Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଭଗବାନ ଚାହିଁଲେ ବି ବଦଳାଇ ପାରିବେନି ବେଙ୍ଗାଲୁରୁ ସ୍ଥିତି’- କହିଦେଲେ ଶିବ୍ କୁମାର

ବେଙ୍ଗାଲୁରୁ: ଦିନକୁ ଦିନ ଅତିଷ୍ଟ ହେବାରେ ଲାଗିଛି ବେଙ୍ଗାଲୁରୁ ଟ୍ରାଫିକ ସମସ୍ୟା । ଯାହାକୁ ନେଇ ଲୋକ ହନ୍ତସନ୍ତ ହେଉଥିବା ବେଳେ ଏହାକୁ ନେଇ ଏବେ କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ମନ୍ତବ୍ୟ ଚର୍ଚ୍ଚାର ବିଷୟ ପାଲଟିଛି । ନିଜର ଏକ ଅଭିଭାଷଣରେ କହୁ କହୁ ଶିବ କୁମାର…

ସ୍କୁଲ ବନ୍ଦ ପ୍ରସଙ୍ଗ ନେଇ ବର୍ଷିଲେ ଗଣେଶ୍ବର: କହିଲେ, ‘ହେ ସୌଦାଗର, ତୋ ବାକ୍ୟ ତୁ ରକ୍ଷା କର’

ଭୁବନେଶ୍ବର: ଆଜି ଗୃହରେ ସ୍ପୁଲ ବନ୍ଦ ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିଛନ୍ତି ବିଜେଡି ବିଧାୟକ ଗଣେଶ୍ବର ବେହେରା । ସରକାର ପ୍ରତିଶ୍ରୁତି ଦେଉଛନ୍ତି ହେଲେ ପରେ ଏହାକୁ କାର୍ଯ୍ୟକାରୀ କରିବାରେ କୁଣ୍ଠା ପ୍ରକାଶ କରୁଛନ୍ତି । ଏହାକୁ ନେଇ ଗଣେଶ୍ବର କହିଛନ୍ତି, ନିର୍ବାଚନ ପୂର୍ବରୁ ବିଜେପି…

ଏସଏଚଜି ମହିଳାଙ୍କ ପାଇଁ ଖୁସି ଖବର: କାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ଭୁବନେଶ୍ବର: କାଲିଠୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଶକ୍ତି ମେଳା ୨୦୨୫ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପ୍ରଥମ ଥର ପାଇଁ ସରକାର ଏଭଳି କିଛି ପଦକ୍ଷେପ ଗ୍ରହଣ କରିଥିବା ବେଳେ ଏହା ଆସନ୍ତାକାଲି ଠାରୁ ଭୁବନେଶ୍ବର ସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇ ଆସନ୍ତା…

ବିଧାନସଭାରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ, ମିଳିପାରେ ଜାତୀୟ ମାନ୍ୟତା!

ଭୁବନେଶ୍ଵର: ବିଧାନସଭା ବଜେଟ ଅଧିବେଶନର ପ୍ରଶ୍ନକାଳରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ। କଟକର ଐତିହାସିକ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ସ୍ତରରେ ମାନ୍ୟତା ଦେବାକୁ ୟୁନେସ୍କୋ ସହ ରାଜ୍ୟ ସରକାର ଯୋଗାଯୋଗରେ ଥିବା ନେଇ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବାଙ୍କୀ ବିଧାୟକ…

ହଷ୍ଟେଲ ନା ଭୂତ କୋଠୀ, ରାସ୍ତା ନାହିଁ କି ନାହିଁ ସିକ୍ୟୁରିଟି ରୁମ୍

ନୂଆପଡା: ଦୁଇ ବର୍ଷ ହେଲା ଅକାମି ହୋଇ ପଡିଛି ଛାତ୍ର ଛାତ୍ରୀ ନିବାସ l କୋଟି କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ଦୁଇ ଗୋଟି କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡିଛି । ଉଭୟ ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ଦୂର ଦୃଷ୍ଟିର ଅଭାବ ଯୋଗୁଁ କାର୍ଯ୍ୟକାରୀ ହୋଇ ପାରୁ ନାହିଁ ସରକାରୀ ହଷ୍ଟେଲ ।…

ଅଧାରେ ରହିଗଲା ସ୍ୱପ୍ନ: ମାଟ୍ରିକ୍ ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର

ସୋର: ଅଧା ରହିଗଲା ମାଟ୍ରିକ ପରୀକ୍ଷା। ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର। ବାହାନଗା ବ୍ଲକ ବରିପଦା ଗାଁରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୃତ୍ୟୁ। ହଠାତ୍ ପେଟ କାଟିବାରୁ ଅସୁସ୍ଥ ହୋଇ ତଳେ ପଡ଼ିଗଲେ ଛାତ୍ର। ସୋର ମେଡିକାଲରେ ଛାତ୍ରକୁ ମୃତ ଘୋଷଣା କଲେ ଡାକ୍ତର। ସୂଚନା ଅନୁସାରେ…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ନାଳକୁ ଓଲଟିଲା ବୋଲେରୋ

କେନ୍ଦ୍ରାପଡ଼ା: ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ। ନାଳକୁ ଓଲଟିଲା ବୋଲେରୋ। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ। ଏହି ଦୁର୍ଘଟଣାରେ ଜଣେ ଛାତ୍ରୀ ଗୁରୁତର ଏବଂ ଆଉ କିଛି ଛାତ୍ର…

ପିସିସି ସଭାପତି ଭାବେ ଦାୟିତ୍ବ ନେବେ ଭକ୍ତଚରଣ ଦାସ, ସରିଲା ୩ ଦିନିଆ ସଂକଳ୍ପ ଯାତ୍ରା

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ନୂଆ ମୁଖିଆ ଭାବେ ଆଜି ବିଧିବଦ୍ଧ ଭାବେ ଦାୟିତ୍ବ ନେବେ ଭକ୍ତଚରଣ ଦାସ। କଂଗ୍ରେସ କାର୍ୟ୍ୟାଳୟ ଆସି ଦାୟିତ୍ବ ଗ୍ରହଣ କରିବେ। ଖଡଗେ ଭକ୍ତ ଚରଣଙ୍କ ନାମରେ ମୋହର ମାରିଛନ୍ତି। ଗୁରୁବାର କଂଗ୍ରେସ ସଭାପତିଙ୍କ ୩ ଦିନିଆ ସଂକଳ୍ପ ପଦଯାତ୍ରା ଶେଷ ହୋଇଛି। ଭୁବନେଶ୍ବରରୁ…

ମହାପ୍ରଭୁୁ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ‘ଅମୃତ ଅନ୍ନ’

ପୁରୀ: ମହାପ୍ରଭୁଙ୍କ ପାଖରେ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ। ଗୁରୁବାର ମଧ୍ୟାହ୍ନ ଧୂପରେ ଭୋଗ ଲାଗିଲା ଅମୃତ ଅନ୍ନ। ସୁଆର ମହାସୁଆର ନିଯୋଗ ପାଞ୍ଚ ପ୍ରକାର ଜୈବିକ ଚାଉଳ ପାଇବା ପରେ ପ୍ରସ୍ତୁତ ହୋଇଥିଲା ଅମୃତ ଅନ୍ନ। ଝିଲି, ଗୋବିନ୍ଦ ଭୋଗ, କଳାଜିରା, ପଦ୍ମକେଶରୀ, ୧୦୧୪…

ନିଖୋଜ ନାବାଳିକାକୁ ଖୋଜୁଥିଲା ପୋଲିସ, ଧରାପଡିଲା ଦେହ ବ୍ୟବସାୟୀ ଗ୍ୟାଙ୍ଗ

ପୁରୀ: ତାଳବଣିଆ ପୋଲିସକୁ ବଡ଼ ସଫଳତା। ନିଖୋଜ ନାବାଳିକାକୁ ଖୋଜୁ ଖୋଜୁ ଧରାପଡିଲା ଦେହ ବ୍ୟବସାୟ ଗ୍ୟାଙ୍ଗ। କିଙ୍ଗପିନ ରଞ୍ଜୁଲତା ଦାସଙ୍କ ସମେତ ୧୨ ଜଣଙ୍କୁ ଗିରଫ କଲା ପୋଲିସ। ଜୋରଜବରଦସ୍ତ ସେକ୍ସ ରାକେଟ ଚଳାଉଥିଲା ରଞ୍ଜୁଲତା । ଧରମ ମାଆ ସାଜି ଦୁଇ ନାବାଳିକାଙ୍କ ସହ ତାଙ୍କ ମାଆଙ୍କୁ…