Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଳମ୍ବରେ ପହଞ୍ଚିଲେ ଅଧିକାରୀ, ବାହାର କରିଦେଲେ ଜିଲ୍ଲାପାଳ…

ରାୟଗଡା: ସୋମବାର ଦିନ ରାୟଗଡାରେ ଏକ ଶୁଣାଣି  ଅଧିବେଶନରେ ବିଳମ୍ବରେ ପହଞ୍ଚିଥିବା ଅଧିକାରୀମାନଙ୍କୁ ବାହାର କରିଦେଲେ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣି। ରିପୋର୍ଟ ଅନୁଯାୟୀ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସକାଳ ୧୦ଟାରେ ଶୁଣାଣି ଆରମ୍ଭ ହୋଇଥିଲା ଓ ଜିଲ୍ଲାପାଳ ନିର୍ଦ୍ଧାରିତ ସମୟସୀମା…

Debrigarh Wildlife Sanctuary: ଦେବ୍ରିଗଡ ଅଭୟାରଣ୍ୟକୁ ଆସିବେ ଆଉ ଦୁଇ ବାଘ: ମନ୍ତ୍ରୀ

ଭୁବନେଶ୍ୱର: ଶିମିଳିପାଳ ପରେ ଏବେ ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ବ୍ୟାପିଥିବା ଦେବ୍ରିଗଡ ଅଭୟାରଣ୍ୟରେ ବୃଦ୍ଧି ହେବ ବାଘ ସଂଖ୍ୟା । ଅଭୟାରଣ୍ୟକୁ ଆସିବେ ୨ଟି ନୂଆ ବାଘ । ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ । ସେ କହିଛନ୍ତି ଯେ, ନ୍ୟାସନାଲ ଟାଇଗର…

Eviction Drive: କାହିଁକି ଗୋପ ବଜାରରେ ବୁଲିଲା ବୋଲଡୋଜର?

ପୁରୀ: ଗୋପ ବଜାରରେ ଉଚ୍ଛେଦ। ଏକାଧିକ ଦୋକାନୀରେ ବୁଲିଲା ବୋଲଡୋଜର। ଉଚ୍ଛେଦ ବେଳେ ନିମାପଡା ଡିଏସପି, ଗୋପ, କୋଣାର୍କ, ଚାରିଛକ ଏବଂ ନିମାପଡା ଥାନା ଅଧିକାରୀ, ଗୋପ ତହସିଦାରଙ୍କ ସମେତ ୬ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ୪ଟି ଜେସିବି ଦ୍ୱାରା ଉଚ୍ଛେଦ କାର୍ଯ୍ୟ ଜାରି ରହିଛି।…

ଆଜି ଶ୍ରୀନଅରରେ ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ…

ପୁରୀ: ପୁରୀର ଐତିହାସିକ ରାଜପ୍ରାସାଦ ଶ୍ରୀନଅରରେ ସୋମବାର ଦିନ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ଏହା ପୌଷ ମାସର ଶୁଭ ପୁଷ୍ୟ ନକ୍ଷତ୍ରରେ ଅନୁଷ୍ଠିତ ହୋଇଥାଏ। ପ୍ରଭୁ ଜଗନ୍ନାଥଙ୍କ ଆଦ୍ୟ ସେବକ ଭାବରେ ଗଜପତି ମହାରାଜାଙ୍କ ଏହି ଦିବ୍ୟ ଅଭିଷେକ ରୀତି…

୯ରୁ କିମ୍ସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍…

ଭୁବନେଶ୍ୱର: ଆମେରିକାନ ଆସୋସିଏସନ ଅଫ ଇଣ୍ଡିଆନ ଅରିଜିନ (ଭାରତୀୟ ବଂଶୋଦ୍ଭବ ଚିକିତ୍ସକ ସଂଘ- ଏଏପିଆଇ) ପକ୍ଷରୁ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‍ସେସ୍ (କିମସ)ରେ ଗ୍ଲୋବାଲ୍ ହେଲଥ୍‍କେୟାର ସମିଟ୍ ୨୦୨୬ ଆୟୋଜିତ ହେଉଛି। ଜାନୁଆରୀ ୯ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା…

Transport Commissioner: ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର

ଭୁବନେଶ୍ୱର: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ। ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର। ଆଜି ସେ ମୋ ବସରେ ଚଢି ଯାତ୍ରୀମାନଙ୍କ ସହ ଯାତ୍ରା କରି ପ୍ରତ୍ୟକ୍ଷ ଭାବେ ଆଲୋଚନା କଲେ…

ଆହୁରି କଠୋର ହେଲା ଓମସା; ୨ ଘଣ୍ଟା ବନ୍ଦ ରହିବ ଓପିଡି, ସେପଟେ, ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟାମନ୍ତ୍ରୀ

ଭୁବନେଶ୍ବର: ଆଜି ଠାରୁ ଦୁଇ ଘଣ୍ଟା ଓପିଡି ବନ୍ଦ ନେଇ ଡାକ୍ତର ସଂଘର ନିଷ୍ପତ୍ତି । ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସରକାରୀ ଡାକ୍ତରଖାନାଗୁଡ଼ିକରେ ଥିବା ଓପିଡିରେ ରୋଗୀ ଦେଖିବେନି ଡାକ୍ତର । ଏନେଇ ସୂଚନା ଦେଇଛନ୍ତି ଓମସା ସଭାପତି ଡାକ୍ତର କିଶୋର ଚନ୍ଦ୍ର ମିଶ୍ର ଓ ସାଧାରଣ ସମ୍ପାଦକ ଡାକ୍ତର…

ଖୋର୍ଦ୍ଧାର ସ୍କୁଲରେ ଜଣ୍ଡିସ ଆତଙ୍କ, ୩୦ ପଜିଟିଭ୍

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ଗୁରୁଜଙ୍ଗରେ ଥିବା ଜବାହାର ନବୋଦୟ ବିଦ୍ୟାଳୟ (ଜେଏନଭି)ରେ ଜଣ୍ଡିସ୍ ବ୍ୟାପିଥିବା ଜଣାପଡ଼ିଛି। ବିଦ୍ୟାଳୟର ପ୍ରାୟ ୩୦ ଜଣ ଛାତ୍ରଛାତ୍ରୀଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି। ସୂଚନା ଅନୁଯାୟୀ, ପ୍ରାଥମିକ ଚିକିତ୍ସା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଏହି…

BJD leaders meeting: ପ୍ରମିଳା ମଲ୍ଲିକଙ୍କ ଘରେ ବିଜେଡି ନେତାଙ୍କ ମେଳି, ଚାଲିଛି କିଛି ବଡ଼ ଆଲୋଚନା….

ଭୁବନେଶ୍ବର: କିଛି ଦିନ ହେବ ରାଜ୍ୟରେ ବିଜୁ ଜନତା ଦଳ କୁ ନେଇ ଚାଲିଛି ଜୋରଦାର ଚର୍ଚ୍ଚା, ଆଲୋଚନା । ନୂଆବର୍ଷ ପୂର୍ବରୁ ବିଜେଡ଼ି ନେତାଙ୍କ ବିଭିନ୍ନ ସ୍ଥାନରେ ଭୋଜି-ଭାତର ଆସର କରି ମେଳି ବାନ୍ଧି ରାଜ୍ୟ ରାଜନୀତିକୁ ସରଗରମ କରିଥିଲେ । ଆଉ ଆଜି ପୁଣି ଏକ ମେଳି ହୋଇଛି ଯାହା ସାମ୍ନାକୁ…

Odisha Weather: ୧୨ ଜିଲ୍ଲାକୁ ଘନ କୁହୁଡି ସତର୍କତା, ଆସନ୍ତା ୩ ଦିନ ରାତି ତାପମାତ୍ରା ୨ରୁ ୪ ଡିଗ୍ରି ଖସିବା…

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତ ଲହରି ଜାରି ରହିଛି । ଏହା ସାଙ୍ଗକୁ ଘନ କୁହୁଡ଼ିରେ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ସକାଳ ୧୦ଟା ପର୍ଯ୍ୟନ୍ତ ଦୃଶ୍ୟମାନ କମ୍‌ ହେଉଥିବାରୁ ରାସ୍ତାରେ ଯାତାୟତ କରିବା ଅସୁବିଧା ହୋଇପଡିଛି । ତେବେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଏଭଳି ଘନ…