Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାବିନାୟକ: ବଣ ପାହାଡ ଘେରା ପରିବେଶରେ ପୂଜା ପାଉଛନ୍ତି ପଞ୍ଚଦେବତା

ଯାଜପୁର: ମହାବିନାୟକ ମନ୍ଦିର ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ପୁରାତନ ମନ୍ଦିର । ଏଠାରେ ବଣ ପାହାଡ ଘେରା ପରିବେଶରେ ପୂଜା ପାଉଛନ୍ତି ପଞ୍ଚ ଦେବତା । ଗଣେଷ, ଭାସ୍କର,ବିଷ୍ଣୁ, ଶିବ ଏବଂ ଦୁର୍ଗାଙ୍କ ଅନନ୍ୟ ମିଳନ ଘଟିଛି ଏଠାରେ । ପ୍ରାକୃତିକ ପରିବେଶ ମଧ୍ୟରେ ମହାବିନାୟକଙ୍କ ମନ୍ଦିର ଅବସ୍ଥିତ ।…

ଆସନ୍ତାକାଲିଠୁ ପ୍ରବାସୀ ଭାରତୀୟ ଦିବସ, ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ଠାରୁ ଭୁବନେଶ୍ଵରସ୍ଥିତ ଜନତା ମଇଦାନରେ ଆରମ୍ଭ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ । ଏଥିରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପାଇଁ ଟ୍ରାଫିକ…

କଟକ ବଜାରରେ ଯୁବତୀଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ

କଟକ: ଆଜି ସନ୍ଧ୍ୟା ବେଳେ ଜନଗହଳି ପୂର୍ଣ୍ଣ କଟକ ଟାଉନ୍‌ର ମାଣିକ ବଜାରରେ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ । ସନ୍ଧ୍ୟା ପ୍ରାୟ ସାଢ଼େ ୮ଟା ବେଳେ ଚୌଧୁରୀ ବଜାର ଅଞ୍ଚଳର ଯୁବତୀ ପୁରୀ ଘାଟ ଥାନାଠାରୁ ୧୦୦ ମିଟର ଦୂରରେ ମାଣିକ ବଜାରରେ ଛିଡ଼ା ହୋଇଥିଲେ। ଠିକ୍‌ ସେତିକି ବେଳେ ଜଣେ ଯୁବକ ଆସି ତାଙ୍କୁ…

୨ ବିଜେପି ନେତାଙ୍କୁ ହତ୍ୟା ଘଟଣା; ଅଭିଯୁକ୍ତକୁ ରିମାଣ୍ଡରେ ନେବ ପୋଲିସ

ସମ୍ବଲପୁର: ଦୁଇ ବିଜେପି ନେତାଙ୍କୁ ଗାଡ଼ି ଚଢ଼ାଇଥିବା ଅଭିଯୁକ୍ତକୁ ରିମାଣ୍ଡରେ ନେବ ପୋଲିସ । ଅଭିଯୁକ୍ତ ପ୍ରସନ୍ନ ଜେନାମଣିକୁ ୭ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କଲା ବୁର୍ଲା ପୋଲିସ । ଅଭିଯୁକ୍ତର ବୟାନରେ ତାଳମେଳ ନଥିବାରୁ ରିମାଣ୍ଡରେ ନେଇ ପଚରାଉଚରା କରିବାକୁ ଯୋଜନା କରିଛି ପୋଲିସ ।…

ଭୁବନେଶ୍ବର ବିମାନବନ୍ଦରରୁ ୧୦ କୋଟିର ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରରୁ ବହୁ ମୂଲ୍ୟର ଗଞ୍ଜେଇ ଜବତ ହୋଇଛି । ଦୁଇ ଜଣ ଭାରତୀୟ ମହିଳାଙ୍କ ନିକଟରୁ ୧୯ଟି ଗଞ୍ଜେଇ ପ୍ୟାକେଟ୍ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୧୦ କୋଟି ଟଙ୍କା ହେବ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି । ଖବର…

‘ଏଚଏମପିଭି ନେଇ ଭୟ କରନ୍ତୁନି, ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି’

ଭୁବନେଶ୍ୱର: ଭାରତର ତିନୋଟି ସହରରେ ଚୀନ୍ ର ଏଚଏମପିଭି ଭାଇରସ୍ ର ଚାରୋଟି ମାମଲା ଚିହ୍ନଟ ହେବାପରେ, ଏହା ଉପରେ ଆଜି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ସେ କହିଛନ୍ତି ଯେ, ଏଚଏମପିଭି ଭାଇରସ୍ ଏପର୍ଯ୍ୟନ୍ତ ଓଡ଼ିଶାରେ ଚିହ୍ନଟ ହୋଇନି । ଭୟ…

ପ୍ରବାସୀ ଭାରତୀୟ ଦିବସ ପାଇଁ ଟ୍ରାଫିକ ପରାମର୍ଶ, ଜାଣନ୍ତୁ…

ଭୁବନେଶ୍ୱର: ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି ୧୮ ତମ ପ୍ରବାସୀ ଭାରତୀୟ ଦିବସ। ଏହାକୁ ନଜରରେ ରଖି ସୋମବାର ଦିନ ତିନି ଦିନ ପାଇଁ କମିଶନରେଟ୍ ପୋଲିସ ଗମନାଗମନ ନେଇ ପରାମର୍ଶ ଜାରି କରିଛି। ପୋଲିସ କମିଶନର ସୁରେଶ ଦେବ ଦତ୍ତ ସିଂ କହିଛନ୍ତି ଯେ…

ରାୟଗଡ ରେଳ ମଣ୍ଡଳର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ରାୟଗଡା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ କେତେକର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ଜମ୍ମୁରେ ଥାଇ ଭିଡିଓ କନଫରେନସିଂ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି । ଏହି…

ଚିଲିକାରେ ପ୍ରତିଷ୍ଠା ହେବ ପକ୍ଷୀ ସଂଗ୍ରହାଳୟ

ଭୁବନେଶ୍ୱର: ଓଡିଶା ସରକାର ରାଜ୍ୟରେ ପକ୍ଷୀ ସଂଗ୍ରହାଳୟ ପ୍ରତିଷ୍ଠା କରିବାକୁ ଯୋଜନା କରୁଛନ୍ତି। ଏହାର ଜୈବ ବିବିଧତା ଏବଂ ବିଦେଶାଗତ ପକ୍ଷୀଙ୍କ ଆଗମନ ପାଇଁ ଜଣାଶୁଣା ଚିଲିକା ହ୍ରଦ ନିକଟରେ ଏହି ପ୍ରସ୍ତାବିତ ସଂଗ୍ରହାଳୟ ପ୍ରତିଷ୍ଠା ହେବାର ଯୋଜନା ରହିଛି। ଏହି ହ୍ରଦକୁ ଶୀତ ଋତୁରେ ଦୂର…

ଗତବର୍ଷ ନଷ୍ଟ କରାଯାଇଛି ୧ କୋଟି ୭୭ ଲକ୍ଷ ଗଞ୍ଜେଇ ଗଛ

ଭୁବନେଶ୍ବର: ରାଜ୍ୟରେ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୋଲିସର ସ୍ୱତନ୍ତ୍ର ଅଭିଯାନ ଜାରି ରହିଛି । ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବା ବେଳେ ଏହାକୁ କାର୍ଯ୍ୟକାରୀ କରାଯାଉଛି । ଏହି ପରିପ୍ରେକ୍ଷୀରେ ୨୦୨୪-୨୫ ମସିହାରେ ଡ଼ିସେମ୍ବର…