Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଦିବାସୀଙ୍କୁ ବଡ ଉପହାର; ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି

ଭୁବନେଶ୍ବର: ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି । ରାଜ୍ୟ ସରକାରଙ୍କ " ଓଡ଼ିଶା ଭର୍ଚୁଆଲ ଏକାଡେମୀ " ପକ୍ଷରୁ ସଂଚାଳିତ ଏବଂ ବିଶେଷଜ୍ଞଙ୍କ ଦ୍ଵାରା ହୋଇଥିବା ନୂଆ ପ୍ରୟାସ ସଫଳ ହୋଇଛି। ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ । ଏହାଦ୍ୱାରା…

ପ୍ରବାସୀ ଭାରତୀୟ ଦିବସ ପାଇଁ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର: ତିନି ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ପ୍ରତ୍ୟେକ ଦିନ ରାତି ୯ ଟା ପର୍ଯ୍ୟନ୍ତ ଖୋଲା ରହିବ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ରାଜ୍ୟ ସଂଗ୍ରହାଳୟ ସାଧାରଣତଃ ପ୍ରତିଦିନ ଅପରାହ୍ନ ୫.୩୦ ପର୍ଯ୍ୟନ୍ତ…

କୋଣାର୍କରେ ସୂର୍ଯ୍ୟ ମନ୍ଦିର ସହ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଏସ୍. ଜୟଶଙ୍କର

ପୁରୀ: ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନରେ ଯୋଗଦେବାକୁ ସୋମବାର ଭୁବନେଶ୍ବର ଆସି ପହଞ୍ଚିଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର । ଏହାପରେ କୋଣାର୍କର ରାମଚଣ୍ଡୀ ମୁହାଣ ନିକଟ ଇକୋ ରିଟ୍ରିଟ୍‌ରେ ଜୟଶଙ୍କର ରାତ୍ରୀଯାପନ କରିବା ପରେ ଆଜି ପ୍ରଥମେ କୋଣାର୍କ ସୂର୍ଯ୍ୟ…

ରାଜଧାନୀବସୀଙ୍କୁ ଘର ଆଗ ସଜାଇବାକୁ ଅପିଲ୍ କଲେ ମନ୍ତ୍ରୀ

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ଆୟୋଜିତ ହେବାକୁ ଯାଉଛି ୧୭ତମ ପ୍ରବାସୀ ଭାରତୀୟ ଦିବସ । ଏଥିପାଇଁ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ବର । ଓଡିଶାର କଳା, ସଂସ୍କୃତି, ଐତିହ୍ୟ ଏବଂ ଆଲୋକମାଳା ସହ ଝଲସୁଛି ରାଜଧାନୀ । ଏଥିସହିତ ରାଜ୍ୟ ସରକାରଙ୍କ  ପକ୍ଷରୁ ଅତିଥି ଦେବୋ ଭବ ଆଭିମୁଖ୍ୟରେ…

ଏଚଏମପିଭି ଭୟ: ‘ଡରିବାର କିଛି ନାହିଁ , ରାଜ୍ୟରେ ସେଭଳି ସ୍ଥିତି ନାହିଁ’, କହିଲେ ମନ୍ତ୍ରୀ

ଭୁବନେଶ୍ବର: ସାରା ଦେଶକୁ ଏବେ ଘେରିଛି ନୂଆ ଭୂତାଣୁ ଏଚଏମପିଭିର ଭୟ । ପୁଣି କରୋନା ଭଳି କାହା ମେଲାଇବ ନାହିଁ ତ ଏଚଏମପିଭି ? ଆଉ ଦେଶରେ ବଢୁଥିବା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଆଶଙ୍କା ଅଧିକ ସୃଷ୍ଟି କରିଥିବା ବେଳେ ରାଜ୍ୟରେ ଏହାକୁ ନେଇ ଲୋକସେବା ଭବନରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ…

ଭୁବନେଶ୍ବରରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ- ୨୦୨୫

ଭୁବନେଶ୍ଵର: ସୁନ୍ଦର ତୃପ୍ତିର ଅବସାଦ ନାହିଁ, ଯେତେ ଦେଖୁଥିଲେ ନୂଆ ଦିଶୁଥାଇ । ରଙ୍ଗ ବେରଙ୍ଗର ସୁଗନ୍ଧଭରା ଦେଶୀ ଓ ବିଦେଶୀ ଫୁଲର ସମ୍ଭାର ଦେଖିଲେ ଘଡିଏ ଅଟକି ଯାଆନ୍ତି ଲୋକେ । ଭଳି କିଭଳି ଫୁଲରେ ଝଲସୁଛି ଏକାମ୍ର କାନନ। ଲାଲ୍, କମଳା, ନୀଳ, ହଳଦିଆ ଆଦି ରଙ୍ଗ ବେରଙ୍ଗ ଗୋଲାପ ସାଙ୍ଗକୁ…

ଠକ ବଣ୍ଟି-ବବଲିଙ୍କ ଘରେ ଆୟକର ବିଭାଗର ଚଢାଉ

ଭୁବନେଶ୍ଵର: ବଣ୍ଟି-ବବଲିଙ୍କ ଘରେ ଆୟକର ବିଭାଗ। ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ଟିମର ଚଢାଉ । ଭୁବନେଶ୍ବର ଦିଲ୍ଲୀ, ଝାଡ଼ଖଣ୍ଡ ସମେତ ୧୨ଟି ସ୍ଥାନରେ ଏକକାଳୀନ ରେଡ୍ । ଘର ଓ ଅଫିସରେ ଚଢ଼ାଉ କରୁଛି । ଆକାଉଣ୍ଟ ଟ୍ରାଞ୍ଜାକ୍ସନ୍‌ର ଖୋଳତାଡ଼ କରୁଛି ବିଭାଗ । ବିନା ଲୋନ୍‌ରେ ଦାମୀ କାର୍‌…

ସତ ବଖାଣିବ ଅଭିଯୁକ୍ତ, ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

ସମ୍ବଲପୁର: ସତ ବଖାଣିବ ଅଭିଯୁକ୍ତ । ନିଜେ ମାରିଛି ନା ହତ୍ୟା ପଛରେ ଆଉ କାହା ହାତ ଅଛି ତା’ ଉପରୁ ଉଠିବ ପରଦା । ସମ୍ବଲପୁର ଦୁଇ ବିଜେପି ନେତାଙ୍କୁ ଗାଡ଼ି ଚଢ଼ାଇ ମାରିଥିବା ଅଭିଯୁକ୍ତ ପ୍ରସନ୍ନ ଜେନାମଣିକୁ ୩ ଦିନିଆ ରିମାଣ୍ଡରେ ନେଇଛି ପୋଲିସ । ତେବେ ଅଭିଯୁକ୍ତକୁ ୭ ଦିନିଆ ରିମାଣ୍ଡରେ…

ରକ୍ତରଞ୍ଜିତ ହେଲା ଶୁଳିଆ ପୀଠ, ପଡିଲା ହଜାର ହଜାର ପଶୁ ବଳି

ବଲାଙ୍ଗୀର: ଆରମ୍ଭ ହୋଇଛି ଆଦିବାସୀଙ୍କ ପାରମ୍ପରିକ ଶୁଳିଆ ଯାତ୍ରା । ରକ୍ତରଞ୍ଜିତ ହୋଇଛି ଶୁଳିଆ ପୀଠ। ପରମ୍ପରା ଓ ବିଶ୍ୱାସ ଆଗରେ ହାର ମାନିଛି ଆଧୁନିକ ବିଜ୍ଞାନ। ଶୁଳିଆଦେବତାଙ୍କ ପାଖରେ ପୋଢ଼, ବୋଦା, କୁକୁଡ଼ା ବଳି ଚଢାଇ ଦର୍ଶନ କରିଛନ୍ତି ହଜାର ହଜାର ଭକ୍ତଙ୍କ ସହ ମାନସିକଧାରୀ । ସେପଟେ…

ବଢିଲା ଓପିଏସସିର ପରୀକ୍ଷାଜୋନ ସଂଖ୍ୟା, ଜୟପୁରରେ ହେବ ନୂତନ ଜୋନ୍

ଭୁବନେଶ୍ଵର: ଜୟପୁରରେ ହେବ ଓପିଏସସିର ନୂଆ ପରୀକ୍ଷା ଜୋନ୍‌ । ଲିଖିତ ପରୀକ୍ଷା ପାଇଁ ଜୟପୁରରେ ହେବ ନୂଆ ଜୋନ୍‌। ନୂଆ ପରୀକ୍ଷା ଜୋନ୍ ନେଇ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ। ବର୍ତ୍ତମାନ ଓପିଏସସିର ୫ଟି ପରୀକ୍ଷା ଜୋନ୍ ଅଛି । ବାଲେଶ୍ବର, ବ୍ରହ୍ମପୁର, ଭୁବନେଶ୍ବର, କଟକ ଏବଂ ସମ୍ବଲପୁର ।…