Latest Odisha News

BREAKING NEWS

Browsing Category

ଓଡିଶା

Odisha

Rath Yatra: ରଥଯାତ୍ରାରେ ମାର୍କେଟ ଛକରୁ ଶରଧାବାଲି ଭିତରେ ରନ୍ଧା ଓ ଶୁଖିଲା ଦିଆଯିବ

ପୁରୀ:ପୁଣି ବଦଳିଲା ନିଷ୍ପତ୍ତି । ପ୍ରଶାସନ ନିଷ୍ପତ୍ତି ନେଇଛି ରଥଯାତ୍ରାରେ ବଡ଼ଦାଣ୍ଡ ମାର୍କେଟ ଛକରୁ ଶରଧାବାଲି ଭିତରେ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟାଯିବ । ଆଗ୍ରହୀ ସଂସ୍ଥା ଓ ବ୍ୟକ୍ତିବିଶେଷ ପ୍ରାଶାସନଙ୍କ ଠାରୁ ଅନୁମତି ନେଇ ମାର୍କେଟ ଛକଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ପ୍ରଶାସନ…

ପ୍ରବଳ ବର୍ଷାରେ ଉଛୁଳିଲା ନାଳ: ଭୁବନେଶ୍ୱର ବାଣୀବିହାର ନିକଟରେ ଯୁବକ ଭାସିଯାଇ ନିଖୋଜ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଲଗାଣ ବର୍ଷା ଯୋଗୁଁ ସ୍ୱାଭାବିକ ଜୀବନଯାତ୍ରା ପ୍ରଭାବିତ ହୋଇଥିବା ବେଳେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଣୀବିହାର ନିକଟସ୍ଥ ଏକ ଡ୍ରେନ୍‌ର ପ୍ରଖର ସ୍ରୋତରେ ଜଣେ ଯୁବକ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ଓ ଓଡ୍ରାଫ୍ ଟିମ୍ ପକ୍ଷରୁ…

ଭୁବନେଶ୍ୱରରେ ରେକର୍ଡ ଭାଙ୍ଗିଲା ଲଗାଣ ବର୍ଷା, ୩ ଜିଲ୍ଲା ପାଇଁ ସର୍ବୋଚ୍ଚ ବିପଦ ‘ରେଡ୍ ଆଲର୍ଟ’ ଜାରି

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷାର ରୂପ ଏବେ ଭୟଙ୍କର ହେବାରେ ଲାଗିଛି। ବିଶେଷ କରି ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ବର୍ଷା ଲାଗି ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ବର୍ଷାର ପରିମାଣ ସବୁ ଆକଳନକୁ ପଛରେ ପକାଇ ୧୦୦…

Vehicle Fitness:ଗାଡ଼ିର ଫିଟନେସ ପ୍ରମାଣପତ୍ର ନଥିଲେ ହେବ ପଞ୍ଜୀକରଣ ରଦ୍ଦ;ବୀମା ଓ ପରମିଟ ଯାଞ୍ଚ…

ଭୁବନେଶ୍ବର:ବାରିପଦାଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଦୁର୍ଘଟଣାରେ ସମ୍ପୃକ୍ତ ଦୁଇଟିଯାକ ଗାଡ଼ିର ବୈଧ 'ଫିଟନେସ୍ ପ୍ରମାଣପତ୍ର' (Fitness Certificate) ନଥିଲା। ଏହି ଘଟଣାକୁ ଅତ୍ୟନ୍ତ ଗମ୍ଭୀରତାର ସହ ଗ୍ରହଣ କରି ବାଣିଜ୍ୟ ଓ ପରିବହନ…

Puri Rath Yatra 2026: ରଥଯାତ୍ରାରେ ‘ଟ୍ରାଫିକ ଆଡଭାଇଜରୀ’କୁ ଧ୍ୟାନ ଦେବାକୁ ଜନସାଧାରଣଙ୍କୁ ନିବେଦନ…

ପୁରୀ: ଆସନ୍ତା ଜୁଲାଇ ୧୬ରେ ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପୁରୀସ୍ଥିତ ଜିଲ୍ଲା ପୋଲିସ କାର୍ଯ୍ୟାଳୟ (DPO) ପରିସରରେ ରାଜ୍ୟ ପୋଲିସ…

୯ ଜୁଲାଇରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ;ଏମିତି ରହିଛି କାର୍ଯ୍ୟସୂଚୀ

ଭୁବନେଶ୍ୱର:ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ୯ ଜୁଲାଇରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ ଓ ସୁଚାରୁ ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା: ସମ୍ଭାବ୍ୟ ପରିସ୍ଥିତି ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ସଜାଗ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ସୁଦୃଢ଼ ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ବ୍ୟାପକ ବର୍ଷା ଜାରି ରହିଛି । ରାଜ୍ୟ ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର (SRC)ଙ୍କ…

ଡାକ୍ତରଙ୍କ ଆନ୍ଦୋଳନ ପାଇଁ ଚାଲିଗଲା ମହିଳାଙ୍କ ଜୀବନ

ନୂଆପଡା: ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ ବିରିଘାଟ ଗାଁର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ତୁମ୍ବିତୋଫାନ ହୋଇଛି । ଡାକ୍ତରଙ୍କ ଅନୁପସ୍ଥିତି ଓ ଚିକିତ୍ସା ନମିଳିବାରୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ସୂଚନାଅନୁସାରେ ଗୀତାଞ୍ଜଳି ଖର୍ଶେଲଙ୍କ ସ୍ତ୍ରୀ ଗୀତାଞ୍ଜଳିଙ୍କର ଗତକାଲି ପ୍ରସବ ବେଦନା…

ପଞ୍ଚସଖା ଶିକ୍ଷାସେତୁ: ୨୩ ଜିଲ୍ଲାରେ କାର୍ଯ୍ୟକାରୀ ହେବ ୬୦୯ ପ୍ରକଳ୍ପ

ଭୁବନେଶ୍ବର:ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ଚତୁର୍ଥ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟର ୨୩ଟି ଜିଲ୍ଲାର ବିଭିନ୍ନ ସ୍କୁଲରେ ଭିତ୍ତିଭୂମିର ବିକାଶ ପାଇଁ ୭.୨୯ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ନିମନ୍ତେ ମଞ୍ଜୁର ଦିଆଯାଇଛି । ବିଦ୍ୟାଳୟ ଓ…

ହନୁମାନ ମୁଦ୍ରା ଓ ସରକାରୀ ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ;୩ ଗିରଫ

ସୁନ୍ଦରଗଡ଼: ସୁନ୍ଦରଗଡ଼ ପୋଲିସ ହନୁମାନ ମୁଦ୍ରା ଓ ସରକାରୀ ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକୁଥିବା ଏକ ଠକେଇ ଗ୍ୟାଙ୍ଗର ୩ ସଦସ୍ୟଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ପଣ୍ଡରିଢିପାର ଉମେଶ ତନ୍ତୀ, ସୁବଲୟାର ମାଧବ ମିଞ୍ଜ ଓ ଟାଉଥାନା ଆଦର୍ଶନଗରର ସନି କୁମାର। ଏଥିସହ…