Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୂଆ ବର୍ଷରୁ ହେବନି ଶ୍ରୀମନ୍ଦିରରେ ଧାଡି ଦର୍ଶନ: ମନ୍ତ୍ରୀ

ପୁରୀ: ନୂଆ ବର୍ଷରୁ ଶ୍ରୀମନ୍ଦିରରେ ହେବାକୁ ଥିବା ଧାଡି ଦର୍ଶନ ବ୍ୟବସ୍ଥାକୁ ସ୍ଥଗିତ ରଖାଯାଇଛି । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଯେ, ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ଭିଡ ରହିବ । ଏହି ସମୟରେ ଶ୍ରଦ୍ଧାଳୁଙ୍କ ପ୍ରବଳ…

ବିଜେଡି ପ୍ରତିଷ୍ଠା ଦିବସରେ ହାତାହାତି, ମୁଖପାତ୍ର ଈପ୍ସିତା ସାହୁଙ୍କୁ ଶକ୍ତ ଚାପୁଡା

ଭୁବନେଶ୍ବର: ବିଜେଡି ଯୁବନେତ୍ରୀ ଈପ୍ସିତା ସାହୁଙ୍କୁ ଶକ୍ତ ଚାପୁଡା। ଚାପୁଡା ମାରିଲେ ଆଉ ଜଣେ ମହିଳା ନେତ୍ରୀ। ବିଜେଡ଼ିର ପ୍ରତିଷ୍ଠା ଦିବସରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ସତ୍ତା ହରାଇଥିବା ବିଜେଡି କିପରି ପୁଣି ଥରେ ପୁନର୍ଗଠିତ ହେବ ତାକୁ ନେଇ ବିଜେଡି ସୁପ୍ରିମୋ ଆଜି ବାର୍ତ୍ତା…

୧ କେଜିରୁ ଉର୍ଦ୍ଧ୍ବ ଓଜନର ବଜ୍ରକାପ୍ତା କାତି ଜବତ, ୩ ଶିକାରୀ ଗିରଫ

ନୂଆପଡା: ପୁଣି ଖଡ଼ିଆଳ ବନ ବିଭାଗକୁ ସଫଳତା । ବଜ୍ରକାପ୍ତା କାତି ସହ ତିନି ଶିକାରୀ ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ୧ କେଜି ୮୦୦ଗ୍ରାମର ପ୍ରାୟ ୩୫୦ଗୋଟି କାତି ଉଦ୍ଧାର କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ଖଡ଼ିଆଳ ବ୍ଲକ ଭୀମାଖୋଲ ଗ୍ରାମ ର ଦୁଇ ଜଣ ଓ ସିନାପାଲି ସାଗୁନଭାଡି ଗ୍ରାମର…

ଆସନ୍ତା ୨୮ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୮ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେ ଡିସେମ୍ବର ୨୮ ରାତି ୧୦ଟା ସମୟରେ ଭୁବନେଶ୍ୱରରେ ପହଞ୍ଚିବେ ଏବଂ ତା' ପରଦିନ ଫେରିଯିବେ ବୋଲି ପାର୍ଟି ଷ୍ଟେଟ ୟୁନିଟ୍ ଇନଚାର୍ଜ ବିଜୟପାଲ ସିଂ ତୋମାର ଗୁରୁବାର ଦିନ…

ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କଡା ଜବାବ: କହିଲେ, କିଏ ଲେଖିକି ଦେଇଥିବେ…

ଗଞ୍ଜାମ: ନବୀନଙ୍କ ବିଜେପି ମିଛୁଆ ଆକ୍ଷେପକୁ କଡା କାଉଣ୍ଟର କରିଛନ୍ତି ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ଗଞ୍ଜାମ ଜିଲ୍ଲାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା  ବେଳେ ନବୀନଙ୍କ ମନ୍ତବ୍ୟକୁ କଡା ସମାଲୋଚନା କରି କହିଛନ୍ତି, ୨୪ ବର୍ଷ ଧରି ନବୀନ ବାବୁ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଆରବର୍ଷକୁ କଲେଜ୍ ନିର୍ବାଚନ

ଭୁବନେଶ୍ବର: ଆସନ୍ତା ଶିକ୍ଷାବର୍ଷରେ ଆୟୋଜିତ ହେବ କଲେଜ ନିର୍ବାଚନ । ଆଜି ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏପରି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ । ତେବେ…

ଇଂରାଜୀ ନବବର୍ଷ ୨୦୨୫ର ଡେସ୍କ୍ ଓ ୱାଲ୍ କ୍ୟାଲେଣ୍ଡର୍ ଲୋକାର୍ପିତ

ଭୁବନେଶ୍ୱର: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥିବା ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି। କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି। ଏହି ଦେବାର୍ପଣ ପରେ ଆଜି…

ଶେଷରେ ମୁହଁ ଖୋଲିଲେ ନବୀନ: କହିଦେଲେ..କାହିଁକି ହାରିଲା ବିଜେଡି?

ଭୁବନେଶ୍ବର: ଆଜି ବିଜେଡିର ୨୮ ତମ ପ୍ରତିଷ୍ଠା ଦିବସ ସାରା ରାଜ୍ୟରେ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଉଥିବା ବେଳେ ଶଙ୍ଖଭବନରେ ମଧ୍ୟ ଏନେଇ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଯେଉଁଥିରେ ସାରା ଓଡିଶାବାସୀ ଏବଂ ଦଳୀୟ କର୍ମୀଙ୍କୁ ସମ୍ବୋଧନ କରିବା ସହ ଗତ ନିର୍ବାଚନରେ…

‘ଓଡିଶାର ହକ ଲଢେଇରେ ପଛଘୁଞ୍ଚା ଦେବନି ବିଜେଡି’

ଭୁବନେଶ୍ବର: ଆଜି ଅର୍ଥାତ୍ ଡିସେମ୍ବର ୨୬ ତାରିଖ, ବିଜୁ ଜନତା ଦଳର ୨୮ ତମ ପ୍ରତିଷ୍ଠା ଦିବସ । ୨୭ ବର୍ଷର ନିରବଚ୍ଛିନ୍ନ ସେବା ଦେଇଥିବା ବିଜେଡି ଏବେ କ୍ଷମତା ଚ୍ୟୁତ ହୋଇଛି । ଆଉ ଆଜି ୨୮ ବର୍ଷରେ ପାଦ ଥାପିଛି ବିଜେଡି । ବିଡେଡି ଦଳର ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ ସ୍ଥାନରେ…

ବର୍ଷା ଉଜାଡି ଦେଲା ବର୍ଷକର ପରିଶ୍ରମ, ବିଲ ଦେଖିଲେ ଛାତି ଫାଟିପଡୁଛି

ଭୁବନେଶ୍ବର: କଥାରେ ଅଛି “ଚାଷ ତରତର ବଣିଜ ମଠ,ହାଟୁଆ ହୁଡ଼ିଲେ ହାଟ ପାଳିଏ, ଚାଷୀ ହୁଡିଲେ ବରଷେ” । ଆଉ ଏବେ ଅଦିନିଆ ବର୍ଷା ବର୍ଷକର ପରିଶ୍ରମ ଧୋଇଦେଇଛି । ଆଉ ଦେଇ ଯାଇଛି ଅସୁମାରୀ କୋହ । ଯାହାକୁ ସପ୍ତାହେ ପୂର୍ବରୁ ଦେଖି ଚାଷୀ ଭାଇ ଠୋ ଠୋ କରି ହସୁଥିଲା ଆଜି ସେହି ସୁନାର ଫସଲର ଏପରି…