Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ୮ରେ ଭୁବନେଶ୍ବରରେ ପହଞ୍ଚିବେ

ଭୁବନେଶ୍ବର: ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୮ ତାରିଖରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ମୋଦି । ଏହାପରେ ତା ପରଦିନ ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ତେବେ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୮ତାରିଖ ରାତି…

ଖସୁଛି ରାତି ତାପମାତ୍ରା; ୧୦ ଡିଗ୍ରୀ ତଳେ ୯ ସହର

ଭୁବନେଶ୍ୱର: ରାଜ୍ୟରେ ଏବେ ଜାରି ରହିଛି ଶୀତର ପ୍ରକୋପ। ଘନ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଖସୁଛି ରାତି ତାପମାତ୍ରା । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ୧୦ ଡିଗ୍ରୀ ତଳେ ରହିଛି ୯ ସହରର ତାପମାତ୍ରା । ୭.୫ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର…

ବାଣ ବିସ୍ଫୋରଣ ;ଘଟଣା ସ୍ଥଳରେ ସାଣ୍ଟିଫିକ୍ ଟିମ୍ ଓ ବମ୍ ସ୍କ୍ବାର୍ଡର ତଦନ୍ତ ଆରମ୍ଭ

ଜଗତସିଂହପୁର: ଜଗତସିଂହପୁର ବଡ଼ବାଗ ଗାଁରେ ଭୟଙ୍କର ବାଣ ବିସ୍ଫୋରଣ। ଦୁର୍ଘଟଣାରେ ଗୋଟିଏ ପରିବାରର ୨ ଜଣକର ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି। ୨ ମୃତକ ହେଲେ ବଡ଼ବାଗ ଗାଁର ରାଜେଶ ଦାସ ଓ ତାଙ୍କ ସ୍ତ୍ରୀ ରାନୀ ଦାସ। ସେହିଭଳି ଆହତମାନେ ହେଲେ ମୃତ ରାଜେଶଙ୍କ ଭାଇ ପରେଶ ଦାସ…

ଜାଡରେ ଥରୁଛି ସାରା ଭାରତ, ଆହୁରି ଗୋଟେ ଦିନ ରାଜ୍ୟରେ ପ୍ରବଳ ଶୀତ

ଭୁବନେଶ୍ଵର: ଶୀତରେ ଥରୁଛି ସାରା ଦେଶ। ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ହାଡ଼ ଭଙ୍ଗା ଜାଡ଼ ଜାରି ରହିଛି। ଶୀତ ସାଙ୍ଗକୁ କୋହଲା ପବନ ବି ବହୁଛି। ସେପଟେ ରାଜ୍ୟରେ ଆହୁରି ଗୋଟେ ଦିନ ଅସ୍ତବ୍ୟସ୍ତ କରିବ ଶୀତ । ପାଣିପାଗ ବିଭାଗ ସୂଚନା ଅନୁସାରେ, ଆଜି ସର୍ବନିମ୍ନ ତାପମାତ୍ରାରେ କୌଣସି…

ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବର୍ତ୍ତମାନ ଏକ ମାସ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି । ଏହି ଅବସରରେ ଆଜି ଲୋୟର ପିଏମଜିରେ ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଏକ ସଚେତନତା ପଦଯାତ୍ରା ଲୋୟର ପିଏମଜିରୁ…

ସୋଆରେ ବରିଷ୍ଠ କୀଟ ତତ୍ତ୍ୱବିତମାନଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର:  ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଗ୍ରିକଲ୍‌ଚରାଲ୍‌ ସାଇନସେସ୍‌ (ଆଇଏଏସ୍‌)ର କୀଟତତ୍ତ୍ୱ ବିଭାଗ ପକ୍ଷରୁ ନିକଟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ପାଞ୍ଚ ଜଣ ବରିଷ୍ଠ ତଥା ଜାତୀୟ ସ୍ତରର ଖ୍ୟାତି ସମ୍ପନ୍ନ କୀଟତତ୍ୱବିତ୍‌…

ବ୍ରହ୍ମପୁର ହତ୍ୟା ଘଟଣା: ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ବ୍ରହ୍ମପୁର: ସାନ ଭାଇଙ୍କୁ ହତ୍ୟା କରିଥିବା ଆସାମୀକୁ ଗଞ୍ଜାମ ଜିଲ୍ଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ହତ୍ୟା ମାମଲାର ଶୁଣାଣି କରି ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଆଧାରରେ କୋର୍ଟ ହତ୍ୟାକାରୀ ପୂର୍ଣ୍ଣଚନ୍ଦ୍ର ବେହେରାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବାଣ ବିସ୍ଫୋରଣରେ ଉଡ଼ିଲା ଛାତ, ଜଣେ ମୃତ

ଜଗତସିଂହପୁର: ବାଣ ଭିଡୁଥିବା ବେଳେ ଘଟିଛି ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣ ଏତେ ଭୟଙ୍କର ଥିଲା କି ଘରର ଛାତ ମଧ୍ୟ ଉଡ଼ିଯାଇଛି।  ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଛି। ୪ ଜଣ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇ ରହିଛନ୍ତି। ଶୁକ୍ରବାର ରାତିରେ ଏହିପରି ଅଘଟଣ ଘଟିଛି ଜଗତସିଂହପୁର ସଦର ଥାନା…

ଜାତୀୟ ଖୋ ଖୋ ଟିମକୁ ସ୍ପନସର୍ କରିବେ ରାଜ୍ୟ ସରକାର, ଖର୍ଚ୍ଚ ହେବ ୧୫ କୋଟି

ଭୁବନେଶ୍ୱର: ‘ଖୋ ଖୋ’ ଖେଳକୁ ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର। ପରିଚିତ ହେବ ‘ଖୋ ଖୋ’ ଖେଳ। ବିଶ୍ବ ସ୍ତରରେ ରାଜ୍ୟକୁ ପରିଚିତ କରିବେ ଖେଳାଳି। ଦେଶର ‘ଖୋ ଖୋ’ ଖେଳ ପାଇଁ  ସୁବର୍ଣ୍ଣ ସମୟ ଆସିଛି। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ…

ଏବେ ବିଦେଶାଗତ ପକ୍ଷୀଙ୍କ ଉପରେ ନଜର ରଖିବ ସାଟେଲାଇଟ

ଭୁବନେଶ୍ବର: ବର୍ତ୍ତମାନ ଶୀତ ଋତୁ ଚାଲିଥିବାବେଳେ, ଏହି ସମୟରେ ଚିଲିକା, ଅଂଶୁପା, ହୀରାକୁଦ ଏବଂ ଭିତରକନିକାକୁ ବହୁ ବିଦେଶ ପକ୍ଷୀଙ୍କ ଆଗମନ ହୋଇସାରିଛି । ବିଭିନ୍ନ ରଙ୍ଗ ବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କିଚିରି ମିଚିରି ଶବ୍ଦରେ ଫାଟିପଡୁଛି ଏହି ସବୁ ହ୍ରଦ ଓ ଏହାର ପାଖଆଖ ପରିବେଶ । ତେବେ…