Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରବାସୀ ଦେଖିବେ ଏମିତି ଆଇନ ଶୃଙ୍ଖଳା !

ଭୁବନେଶ୍ବର: ଗୋଟେପଟେ ଭୁବନେଶ୍ବରରେ ଆରମ୍ଭ ହୋଇଛି ୩ଦିନିଆ ପ୍ରବାସୀ ଭାରତୀୟ ସମ୍ମିଳନୀ । ଅନ୍ୟପଟେ ରସୁଲଗଡ-ବାଣୀବିହାର ମୁଖ୍ୟ ରାସ୍ତା ଓଭରବ୍ରିଜ ଉପରେ ବୀଭତ୍ସ ହତ୍ୟାକାଣ୍ଡ । ଦିନ କେଇଟା ତଳେ ସମ୍ବଲପୁରରେ ଦୁଇ ବିଜେପି ନେତାଙ୍କୁ ହାଇଓ୍ବା ଧକ୍କାରେ ହତ୍ୟା ଷଡ଼ଯନ୍ତ୍ର ହେଉ କି…

‘ନୂଆ ସରକାରରେ ଭୁଶୁଡି ପଡିଛି ଆଇନ ଶୃଙ୍ଖଳା’, ଘେରିଲା ବିଜେଡି

ଭୁବନେଶ୍ବର: ଏବେ ଉଠୁଛି ପଡୁଛି ରାଜଧାନୀ ଭୁବନେଶ୍ବର । ପୂରା ବିଶ୍ବର ନଜର ଭୁବନେଶ୍ବର ଉପରେ ରହିଛି । ଦେଶବିଦେଶରୁ ପ୍ରବାସୀ ଭାରତୀୟଙ୍କ ଡେରାପଡିଛି ଭୁବନେଶ୍ବରରେ । ହେଲେ ଏଭଳି ସ୍ଥିତିରେ ଆଜି ସକାଳୁ ସକାଳୁ ରାଜଧାନୀ ରାଜରାସ୍ତାରେ, ତାହା ପୁଣି ଏକ ସେଣ୍ଟ୍ରାଲ ପଏଣ୍ଟ ଯାହା ସବୁ ବେଳେ…

୩ ଦିନ ଯାଏଁ ଏହି ସବୁ ଜିଲ୍ଲାରେ କୁହୁଡି, ଜାରି ହେଲା ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ…

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା ସହ ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍ କରୁଛି ଇଡି…

ଚାକିରି ପାଇଁ ଠକେଇ ମାମଲା, ସମସ୍ତ ମାମଲାରେ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର: ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ । ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି…

ପ୍ରବାସୀ ଭାରତୀୟ ଦିବସ ସମାରୋହ: ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ

ଭୁବନେଶ୍ଵର: ଆରମ୍ଭ ହୋଇଛି ତିନି ଦିନିଆ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମେ ଯୁବ ପ୍ରବାସୀ ଭାରତୀୟ ଦିବସ ଉଦଘାଟିତ ହୋଇଛି । କେନ୍ଦ୍ର କ୍ରୀଡ଼ା…

ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି…

ଦ୍ଵିତୀୟ ଦିନରେ ଠକ ଯୋଡ଼ି ହଂସିତା-ଅନୀଲଙ୍କ ଘରେ ଚାଲିଛି ଆଇଟି ରେଡ

ଭୁବନେଶ୍ଵର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା ସ୍ଥିତ ଘରେ ରେଡ୍‌ କରୁଛି ଆୟକର ବିଭାଗ ।…

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ରସୁଲଗଡ଼ ଛକରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣିଲେ ଦୁର୍ବୃତ୍ତ। ଅନ୍ୟପଟେ ଭୁବନେଶ୍ୱରରେ ଆଜିଠୁ ପ୍ରବାସୀ ଭାରତୀୟ ସମ୍ମିଳନୀ । ଏଥିପାଇଁ ଭୁବନେଶ୍ୱରର ଛକ ଛକରେ ଜଗିଛନ୍ତି ପୋଲିସ ଏବଂ ସୁରକ୍ଷାକର୍ମୀ। ହେଲେ ଏତେ କଡ଼ା…

୪ ଥାକିଆ ହେବ ଦ୍ଵାରଶୁଣି ଘାଟି ରାସ୍ତା, ଖର୍ଚ୍ଚ ହେବ ୧୯୬.୧୫ କୋଟି

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ଦ୍ଵାରଶୁଣି ଘାଟି ରାସ୍ତାର ହେବ ନବକଳେବର। ନିର୍ମାଣ ହେବ ୪ ଥାକିଆ ରାସ୍ତା। ବହୁଳ ଦୁର୍ଘଟଣା ହେଉଥିବା ଅଞ୍ଚଳରେ ଦୁର୍ଘଟଣାରୁ ମୁକ୍ତି ପାଇବେ ଅଞ୍ଚଳବାସୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବାଙ୍ଗିରିପୋଷି ଗସ୍ତ କାଳରେ ତିନୋଟି ରେଳ ପ୍ରକଳ୍ପର…