ଅଟେ । ଆଜିର ଦିନରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ…

ଚାଇନା ମାଞ୍ଜା ସୂତାକୁ ନେଇ ଆକ୍ସନ ମୋଡରେ କମିଶନରେଟ ପୋଲିସ

କଟକ: ରାତି ପାହିଲେ ମକର ସଂକ୍ରାନ୍ତି। ମକର ସଂକ୍ରାନ୍ତି ପୂର୍ବରୁ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଗୁଡି ଉଡ଼ା। ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ମାଞ୍ଜା ସୂତାରେ ଗୁଡ଼ି ଉଡ଼ାଇଲେ କଠୋର କାର୍ଯ୍ୟାନୁଷ୍ଠାନ…

ଲୋକସେବା ଭବନ ଭିତରେ ଚାଲିଥିଲା ଠକେଇ, ଧରାପଡିଲା ଦଲାଲ

ଭୁବନେଶ୍ବର: ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ । ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ । ଚାକିରି କରାଦେବାକୁ କହି  ଲକ୍ଷାଧିକ ଟଙ୍କା ଠକୁଥିଲେ । ହେଲେ ସବୁଠୁ ବଡ କଥା ହେୁଛି ତାଙ୍କୁ ପ୍ରଥମରୁ କେହି କେମିତି ଜାଣିପାରିଲେ…

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର: ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କ ଘର କେନ୍ଦ୍ରାପଡ଼ାରେ ହୋଇଥିବା ବେଳେ ସେ ସଙ୍ଗୀତ ମହାବିଦ୍ୟାଳୟରେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ । ତେବେ ମୃତ୍ୟୁର…

ମକର ସଂକ୍ରାନ୍ତି ଆଉ ଗୁଡି, ଜାଣନ୍ତୁ ଏହାର ପୌରାଣିକ କଥା…

ଭୁବନେଶ୍ଵର: ହିନ୍ଦୁ ଧର୍ମ ଓ ପରମ୍ପରାର ମହାନ ପର୍ବ ମକର ସଂକ୍ରାନ୍ତି। ଉତ୍ତର ଓଡ଼ିଶାରେ ଗଣପର୍ବ ଭାବରେ ପାଳନ କରାଯାଇଥାଏ। ଏହିଦିନ ଠାରୁ ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ହେବା ସହିତ ମକର ରାଶିରେ ପ୍ରବେଶ କରିଥାନ୍ତି। ମକର ସଂକ୍ରାନ୍ତିରେ ଗୁଡି ଉଡେଇବାର ପରମ୍ପରା ରହିଛି। ମକର ସଂକ୍ରାନ୍ତିରେ…

ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ଜାନୁଆରୀ ୧୪ ତାରିଖଠାରୁ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ୨୨ ତାରିଖ ଅର୍ଥାତ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା…

ପାରାଦ୍ବୀପରେ ପ୍ରତିଷ୍ଠା ହେବ ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର

ଭୁବନେଶ୍ବର: ପାରାଦ୍ବୀପ ବନ୍ଦର ନିକଟରେ ପ୍ରତିଷ୍ଠା ହେବ ଜାହାଜ ଭଙ୍ଗା କେନ୍ଦ୍ର। ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର ୪ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ଓଡ଼ିଶାର ସାମୁଦ୍ରିକ ଓ ଶିଳ୍ପ ପରିଦୃଶ୍ୟରେ ପରିବର୍ତ୍ତନ ଆସିବ। ବ୍ୟାପକ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହେବ।…

ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’

ବାରିପଦା: ଆଖି ବୁଜିଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’ । ୬୬ ବର୍ଷ ବୟସରେ ଚହଲାରେ ‘ମହେନ୍ଦ୍ର’ର ମୃତ୍ୟୁ ହୋଇଛି । ଦୀର୍ଘଦିନ ହେବ ଅସୁସ୍ଥ ଥିଲା ‘ମହେନ୍ଦ୍ର’ । ଅନେକ ଦିନ ଧରି ‘ମହେନ୍ଦ୍ର’ର ଚିକିତ୍ସା ଚାଲିଥିଲା । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ମହେନ୍ଦ୍ରର ମୃତ୍ୟୁ ଘଟିଛି ।…

ମାଛ ମାଫିଆଙ୍କ ଗୁଣ୍ଡାରାଜ; ବନ ବିଭାଗ ଉପରେ କଲେ ଗୁଳିମାଡ

କେନ୍ଦ୍ରାପଡା: ରାଜନଗର ଗହୀରମଥାରେ ମାଛ ମାଫିଆ ସମୁଦ୍ର ଭିତରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ଗୁଳି ଚାଳନା କରିଛନ୍ତି । ବାବୁବାଲି ସମୁଦ୍ର କୂଳରୁ ୫ କିମି ଭିତରେ ଟ୍ରଲରରେ ମାଛ ମାଫିଆ ବେଆଇନ ମାଛ ମାରୁଥିଲେ। ବେଆଇନ ଭାବେ ମାଛ ମାରୁଥିବା ସମୟରେ ୩ଟି ଟ୍ରଲର ସହ ୯ ଜଣ ମତ୍ସ୍ୟଜୀବୀଙ୍କୁ…