Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀକ୍ଷେତ୍ରରେ ହୋଲିର ମଜା ନେଲେ ଜାପାନୀ ପର୍ଯ୍ୟଟକ

ପୁରୀ: ଆନନ୍ଦ ଉଲ୍ଲାସ ସହ ଆଜି ଓଡିଶାରେ ପାଳନ ହେଉଛି ହୋଲି ପର୍ବ । ତେବେ ଶ୍ରୀକ୍ଷେତ୍ର ଧାମ ପୁରୀରେ କେବଳ ଓଡିଆ ନୁହେଁ ରାଜ୍ୟ, ଦେଶ ବାହାରୁ ପର୍ଯ୍ୟଟକ ଆସି ହୋଲି ପର୍ବ ବେଶ୍ ଧୁମଧାମ ସହ ପାଳନ କରୁଛନ୍ତି । ସୁଦୂର ଜାପାନରୁ ଆସି ପୁରୀରେ ହୋଲି  ଖେଳିଛନ୍ତି ୨୫ରୁ ଅଧିକ ଜାପାନୀ ନାଗରିକ ।…

ବଦ୍ରିଙ୍କ ପରେ ଅଶୋକ: ‘ଧର୍ମପଦ’ ଉପାଖ୍ୟାନ ଦେଇ ଦଳୀୟ ନେତାଙ୍କୁ ଟାର୍ଗେଟ 

ଭୁବନେଶ୍ଵର: ୨୪ ବର୍ଷ ଧରି ଚୁପ୍ ରହିଥିବା ନେତା ଏବେ ଦଳର ପରାହତ ପରେ ଧିରେ ଥିରେ ନିଜର ଅସନ୍ତୋଷ ପ୍ରକାଶ କରୁଛନ୍ତି। ରାଜା ଚକ୍ର ମାମଲାରେ ଘସିପୁରା ବିଜେଡି ବିଧାୟକ ବଦ୍ରିଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତିରେ ଏବେ ବି ଚର୍ଚ୍ଚା ଥମିନଥିବା ବେଳେ ଆଜି ହୋଲିରେ ପୁଣି ମୁହଁ ଖୋଲି ବିଜେଡି…

୭୩ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

କନ୍ଧମାଳ: ମାତିଛନ୍ତି ଗଞ୍ଜେଇ ମାଫିଆ। ୭୩ କେଜି ଗଞ୍ଜେଇ ଜବତ। କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ପକ୍ଷରୁ ପାଟ୍ରୋଲିଙ୍ଗ ସମୟରେ ୭୩ କେଜି ଗଞ୍ଜେଇ ଜବତ ହୋଇଛି। ସାରଙ୍ଗଡ଼ରୁ ଫୁଲବାଣୀ ଏସଏଚ ଏକ ନମ୍ବର ରାସ୍ତାରେ ପେଟ୍ରୋଲିଂ ବେଳେ ସଅବାଲି ନିକଟ ଜଙ୍ଗଲରେ କିଛି ଗଞ୍ଜେଇ ମାଫିଆ ପୋଲିସକୁ…

ହୋଲିରେ ଗଡିଲା ମୁଣ୍ଡ, ରାଜଧାନୀରେ ୨ ଜଣଙ୍କୁ ହତ୍ୟା

ଭୁବନେଶ୍ଵର: ହୋଲି ଖେଳ ବେଳେ ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ । ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି । ହତ୍ୟା କାଣ୍ଡର କାରଣ ଜଣାପଡିନଥିବା ବେଳେ ଉଭୟ ସ୍ଥାନରେ ପୋଲିସ ପହଞ୍ଚି ତଦନ୍ତ…

ରଙ୍ଗ ନୁହେଁ ୨୫ ବର୍ଷ ହେଲା ଫୁଲରେ ଚାଲିଛି ହୋଲି ସେଲିବ୍ରେସନ 

କଟକ: ରଙ୍ଗର ପର୍ବ ହୋଲିରେ ଉତ୍ସବମୁଖର ଦିଲ୍ଲୀ ଠୁ ପଲ୍ଲୀ। କେଉଁଠୁ ଫୁଲ ତ ଆଉ କେଉଁଠି କାଦୁଅ, ଆଉ କେଉଁଠି ରଙ୍ଗର ଅବିର, ବିଭିନ୍ନ କେମିକାଲ ରଙ୍ଗରେ ଚାଲିଛି ହୋଲି ଖେଳ। ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏ କୌଣସି ଉପାନ୍ତ ଅଞ୍ଚଳ କି ବିଦେଶ ନୁହେଁ, ଏ ହେଉଛି ଭାଇଚାରାର ସହର ସିଲଭର…

କଲବଲ କରୁଛି ତାତି, ଦିନ ସାଢେ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାତି

ଭୁବନେଶ୍ଵର: ଆକାଶରୁ ବର୍ଷୁଛି ନିଆଁ । ରାଜ୍ୟରେ ୪୨ ଛୁଇଁଲା ତାତି । ସାଢ଼େ ୨ଟା ସୁଦ୍ଧା ସମ୍ବଲପୁର ତାପମାତ୍ରା ୪୨ ଡିଗ୍ରୀ ଛୁଇଁଛି । ସେହିପରି ସାଢ଼େ ୨ ସୁଦ୍ଧା ଝାରସୁଗୁଡ଼ା ତାପମାତ୍ରା ୪୧.୮ ଡିଗ୍ରୀ, ରାଉରକେଲାରେ ୪୦.୪ ଡିଗ୍ରୀ, ହୀରାକୁଦରେ ୩୯.୬ ଡିଗ୍ରୀ, ଭୁବନେଶ୍ଵରରେ ୩୮.୪…

୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କର ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ। ଶନିବାରଠାରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ…

ଦୋଳ ପୂର୍ଣ୍ଣିମାକୁ କେନ୍ଦ୍ରକରି ଆଜି ହୋଲିରେ ବି ଗଣ୍ଡଗୋଳ

କଟକ: ଦୋଳ ପୂର୍ଣ୍ଣିମାକୁ କେନ୍ଦ୍ରକରି ଆଜି ହୋଲିରେ ବି ଗଣ୍ଡଗୋଳ । ବାରଙ୍ଗ ଥାନା ନରାଜରେ ପୁଣି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଗାଁରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ମୁତୟନ । ଗତକାଲି ଠାରୁ ଦୁଇ ସାହି ମଧ୍ୟରେ ଲାଗି ରହିଛି ବିବାଦ । ସୂଚନା ଅନୁସାରେ, ଗତକାଲି ଦୋଳ…

ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଭୁବନେଶ୍ୱରରେ ଡିଜିପି ୱାଇ ବି ଖୁରାନିଆଙ୍କ ଉପସ୍ଥିତିରେ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ସହ ହୋଲି ପାଳନ କରିଛନ୍ତି। ସହରର ୟୁନିଟ୍ ୫ ଅଞ୍ଚଳରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ହୋଲିରେ ଅଗ୍ନିବର୍ଷା: ସାଢ଼େ ୧୧ଟା ସୁଦ୍ଧା ୩୭ ଡେଇଁଲାଣି ତାପମାତ୍ରା  

ଭୁବନେଶ୍ୱର: ହୋଲିରେ କଲବଲ କରୁଛି ତାତି। ପ୍ରଚଣ୍ଡ ଅଗ୍ନିବର୍ଷା। ଆସନ୍ତାକାଲି ଯାଏ ତାତିରୁ ନିସ୍ତାର ନାହିଁ। ସେପଟେ ଜଳୁଛି ପଶ୍ଚିମ ଓଡ଼ିଶା, କାଲିଠୁ ତାତି ଆଜି ଆହୁରି ଅଧିକ। ଦିନ ସାଢ଼େ ୧୧ଟାରେ ସମ୍ବଲପୁର ୩୭.୭ ଡିଗ୍ରୀ ଛୁଇଁଛି। ଗତକାଲି ସାଢ଼େ ୧୧ଟାରେ ସମ୍ବଲପୁର ୩୬.୬ ଡିଗ୍ରୀ…