Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ମିସ୍‌ ଟିନ୍‌ ଇଣ୍ଡିଆ’ ହେଲେ ମାଲକାନଗିରିର ଝିଅ, ଛୁଟୁଛି ଶୁଭେଚ୍ଛାର ସୁଅ

ମାଲକାନଗିରି : ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାର ଝିଅ ସୋନାକ୍ଷୀ ମହାପାତ୍ରଙ୍କୁ ମିଳିଛି ବଡ଼ ସଫଳତା। ରାଜ୍ୟକୁ ଗୌରବାନିତ୍ଵ କରିଥିବାରୁ ଛୁଟୁଛି ଶୁଭେଚ୍ଛା ସୁଅ।  ସେ 'ମିସ୍‌ ଟିନ୍‌ ଇଣ୍ଡିଆ' ଉପାଧି ହାସଲ କରିଛନ୍ତି।  ମାଲକାନଗିରି ଜିଲ୍ଲା ସଦର ମହାକୁମା ପାତ୍ରଗୁଡା ସାହିର…

ଅମିତ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ବାତିଲ

ନୂଆଦିଲ୍ଲୀ: ବାତିଲ ହୋଇଛି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ  କାରଣରୁ ରାଷ୍ଟ୍ରୀୟ  ଶୋକକୁ ଦୃଷ୍ଟିରେ ରଖି ତାଙ୍କର ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ଜଣାପଡ଼ିଛି। ଏନେଇ…

ଗଠନ ହେଲା ଓଡ଼ିଶା ଲ’ କମିଶନ; ଜଷ୍ଟିସ ବିଶ୍ବନାଥ ରଥ ଅଧ୍ୟକ୍ଷ

ଭୁବନେଶ୍ୱର: ଆଜି ଓଡ଼ିଶା ଲ’ କମିଶନ ଗଠିତ ହୋଇଛି । ଜଷ୍ଟିସ ବିଶ୍ବନାଥ ରଥ ହେଲେ ନୂଆ ଆଇନ କମିଶନ ଅଧ୍ୟକ୍ଷ । ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି । ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଓଡିଶା ଲ’ କମିଶନରେ…

ବନ୍ଧୁକ ଦେଖାଇ ଲୁଟି ନେଲେ ଲକ୍ଷାଧିକ ଟଙ୍କା

ତାଳଚେର : ଜୋର କରି ପଶିଲେ ଆଉ ବନ୍ଧୁକ ଦେଖାଇ ଲୁଟିନେଲେ। ଆଖି ସାମ୍ନାରେ ଲୁଟିନେଲେ ଲକ୍ଷ ଲକ୍ଷ ଟଙ୍କା। ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ତାଳଚେର ଗୁରୁଜାଙ୍ଗ ଠାରେ ଥିବା ବିଦେଶୀ ମଦ ଦୋକାନରେ। ତିନି ଦୁର୍ବୃତ୍ତ ବନ୍ଧୁକ ଏବଂ ଖଣ୍ଡା ଧରି ଲୁଟି ନେଇଛନ୍ତି ଦେଢ଼ ଲକ୍ଷ ଟଙ୍କା ସହ ମଦ।…

ଥାନା ଅଧିକାରୀଙ୍କୁ ଆକ୍ରମଣ ଘଟଣାରେ ୪ ମହିଳା ଗିରଫ, ୨ ଫେରାର୍

ବାରିପଦା: ଡିସେମ୍ବର ୧୮ ତାରିଖ ଦିନ ମୟୂରଭଞ୍ଜ ଜିଲ୍ଲାରେ ପୋଲିସ ଉପରେ ହୋଇଥିବା ଆକ୍ରମଣ ଅଭିଯୋଗରେ ଶୁକ୍ରବାର ଚାରି  ମହିଳାଙ୍କୁ ଗିରଫ କରିଛି ପୋଲିସ। ଡାହିସାହିରୁ ୩ ଜଣ ଓ ଗୋହିରାରୁ ଜଣେ ମହିଳା ଗିରଫ ହୋଇଛନ୍ତି । ବେଆଇନ ଗଚ୍ଛିତ ବାଲିକୁ ଜବତ କରିବାକୁ ଯାଇଥିବା ବେଳେ କପ୍ତିପଦା…

ଜିରୋ ନାଇଟ ପାଇଁ ଦିଆଯିବ ନାହିଁ ଅସ୍ଥାୟୀ ଲାଇସେନ୍ସ, ଚୋରା ମଦ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଜିରୋ ନାଇଟ୍ ସେଲିବ୍ରେସନ ନେଇ କଟକଣା ଜାରି କରିଛି କମିଶନରେଟ ପୋଲିସ । ୩୧ ଡିସେମ୍ବର ସନ୍ଧ୍ୟାରୁ କଡ଼ାକଡ଼ି ଚେକିଂ ହେବ। ମଦ୍ୟପାନ କରି ଗାଡି ଚଳାଇଲେ ପୋଲିସ ବାନ୍ଧିବ ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି। ଅନ୍ୟପଟେ ଜିରୋ ନାଇଟ୍କୁ ନେଇ ମଧ୍ୟ ଅବକାରୀ ବିଭାଗ ସମ୍ପୂର୍ଣ୍ଣ…

ରାଜ୍ୟରେ ରହିଛନ୍ତି ନକଲି ଚାଷୀ, ଚିହ୍ନଟ ପାଇଁ ହେବ ପଞ୍ଜିକରଣ

ଭୁବନେଶ୍ବର: ରାଜ୍ୟରେ ଅନେକ ନକଲି ଚାଷୀ ବା ଅଣଚାଷୀ ରହିଛନ୍ତି । ଚାଷୀ ନହୋଇ ବି ଚାଷୀ ହେବାର ସମସ୍ତ ଫାଇଦା ଲାଭ କରୁଛନ୍ତି । ଏଥିପାଇଁ ସରକାର ପୁଣି ପଞ୍ଚିକରଣ କରିବେ । କିଛି ଏମିତି କହି ଅଣଚାଷୀଙ୍କୁ ପୂର୍ବରୁ ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…

ଗିରଫ ହେଲେ ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତି

କୋରାପୁଟ: ଗିରଫ ହେଲେ ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତି l ଆୟ ବହିର୍ଭୂତ ସମ୍ପତ୍ତିଠୁଳ କରିବା ଅଭିଯୋଗରେ ସୁରେନ୍ଦ୍ର କୁମାର ତନ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ l ଗତ ଗୁରୁବାର ସକାଳୁ ଭିଜିଲାନ୍ସ ଟିମ୍ ତାଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୮ଟି ସ୍ଥାନରେ ଚଢ଼ାଉ…

ଇଭି ଶୋ’ ରୁମରେ ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ରେଡ୍ଡୀ ଗ୍ୟାରେଜ ଛକ ନିକଟରେ ଥିବା ଇଭି ଶୋ' ରୁମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଜଳିଗଲା ଏକାଧିକ ଗାଡ଼ି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ସୂଚନା ଅନୁସାରେ ଆଜି ସକାଳେ ଇଭି ଶୋ'…

ବଢିଲା କାର୍ଯ୍ୟକାଳ, ମୋହନ ସରକାରରେ ଆହୁଜାଙ୍କୁ ଆହୁରି ବର୍ଷେ..

ଭୁବନେଶ୍ବର: ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ମୋହନ ସରକାରରେ ଆହୁରି ବର୍ଷେ କାମ କରିବେ ମୁଖ୍ୟ ଶାସନ ସଚିବ ଆଇଏଏସ ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳକୁ ୧ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୩୧ ତାରିଖରେ ମନୋଜ ଆହୁଜାଙ୍କ…