Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ଵିନ ସିଟିରେ ପ୍ରବଳ କୁହୁଡି, ଆସନ୍ତାକାଲିଠୁ ବଢିବ ତାପମାତ୍ରା

ଭୁବନେଶ୍ଵର: ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ୧୦ ମିଟର ଆଗକୁ ଦେଖାଯାଉନି ରାସ୍ତା । ଘନ କୁହୁଡ଼ି ଯୋଗୁଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ । ସେପଟେ ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠାରୁ ବଢିବ…

ରେଳ ଲାଇନ୍ ସଂପ୍ରସାରଣ ପାଇଁ ବସ୍ତି ଉଚ୍ଛେଦ ପୂର୍ବରୁ କର୍ଫ୍ୟୁ

ବାଲେଶ୍ବର: ବସ୍ତି ଉଚ୍ଛେଦ ପୂର୍ବରୁ ସ୍ଥାନୀୟ ଅଞ୍ଚଳରେ ଲାଗିବ ସାରା ରାତି କର୍ଫ୍ୟୁ । ଅରଡ଼ ବଜାର ଠାରୁ ପରିବା ମାର୍କେଟ ଅଞ୍ଚଳ ପର୍ଯ୍ୟନ୍ତ ଲାଗିବ କର୍ଫ୍ୟୁ । ଆଜି ଭୋର ୪ଟାରୁ ଆସନ୍ତା ୧୨ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କର୍ଫ୍ୟୁ । ସୂଚନା ଅନୁସାରେ, ରେଳ ଲାଇନ୍…

କିମ୍ସରେ ପ୍ରଥମ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ; କର୍କଟ ଚିକିତ୍ସା କ୍ଷେତ୍ରରେ ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର: କିମ୍ସରେ ପ୍ରଥର ଥର ଲାଗି ସଫଳ ଅସ୍ଥି ମଜ୍ଜା ପ୍ରତିରୋପଣ (ବିଏମଟି) କରି ଓଡ଼ିଶାର ଉନ୍ନତ କର୍କଟ ଚିକିତ୍ସାରେ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ନୟାଗଡ଼ ଜିଲ୍ଲାରୁ କିମ୍ସରେ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କଠାରେ ସଫଳତାର ସହ ଅସ୍ଥି ମଜ୍ଜା ପ୍ରତିରୋପଣ କରାଯାଇଛି। ରୋଗୀ…

ପାରାଦ୍ୱୀପରେ କାଉ ମଡ଼କ, ବାର୍ଡ ଫ୍ଲୁ ଚିନ୍ତାରେ ଅଞ୍ଚଳବାସୀ

ପାରାଦ୍ବୀପ : ବନ୍ଦର ନଗରୀ ପାରାଦ୍ଵୀପର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି କାଉ ମଡକ। ଅଞ୍ଚଳର ବିଭିନ୍ନ ସ୍ଥାନରେ କାଉ ମାରି ପଡିଥିବା ଦେଖିବାକୁ ମିଳିଛି। ନେହେରୁବଙ୍ଗଳା, ନୂଆବଜାର, ବଡପଡିଆ ମାର୍କେଟ ସମେତ ବୃନ୍ଦାବନ କଲୋନୀ, କେବିନ୍ ମାର୍କେଟ ପ୍ରଭୃତି ଅଞ୍ଚଳରେ ମଧ୍ୟ କାଉ ମରି…

ଜାତୀୟ ଊର୍ଜା ମେଳାରେ ବ୍ରହ୍ମପୁର ଛାତ୍ରୀଙ୍କ ସଫଳତା

ବ୍ରହ୍ମପୁର: ଦିଲ୍ଲୀର ଟାଟା ପାୱାର - ଡିଡିଏଲ୍ ପ୍ରଶିକ୍ଷଣ କେନ୍ଦ୍ରରେ ଜାତୀୟ ଊର୍ଜା ମେଳାରେ ଆୟୋଜିତ ବିଜ୍ଞାନ ପ୍ରଦର୍ଶନୀରେ ବ୍ରହ୍ମପୁର ଡିଏଭି ସ୍କୁଲର ସପ୍ତମ ଶ୍ରେଣୀ ଛାତ୍ରୀ ଅନୁଷ୍କା ସାହୁ ପ୍ରଥମ ପୁରସ୍କାର ହାସଲ କରିଛନ୍ତି। ଅଭିନବ ପ୍ରକଳ୍ପ "ଏରୋ ପ୍ୟାଜୋ ଫ୍ୟୁଜନ" ପାଇଁ ସେ ଉଚ୍ଚ…

ରାଜ୍ଯର ୯ଟି ନୂତନ ମାର୍ଗରେ ୧୩ଟି ବସ୍ ସେବାର ଶୁଭାରମ୍ଭ, ଜାଣନ୍ତୁ… 

ଭୁବନେଶ୍ବର: ଓଏସ୍ଆରଟିସି ଦ୍ୱାରା ପରିଚାଳିତ ହେବାକୁ ଥିବା ୯ଟି ନୂତନ ମାର୍ଗରେ ୧୩ଟି ବସ୍ ସେବାର ଶୁଭାରମ୍ଭ ହୋଇଛି। ବାଣିଜ୍ୟ ଓ ପରିବହନ ବିଭାଗର ମନ୍ତ୍ରୀ ବିଭୂତି ଭୂଷଣ ଜେନା ଭର୍ଚୁଆଲ ମୋଡରେ ଏହାର ଶୁଭ ଉଦଘାଟନ କରିଛନ୍ତି। ଏହି ନୂତନ ବସ୍ ସେବା ସିଦ୍ଧ ଭୈରବୀ, ଗଣିଆ (କଣ୍ଟିଲୋ),…

ସିଂହନାଥ ପୀଠରେ ମକର ମେଳା ସମୟରେ ସେତୁ ଉପରେ ଚାଲିବନି ଯାନବାହାନ

କଟକ: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମକର ସଂକ୍ରାନ୍ତି ଅବସରରେ ଆଠଗଡ ସ୍ଥିତ ପ୍ରଭୁ ସିଂହନାଥ ପୀଠରେ ମକର ମେଳା ଚାଲିବ । ଆସନ୍ତା ଜାନୁଆରୀ ୧୪ ତାରିଖରୁ ୧୬ ପର୍ଯ୍ୟନ୍ତ ମକର ଉତ୍ସବର ଭବ୍ୟ ଆୟୋଜନ କରାଯାଉଛି । ଏହି ମେଳାରେ କଟକ ସମେତ ଏହାର ଆଖପାଖ ଜିଲ୍ଲାମାନଙ୍କରୁ ପୂଜା ଅର୍ଚ୍ଚନା…

ଉଦୟଗିରି ଠାରେ ଅନୁଷ୍ଠିତ ହେବ ଆନ୍ତର୍ଜାତୀୟ ଗୁରୁ ପଦ୍ମସମ୍ଭବ ସମାରୋହ, ଯୋଗଦେବେ ୧୫ ଶହ ବୌଦ୍ଧ ଧର୍ମାବଲମ୍ବୀ

ଭୁବନେଶ୍ବର: ଓଡ଼ିଶାରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ ଗୁରୁ ପଦ୍ମସମ୍ଭବ ସମାରୋହ । ଗୁରୁ ପଦ୍ମସମ୍ଭବଙ୍କ ସମ୍ପର୍କରେ ଅଧିକ ଜାଣିବା ଏବଂ ଆଲୋଚନା ପାଇଁ ‘ଫାଷ୍ଟ ଗୁରୁ ପଦ୍ମସମ୍ଭବ କନକ୍ଳେଭ’ ଆରମ୍ଭ ହେବ । ଆସନ୍ତା ଜାନୁଆରୀ ୧୨ତାରିଖ ଠାରୁ ୧୬ତାରିଖ ପର୍ଯ୍ୟନ୍ତ ୫…

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରେ: ପ୍ରଧାନମନ୍ତ୍ରୀଙ୍କୁ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଏକ ପୋଷ୍ଟ କରିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି ଏହି…

କିଛି ଦିନ ଭିତରେ ଆଳୁଦର କମିବ, ଆଳୁରେ ସ୍ୱୟଂସମ୍ପୂର୍ଣ୍ଣ ହେବ ଓଡ଼ିଶା: ମନ୍ତ୍ରୀ

ଭୁବନେଶ୍ବର : ଆଉ କିଛି ଦିନ ପରେ କମିବା ଆଳୁ ଦର। ଆଳୁ ଦର ବୃଦ୍ଧି ସମସ୍ଯାରୁ ମୁକ୍ତି ପାଇବେ ରାଜ୍ୟବାସୀ। ଏକଥା ଆମେ କହୁନୁ। ଏକଥା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।। ସେ କହିଛନ୍ତି, ଅପେକ୍ଷା କରନ୍ତୁ, ଆଉ କିଛି ଦିନର ପରେ ଆଳୁ ଦର କମିଯିବ। ସେ କହିଛନ୍ତି,…