Latest Odisha News

BREAKING NEWS

Browsing Category

ଓଡିଶା

Odisha

୬ ଲକ୍ଷ ମୂଲ୍ୟର ବ୍ରାଉନ୍‌ ସୁଗର ଓ ୪୦ କେଜି ଗଞ୍ଜେଇ ଜବତ

ରାଉରକେଲା: ରାଉରକେଲା ପ୍ଲାଣ୍ଟ ସାଇଡ ଥାନା ଅଧୀନ ମୀନାପଡା ବସ୍ତି ଅଞ୍ଚଳରୁ ୧୧୪ ପ୍ୟାକେଟ ବ୍ରାଉନ୍‌ ସୁଗର ଓ ୪୦ କେଜି ଗଞ୍ଜେଇ ଡବତ ହୋଇଛି । ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ହେବ । ଏହା ସହ ଘଟଣାସ୍ଥଳରୁ ନଗଦ ୮୦ ହଜାର ଟଙ୍କା ଜବତ କରିଛି ପୋଲିସ । ଖବର ମୁତାବକ, ସହରର ପ୍ଲାଣ୍ଟ ସାଇଡ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ‘ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ’

ଭୁବନେଶ୍ବର: ଅଦିନିଆ ବର୍ଷା ବି ପ୍ରାକୃତିକ ବିପର୍ଯ୍ୟୟ । ଆଜି କୃଷି ଓଡିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଏମିତି କିଛି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା କରିଛନ୍ତି । ଏଥିପାଇଁ ସରକାରୀ ପାଣ୍ଠିରୁ ସହାୟତା ରାଶି…

୬ରୁ ରାଜରାସ୍ତାକୁ ଓହ୍ଲାଇବ ବିଜେଡି, ସରକାରଙ୍କୁ ଘେରିବ..

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ସରକାରଙ୍କ ବିରୋଧରେ ଗର୍ଜିବ । ଅନିୟନ୍ତ୍ରିତ ଦରଦାମ ବୃଦ୍ଧିକୁ ନେଇ ରାଜରାସ୍ତାରେ ସରକାରଙ୍କୁ ଜବାବ ମାଗିବ ବିଜେଡି । ଏଥିପାଇଁ ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି ବିରୋଧରେ ଆନ୍ଦୋଳନ କରି ରାଜରାସ୍ତାକୁ ଓହ୍ଲାଇବ…

ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି

ଭୁବନେଶ୍ଵର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି । ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ମିଜୋରାମର ପୂର୍ବତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି । ରାଜଭବନରେ ଅନୁଷ୍ଠିତ ଭବ୍ୟ ସମାରୋହରେ ନୂତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତିଙ୍କୁ…

ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ, ଚାରି ଦ୍ୱାର ଦେଇ ପ୍ରବେଶ କରିବେ ଶ୍ରଦ୍ଧାଳୁ

ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇ ଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି। ଡିସେମ୍ବର ୨୫ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର…

ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍

ଭୁବନେଶ୍ଵର: ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍ । ପ୍ରବାସୀ ଭାରତୀୟ ଦିବସ ବ୍ୟାଘାତ ପାଇଁ ଧମକପୂର୍ଣ୍ଣ ମେଲ୍ ପଠାଇଛି ପନ୍ନୁ । ତେବେ ଏହି ଧମକପୂର୍ଣ୍ଣ ମେସେଜ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ମେଲ୍‌କୁ ଆସିଛି । ଭିଡିଓ ମାଧ୍ୟମରେ ଧମକ ପୂର୍ଣ୍ଣ ମେଲ୍ ଦେଇଛି…

ନୂଆବର୍ଷରେ ଆସନ୍ତୁ ଦେବ୍ରିଗଡ ଅଭୟାରଣ୍ୟ, ନିଅନ୍ତୁ ଜଙ୍ଗଲ ସଫାରୀର ମଜା

ଭୁବନେଶ୍ବର: ନୂଆବର୍ଷରେ ପ୍ରକୃତିର ମଜା ନେବାକୁ ଚାହୁଁଛନ୍ତି ତେବେ ଆସିଯାଆନ୍ତୁ ଦେବ୍ରିଗଡ ଅଭୟାରଣ୍ୟ । ପ୍ରକୃତି ପ୍ରେମୀମାନଙ୍କ ପାଇଁ ଏହା ଏକ ମନୋରମ ପର୍ଯ୍ୟଟନ ସ୍ଥଳୀ ଅଟେ । ସମ୍ବଲପୁର ଜିଲ୍ଲା ମୁଖ୍ୟାଳୟରୁ ପ୍ରାୟ ପଚାଶ କିଲୋମିଟରେ ଦୂରତାରେ ଥିବା ଏହି ଅଭୟାରଣ୍ୟଟି ବରଗଡ଼ ଜିଲ୍ଲା…

ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା, ଆସନ୍ତା ୫ ଦିନ ଯାଏଁ ଜାରି ରହିବ ଶୀତ ପ୍ରକୋପ

ଭୁବନେଶ୍ଵର: ପ୍ରବଳ ଜାଡରେ ଥରୁଛି ଓଡିଶା । ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ସହିତ ଶୀତ ପ୍ରକୋପ ବଢ଼ିଛି। ବର୍ଷା ପ୍ରଭାବ କମିବା ପରେ ବଢ଼ିଛି ଶୀତର ପ୍ରକୋପ । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ରାତି ତାପମାତ୍ରା କମିବା ଯୋଗୁ କନ୍ଧମାଳ…

ଆଦିବାସୀ ମେଳା ୨୦୨୫: ଲେଜର୍ ଶୋ’ରେ ଝଲସିବ ଆଦିବାସୀ ପରମ୍ପରା ଓ ସ୍ବାଧୀନତା ସଂଗ୍ରାମର ଗାଥା

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୫ ତାରିଖରୁ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ଅନୁଷ୍ଠିତ ହେବ । ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହା ଆୟୋଜିତ ହେଉଛି । ଜାନୁଆରୀ ୫ ତାରିଖରୁ…

ଆସନ୍ତାକାଲିଠୁ ଆରମ୍ଭ ହେବ କୃଷି ଓଡ଼ିଶା-୨୦୨୫

ଭୁବନେଶ୍ୱର: ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଚାଲିବ 'କୃଷି ଓଡ଼ିଶା ୨୦୨୫' । ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ବିଜୁପଟ୍ଟନାୟକ ଖେଳ ପଡ଼ିଆରେ ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆୟୋଜନ ହେବ । ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଜାନୁଆରୀ ୩ରୁ ୫ ତାରିଖ…