Latest Odisha News

BREAKING NEWS

Browsing Category

ଓଡିଶା

Odisha

ତେଲେଙ୍ଗାନାରେ ବସ୍‌ ଦୁର୍ଘଟଣା: ୪ ଓଡ଼ିଆ ମୃତ

ମାଲକାନଗିରି: ତେଲେଙ୍ଗାନାରେ ବସ୍‌ ଦୁର୍ଘଟଣା। ଏଥିରେ ୪ ଓଡ଼ିଆଙ୍କୁ ମୃତ୍ୟୁ ହୋଇଥିବା ସୂଚନା। ତେଲେଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣା ଘଟିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ କଳାହାଣ୍ଡି ସିନାପାଲିରୁ…

ଦାମୀ ବ୍ରାଣ୍ଡ ନାଁରେ ନକଲି ଟାୟାର ବିକ୍ରି: ଗୋଦାମ ସିଲ୍, ମାଲିକ ଗିରଫ

କଟକ: ନକଲି ଜିନିଷର ହବ୍ ପାଲଟିଛି କଟକ। ଏହି ସହର ପାଲଟିଛି ନକଲି ସାମଗ୍ରୀର ଆସର। ନାମୀ ଦାମୀ ଷ୍ଟିକର ଲଗେଇ ବିକୁଛନ୍ତି ନକଲି ଜିନିଷ। ଜଗତପୁର ଇମାନଗର ଖଇରା ପୋଲ ନିକଟରୁ ଠାବ ହେଲା ଅସଲି ବ୍ରାଣ୍ଡ ନାଁରେ ନକଲି ଟାୟାର ଗୋଦାମ। ନାମୀଦାମୀ କମ୍ପାନୀ ନାମରେ ନକଲି ସାଇକେଲ ଓ ବାଇକ୍ ଟାୟାର…

ପୋଲ ତଳକୁ ଖସିଲା ବସ୍‌, ଭିତରେ ଥିଲେ ୪୫ ଯାତ୍ରୀ

ନୟାଗଡ଼: ପୋଲ ତଳକୁ ବସ୍ ଖସି ଜଣଙ୍କ ମୃତ୍ୟୁହେବା ସହ ୪୦ ଜଣ ଆହତ ହୋଇଛନ୍ତି। ନୟାଗଡ଼ ଜିଲ୍ଲା ରଣପୁର ଖଣ୍ଡିସି ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ରଣପୁର ଖଣ୍ଡିସି ଛକ ନିକଟରେ ଭାରସାମ୍ୟ ହରାଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ତଳକୁ ଖସିପଡିଛି। ଗୁଣ୍ଠୁଣୀ ଗାଁରୁ ପ୍ରାୟ ୪୦ରୁ ୪୫ ଜଣ…

ସୁଭଦ୍ରା ପୋର୍ଟାଲରେ ନୂଆ ସୁବିଧା, ବାଦ ପଡିଥିବା ହିତାଧିକାରୀଙ୍କ ପାଇଁ ଆବେଦନର ସୁଯୋଗ

ଭୁବନେଶ୍ୱର: ‘ସୁଭଦ୍ରା’ରୁ ଅପଟ ଆଉଟ ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଇଛି। ଭୁଲରେ ଅପଟ୍‌‌ ଆଉଟ ହୋଇଯାଇଥିଲେ ହିତାଧିକାରୀ ପୁଣିଥିରେ ଲଗ୍ ଇନ୍ କରି ନେଇପାରିବେ ସୁବିଧା। ଏଥିପାଇଁ ପୋର୍ଟାଲରେ ବ୍ୟବସ୍ଥା ହୋଇଛି। ‘ସୁଭଦ୍ରା’ ପୋର୍ଟାଲରେ ନୂଆ ବ୍ୟବସ୍ଥା ନେଇ ଉପମୁଖ୍ୟମନ୍ତ୍ରୀ…

କୁହୁଡ଼ି ଚାଦର ତଳେ ସାରା ଓଡ଼ିଶା, ୨ ଦିନ ପରେ ସାମାନ୍ୟ ବଢିବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ଦିନ ହେଲା ତାପମାତ୍ରା ଖସୁଥିବା ବେଳେ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଡିସେମ୍ବରରେ ଆକାଶ ମେଘୁଆ ରହିବା ସହିତ ଲଘୁଚାପ ଜନିତ ବର୍ଷା ଯୋଗୁ ଶୀତର ପ୍ରଭାବ ବିଶେଷ ପରିଲକ୍ଷିତ ହେଉ ନଥିଲା । ଜାନୁଆରୀ ପ୍ରଥମ ସପ୍ତାହରୁ ସାରା ଓଡିଶାରେ ଶୀତ ଜୋର ଧରିଛି।…

ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟରେ ୩ଦିନିଆ ଆଇ.ଇ.ଇ.ଇ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ୱର: ସେଞ୍ଚୁରିଅନ୍ ବିଶ୍ଵବିଦ୍ୟାଳୟରୁ ଇଲେକ୍ଟ୍ରୋନିକ୍ସ ଏବଂ କମ୍ୟୁନିକେସନ୍ ଇଞ୍ଜିନିୟରିଂ ବିଭାଗ ଦ୍ୱାରା ଆୟୋଜିତ ତିନିଦିନିଆ ସଂକେତ ପ୍ରକ୍ରିୟାକରଣ, ଯୋଗାଯୋଗ, ଶକ୍ତି ଏବଂ ଏମ୍ବେଡେଡ୍ ସିଷ୍ଟମ୍ ଉପରେ ଦ୍ୱିତୀୟ ଆଇ.ଇ.ଇ.ଇ. ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି…

ଭୁବନେଶ୍ୱରରେ ଖେଳାଯିବ ଅଲିମ୍ପିକ ? ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ନୂଆଦିଲ୍ଲୀ : ଭୁବନେଶ୍ୱରରେ ଖେଳାଯିବ ଅଲିମ୍ପିକ ! ଆଉ ଅଲିମ୍ପିକ ଆୟୋଜନର ମୁଖ୍ୟ ହେବ ଅହମ୍ମଦାବାଦ । କେବଳ ଭୁବନେଶ୍ୱର ନୁହେଁ ପୁଣେ, ଭୋପାଳ ଏବଂ ମୁମ୍ବାଇରେ ଅଲିମ୍ପିକ ଇଭେଣ୍ଟ ହେବ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଛି । କୁହାଯାଉଛି ଯେ ଯଦି ଭାରତକୁ ୨୦୩୬ରେ ଅଲମ୍ପିକ ଆୟୋଜନ…

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ତୃତୀୟ ଦିନ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଆଜି ତୃତୀୟ ଦିବସ। ଏହି ଅବସରରେ ରବିନ୍ଦ୍ର ମଣ୍ଡପ ପ୍ରେକ୍ଷାଳୟରେ ୧୮ ତମ ପ୍ରବାସୀ ଭାରତୀୟ ଦିବସରେ ଅଂଶଗ୍ରହଣ…

ରାସ୍ତା ମଝିରେ ଜଳିଗଲା ଯାତ୍ରୀବାହୀ ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ

ଧର୍ମଗଡ଼: ଚଳନ୍ତା ବସ୍‌ରେ ଲାଗିଲା ନିଆଁ । ଚଳନ୍ତା ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗିବାରୁ ଏହା ସମ୍ପୂର୍ଣ୍ଣ ଭାବରେ ଜଳି ଯାଇଛି। କିନ୍ତୁ ଡ୍ରାଇଭରଙ୍କ ପାଇଁ ବସରେ ଥିବା ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଛକ ନିକଟରେ ଆଜି…

ଫିଟୁଛି ଠକରାଣୀ ହଂସିକାଙ୍କ ଗୁମର, Z1ରେ ରହିଛି ୩ଟି ଫ୍ଲାଟ୍‌

ଭୁବନେଶ୍ବର: ଦିନକୁ ଦିନ ହଂସିକା ଅଭିଲିପ୍ସାଙ୍କ ସମ୍ପର୍କରେ ମିଳୁଛି ନୂଆ ନୂଆ ତଥ୍ୟ। ରାଜଧାନୀ ଭୁବନେଶ୍ୱରରେ ଥିବା Z1ରେ ଠକ ହଂସିକାଙ୍କର ରହିଛି ୩ଟି ଫ୍ଲାଟ୍‌। ସେ ୭୦୩ ନମ୍ୱର ଫ୍ଲାଟ୍‌ରେ ଅନୀଲ ମହାନ୍ତିଙ୍କ ସହ ରହୁଥିବା ଅଭିଯୋଗ ହେଉଛି। ଗୁରୁବାର ଅପରାହ୍ନରେ ସେହି ଫ୍ଲାଟ୍‌ରେ ଚଢ଼ଉ…