Latest Odisha News

BREAKING NEWS

Browsing Category

ଓଡିଶା

Odisha

କୁମ୍ଭମେଳା ପାଇଁ ଓଡ଼ିଶାରୁ ସ୍ଵତନ୍ତ୍ର ବସ୍‌: ମହିଳାଙ୍କୁ ମିଳିବ ୫୦% ରିହାତି

ଭୁବନେଶ୍ବର : ଉତ୍ତରପ୍ରଦେଶର ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରୁ ୮ଟି ବସ୍‌ ଗଡ଼ିବ। ଏଥିରେ ମହିଳାଙ୍କୁ ୫୦% ରିହାତି ମିଳିବା ନେଇ OSRTC ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଆସନ୍ତା ୧୩ ତାରିଖରୁ…

‘ସହଦେବ ନାୟକଙ୍କ ପରିବାରକୁ ୧ କୋଟି ସହାୟତା ସହ ତାଙ୍କ ପତ୍ନୀଙ୍କୁ ଚାକିରି ଦିଆଯାଉ’

ଭୁବନେଶ୍ୱର: ବୁଧବାର ଭୁବନେଶ୍ୱର ରସୁଲଗଡ ଫ୍ଲାଏଓଭରେ ଘଟିଥିବା ପୋଲିସ ମିତ୍ର ସହଦେବ ନାୟକଙ୍କ ବିଭତ୍ସ ହତ୍ୟାକାଣ୍ଡ ରାଜଧାନୀ ସମେତ ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଘଟଣା ଘଟିବାର ମାତ୍ର ଦଶ ଘଣ୍ଟା ଭିତରେ ଅଭିଯୁକ୍ତଙ୍କୁ କାବୁ କରିବାରେ ସଫଳ ହୋଇଛି ପୋଲିସ । ତେବେ ଏହି ଘଟଣାରେ…

୩୧ ଜାନୁଆରି ପର୍ଯ୍ୟନ୍ତ ଚାଲିବ ରାସନ କାର୍ଡ ଇ-କେୱାଇସି ଯାଞ୍ଚ: ମନ୍ତ୍ରୀ

ଭୁବନେଶ୍ବର: ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ହୋଇଥିବା ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କ‌ଲେ କାର୍ଡ କଟିଯିବା ସହ ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଯୋଗାଣ ମନ୍ତ୍ରୀଙ୍କ ସୂଚନା ଅନୁସାରେ ବର୍ତ୍ତମାନ…

ସହଦେବ ନାୟକ ହତ୍ୟା ଘଟଣା: କ୍ରାଇମ ସିନ ରିକ୍ରିଏସନ କଲା ପୋଲିସ

ଭୁବନେଶ୍ବର: ରାଜଧାନୀର ରସୁଲଗଡ଼ ଓଭର ବ୍ରିଜ ନିକଟରେ ବୁଧବାର ସହଦେବ ନାୟକ ହତ୍ୟା ଘଟଣାରେ ବୁଧବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ଏନେଇ ଆଜି କୋର୍ଟରେ ହାଜର କରିବ ପୋଲିସ । ଏହା ପୂର୍ବରୁ ଅଭିଯୁକ୍ତଙ୍କୁ ଧଉଳି ନିକଟ ଦୟା ନଦୀ ବ୍ରିଜ୍ ନିକଟକୁ ଆଣି କ୍ରାଇମ୍ ସିନ୍…

ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଆସିବେ। ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ରାଷ୍ଟ୍ରପତି ଆଜି ଅପରାହ୍ନରେ ଭୁବନେଶ୍ବରରେ ପହଞ୍ଚିବେ । ସୂଚନା ଅନୁସାରେ ରାଷ୍ଟ୍ରପତି ଅପରାହ୍ନ ୩  ଟାରେ ଗୁଆହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ବାହାରି ଅପରାହ୍ଣ ୪ ଟା…

ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ଗଠନ ହେବ ଜିଲ୍ଲାସ୍ତରୀୟ ସ୍କ୍ୱାଡ୍

ଭୁବନେଶ୍ୱର: ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ଗଠନ ହେବ ଜିଲ୍ଲାସ୍ତରୀୟ ସ୍କ୍ୱାଡ୍। କାରଣ ବିଭିନ୍ନ ଜିଲ୍ଲାରେ ପୂର୍ବରୁ ସ୍କ୍ୱାଡ୍ ପହଞ୍ଚି ପାରୁନଥିଲେ। ଏହା ରାଜ୍ୟସ୍ତରୀୟ ସ୍କ୍ୱାଡ୍ ଗଠନ ହେଉଥିଲା। ଗତ ବର୍ଷ ପରୀକ୍ଷା ମୂଳକ ଭାବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ…

ଗଣମାଧ୍ୟମ ଆଗରେ ଦାଦାଗିରି ଦେଖାଇବା ପଡିଲା ମହଙ୍ଗା, ବନ୍ଧା ହେଲେ ଏସଡିଓ

ଟିଟିଲାଗଡ: ଗଣମାଧ୍ୟମ ପ୍ରତି ଏବେ ଅନେକ ସମୟରେ ଲୋକେ ଆକ୍ରୋଶମୂଳକ ମନୋଭାବ ପ୍ରଦର୍ଶନ କରନ୍ତି । ଖବର ପ୍ରସାରଣ କରି କିଛି ଲୋକଙ୍କ ସ୍ବାର୍ଥରେ ଆଞ୍ଚ ଆଣିଥାନ୍ତି ବୋଲି ତାଙ୍କ ଉପରେ ପ୍ରାୟତଃ ଅତିଷ୍ଟ ହୁଅନ୍ତି ଲୋକେ । ଆଉ ନିକଟରେ ଛତିଶଗଡ ସାମ୍ବାଦିକଙ୍କ ସହ ଯାହା ଘଟିଲା ତାହା ତ…

ପ୍ରବାସୀଙ୍କୁ ଭାରତୀୟଙ୍କୁ ମୋଦି କଲେ ଅପିଲ୍: କହିଲେ, ‘ଲୋକାଲକୁ ଗ୍ଲୋବାଲ କରାନ୍ତୁ’

ଭୁବନେଶ୍ବର: ଆଜି ୧୮ତମ ପ୍ରବାସୀ ଭାରତୀୟ ସମ୍ମେଳନୀର ଦ୍ବିତୀୟ ଦିନରେ ପ୍ରବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେମାନଙ୍କ ପାଇଁ କିପରି ମୋଦି ଗର୍ବ ଅନୁଭବ କରନ୍ତି ତାହା କହି ଧନ୍ୟବାନ ଜଣାଇଛନ୍ତି । ଏଥିସହିତ ସେମାନଙ୍କୁ କିଛି ଅପିଲ୍ ମଧ୍ୟ କରିଛନ୍ତି ମୋଦି । ଏନେଇ…

ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’

ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଉଦ୍ଘାଟନ କରିଛନ୍ତି ମୋଦି । ଏହାପରେ ଜନତା…

ମଦ ଭାଟି ଉପରେ ଚଢ଼ାଉ କରି ହଟହଟା ହେଲେ ଅବକାରୀ କର୍ମଚାରୀ, ଛେଚିଲେ ଗାଁ ଲୋକେ

କଳାହାଣ୍ଡି: ଜିଲ୍ଲାର ସଦର ଥାନା ଅନ୍ତର୍ଗତ କନର୍ଲା ଗାଁରେ ଅଭାବନୀୟ ଘଟଣା। ଏଠାରେ ବେଆଇନ୍ ମଦ ଭାଟି ଉପରେ ଚଢ଼ାଉ କରିବାକୁ ଯାଇ ହଟହଟା ହେଲେ ଅବକାରୀ ବିଭାଗର କର୍ମଚାରୀ। ଉପସ୍ଥିତ ଗାଁ ଲୋକେ ଅବକାରୀ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ। ଲୋକଙ୍କ ଆକ୍ରମଣରେ ଦୁଇ ଅବକାରୀ କର୍ମଚାରୀ…