Latest Odisha News

BREAKING NEWS

Browsing Category

ଓଡିଶା

Odisha

ନର୍ଦ୍ଦମା ପାଣିରେ ଗଡିବ ବସ୍, ତାହା ପୁଣି ଓଡିଶାରେ….

ଭୁବନେଶ୍ବର: ରାଜ୍ୟରେ ଗଡିବ ହାଇଡ୍ରୋଜେନ୍ ଚାଳିତ ବସ୍ । ପରିବେଶ ଅନୁକୂଳମୁଖୀ କାର୍ଯ୍ୟକୁ ଆଗକୁ ବଢାଇବାକୁ ଯାଇ କିଛି ଏମିତି ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି ରାଜ୍ୟ ସରକାର । ରାଜ୍ୟରେ ସବୁଜ ହାଇଡ୍ରୋଜେନ୍ ଚାଳିତ ବସ୍ ଆରମ୍ଭ କରିବା ନେଇ ଗ୍ରୀଡକୋ, ଏନଟିପିସି ଏବଂ କ୍ରୁଟ ସହ ଏକ…

ବଢିବ କି ମୁଖ୍ୟ ଶାସନ ସଚିବ ଆହୁଜାଙ୍କ କାର୍ଯ୍ୟକାଳ?

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ବଢିବ କି କାର୍ଯ୍ୟକାଳ? ରାଜ୍ୟ ସରକାର ଆହୁଜାଙ୍କ କାର୍ଯ୍ୟକାଳ ବଢାଇବା ପାଇଁ ଯୋଜନା କରୁଛନ୍ତି କି? ନା ନୂଆ ଚେହେରା ସମ୍ଭାଳିବେ ମୁଖ୍ୟ ଶାସନ ସଚିବ ଭାର ? କାରଣ ଆସନ୍ତା ୩୧ ତାରିଖରେ ସରୁଛି ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ତେବେ…

ପୁଣି ବର୍ଷିବ ଅଦିନିଆ ବର୍ଷା, ମୁଣ୍ଡରେ ହାତ ଦେଲେଣି ଚାଷୀ

ଭୁବନେଶ୍ବର: ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି । ଯାହା ଆସନ୍ତା ଦୁଇ ଦିନ ବର୍ଷିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଫଶିଲେ ଏମଆଇ

କୋରାପୁଟ: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା (ଏମଆଇ) । କୋରାପୁଟ ଜିଲ୍ଲାର ଦଶମନ୍ତପୁର ବ୍ଲକରେ କାର୍ଯ୍ୟ କରୁଥିବା ଜଣେ ଚୁକ୍ତି ଭିତ୍ତିକ କର୍ମଚାରୀଙ୍କ ଦରମା କରିବା ପାଇଁ ଲାଞ୍ଚ ନେଉଥିଲେ ଏମଆଇମମତା ବେହେରା । ଖବର ମୁତାବକ,…

କଟକ ସହର ସମେତ ଜଗତସିଂହପୁର ଜିଲ୍ଲାବାସୀଙ୍କ ଦୂରହେବ ଟ୍ରାଫିକ୍‌ ସମସ୍ୟା

କଟକ: କଟକ ଓ ଜଗତସିଂହପୁର ଜିଲ୍ଲାର ଯୋଗାଯୋଗକୁ ଅଧିକ ସୁଦୃଢ଼ ସହ ଉପୁଜୁଥିବା ଟ୍ରାଫିକ୍‌ ସମସ୍ୟାର ହେବ ସମାଧାନ । ଏନେଇ ନୂଆ ରେଲୱେ ଓଭର ବ୍ରିଜକୁ ଆଜି ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉଦଘାଟନ କରିଛନ୍ତି । ୬୦ କୋଟି ୯୩ ଲକ୍ଷ ୬୫ ହଜାର ବ୍ୟୟରେ ନିର୍ମିତ ହୋଇଛି…

୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ; ନିର୍ବାଚନ କମିଶନଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ଭୋଟ ଦାନ ସଂଖ୍ୟା ନେଇ ଦୁଇ ପ୍ରକାରର ତଥ୍ୟ ସାମ୍ନାକୁ ଆସିଛି । ଯାହାକୁ ନେଇ ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି ଅଭିଯୋଗ କରିଛନ୍ତି । ବିଜେଡି ଅଭିଯୋଗ ଆଣିଛି ଯେ,…

ଅବିକା ୨୦୨୫ କ୍ୟାଲେଣ୍ଡର ଗ୍ରାଣ୍ଡଫିନାଲେ; ଇପ୍ସିତା ନନ୍ଦ ‘ଫେସ୍ ଅଫ୍ ଦ ଇୟର’

ଭୁବନେଶ୍ବର: 'ଅବିକା ତରଫରୁ ଆୟୋଜିତ କ୍ୟାଲେଣ୍ଡର ମଡେଲ୍ ପ୍ରତିଯୋଗିତା-୫ରେ ‘ଫେସ୍ ଅଫ୍ ଦ ଇୟର-୨୦୨୫’ ଭାବେ ମନୋନୀତ ହୋଇଛନ୍ତି ବାଲେଶ୍ବର ଝିଅ ଇପ୍ସିତା ନନ୍ଦ । ଓଡିଶାର ପାରମ୍ପରିକ ହସ୍ତତନ୍ତ ଏବଂ ବୁଣାକାରମାନଙ୍କୁ ଉତ୍ସାହିତ କରିଥିବାରୁ ତାଙ୍କୁ ପୁରସ୍କାର ପାଇଁ ମନୋନୀତ କରାଯାଇଛି ।…

ଖ୍ରୀଷ୍ଟମାସ ଉପଲକ୍ଷେ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ବାଲୁକା ପାର୍କ ପୁନଃ ଲୋକାର୍ପିତ

ପୁରୀ: ସବୁ ବର୍ଷ ଭଳି ଏବର୍ଷ ଖ୍ରୀଷ୍ଟମାସରେ ପୁରୀ ଲାଇଟ ହାଉସ ନିକଟସ୍ଥ ମାନସ ସାହୁ ସ୍ୟାଣ୍ଡ ଆର୍ଟ ପାର୍କ ରେ ୟୁରୋପିୟାନ ଢାଞ୍ଚାର ବାଲୁକା କଳା ମାନ ପ୍ରସ୍ତୁତ କରାଯାଇଛି । ଭାରତର ଏହା ଏକମାତ୍ର ବାଲୁକା କଳା ପାର୍କ, ଯେଉଁଥିରେ ସମସ୍ତେ ନିଃଶୁଳ୍କ ବର୍ଷ ବର୍ଷ ଧରି ଅତି ନିଖୁଣ ବାଲୁକା…

ପ୍ରଥମଥର ସାଧାରଣତନ୍ତ୍ର ଦିବସ ପରେଡ଼କୁ ବିମାନ ଯୋଗେ ଯାତ୍ରା କରିବେ ଏନସିସି କ୍ୟାଡ଼େଟ୍

ଭୁବନେଶ୍ୱର: ଏଥର ଦିଲ୍ଲୀର ରାଜପଥରେ ହେବାକୁ ଥିବା ୭୬ ତମ ସାଧାରଣତନ୍ତ୍ର ଦିବସ ପରେଡ଼ରେ ଓଡ଼ିଶା ନିର୍ଦ୍ଦେଶାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) କଣ୍ଟିଜେଣ୍ଟ ରାଜ୍ୟର ପ୍ରତିନିଧିତ୍ୱ କରିବ । ଓଡିଶା ଏନସିସିର ୭୫ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ସହଯୋଗରେ…

ଓଡ଼ିଶା ସୌର ନିବେଶକ ସମ୍ମିଳନୀ: ୨୦୩୦ ସୁଦ୍ଧା ରାଜ୍ୟରେ ୧୦ ଗିଗାୱାଟ ଅକ୍ଷୟ ଶକ୍ତି ଲକ୍ଷ୍ୟ

ଭୁବନେଶ୍ୱର: ଗ୍ରିଡକୋ ପକ୍ଷରୁ ଭୁବନେଶ୍ୱରରେ ଓଡ଼ିଶା ସୌର ନିବେଶକ ସମ୍ମିଳନୀ ଆୟୋଜିତ ହୋଇଛି। ଏହି ସମ୍ମିଳନୀରେ ଭାରତୀୟ ଅକ୍ଷୟ ଶକ୍ତି ବିକାଶ ଏଜେନ୍ସି ଲିମିଟେଡ (ଇରେଡା)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ କୁମାର ଦାସ ଏକ ସ୍ୱତନ୍ତ୍ର ଅଭିଭାଷଣ ଦେଇଥିଲେ। ଅକ୍ଷୟ ଶକ୍ତି…