Latest Odisha News

BREAKING NEWS

Browsing Category

ଓଡିଶା

Odisha

କମାଲ ଦେଖାଉଛି ଏଆଇ କ୍ୟାମେରା, ଶିମିଳିପାଳରୁ ପୁଣି ଧରାପଡ଼ିଲେ ୬ ଶିକାରୀ

ମୟୁରଭଞ୍ଜ: ପୁଣି କ୍ୟାମେରା ହାବୁଡରେ ୬ ଶିକାରୀ। ଶିମିଳିପାଳ ଅଭୟାରଣ୍ୟରୁ ପୁଣି ଧରାପଡ଼ିଲେ ୬ ଶିକାରୀ। ଏଥର ମଧ୍ୟ ଏଆଇ କ୍ୟାମେରା ଏହି ଶିକାରୀଙ୍କୁ ଧରିଛି। AI କ୍ୟାମେରା ବ୍ୟବହାର କରାଯାଇ ଶିକାରୀକୁ ଧରିବାରେ ବନ ବିଭାଗ ସଫଳ ହୋଇଛି। ଶିକାରୀ ମାନେ ଉଦଳା ଥାନା ଅନ୍ତର୍ଗତ ବାଣିଆଦରା…

ଜାନୁଆରୀରୁ ମିଳିବ ନୂଆ ରାସନକାର୍ଡ଼

ଭୁବନେଶ୍ୱର: ନୂଆ ସରକାର କ୍ଷମତାକୁ ଆସିବା ପରେ ଜାଲ୍‌ ରାସନକାର୍ଡ଼ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ସରକାର ବହୁ ଅଯୋଗ୍ୟ ହିତାଧିକାରୀଙ୍କୁ ରାସନକାର୍ଡ଼ ପ୍ରଦାନ କରିଥିଲେ। ବିଜେପି ରାଜ୍ୟରେ ସରକାର ଗଠନ କରିବା ପରେ ଜାଲ୍‌ ରାସନକାର୍ଡ଼ଧାରୀଙ୍କ ଚିହ୍ନଟ ପ୍ରକ୍ରିୟାକୁ ଜୋରଦାର…

ଚିନ୍ତା ବଢ଼ାଇଲା ଜିନ୍ନତ: ଝାଡ଼ଖଣ୍ଡ ଛାଡିଲା, ପଶ୍ଚିମବଙ୍ଗ ଗଲା

ଶିମିଳିପାଳ:ପଶ୍ଚିମବଙ୍ଗ ପଲାଇଲା ଜିନ୍ନତ। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନ୍ନତ ଶିମିଳିପାଳ ଫେରିବା ପରିବର୍ତ୍ତେ ଝାଡ଼ଖଣ୍ଡରୁ ପଶ୍ଚିମବଙ୍ଗ ପଳାଇଛି। ମହାରାଷ୍ଟ୍ରରୁ ଓଡ଼ିଶାକୁ ଅଣାଯାଇଥିବା ବାଘୁଣୀ ଜିନ୍ନତକୁ ନେଇ ସସପେନ୍ସ ଜାରି ରହିଥିଲା। ଝାଡ଼ଖଣ୍ଡରେ କିଛି ଦିନ ବୁଲିବା ପରେ…

ବଙ୍ଗୋପସାଗରରେ ଅବପାତ; ଆଜି ବି ଲାଗି ରହିଛି ବର୍ଷା

ଭୁବନେଶ୍ଵର: କୋହଲା ପାଗ ସାଙ୍ଗକୁ ସାରା ରାଜ୍ଯରେ ଲାଗିରହିଛି ଝିପିଝିପି ବର୍ଷା । ଫଳରେ ଜନଜୀବନ ଅସ୍ତବ୍ଯସ୍ତ ହୋଇପଡିଛି । ସେପଟେ ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଅବପାତ ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।…

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ୍

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରେଡ୍ କରିଛି। ପ୍ରାୟ ୧୦ ଘଣ୍ଟା ଧରି ନିରଞ୍ଜନଙ୍କ ଭୁବନେଶ୍ୱର ସ୍ଥିତ ନୟାପଲ୍ଲୀ ବାସଭବନରେ ତନଖି କରିଥିଲା ଇଡି ଟିମ୍‌। ତେବେ ୧୦ ଘଣ୍ଟାର ରେଡ୍…

ସୋଆରେ ପ୍ୟାରିସ୍ ଅଲମ୍ପିକସ ହକି ତାରକାଙ୍କ ସହ ଛାତ୍ରଛାତ୍ରୀଙ୍କ ଭାବ ବିନିମୟ

ଭୁବନେଶ୍ୱର: ଭାରତୀୟ ହକି ଦଳର ୪ ଜଣ ସ୍ୱନାମଧନ୍ୟ ଖେଳାଳିଙ୍କୁ ଭେଟିଲେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ। ଶୁକ୍ରବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସେମାନଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିବା ସହ ଏହି ଛାତ୍ରଛାତ୍ରୀମାନେ ଅନେକ ଆଲୋଚନା ମଧ୍ୟ…

ଡିସେମ୍ବର ୨୧ରେ ସୋଆରେ ହେବ ଏସ୍‌ଏଚ୍‌ଏମ୍‌ର ‘ଗ୍ରାଣ୍ଡ ହୋମ୍ କମିଂ’

ଭୁବନେଶ୍ୱର: ଡିସେମ୍ବର ୨୧ ଶନିବାର ସୋଆ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହେବ ପୁରାତନ ଛାତ୍ରଛାତ୍ରୀଙ୍କର ସମାବେଶ ‘ଗ୍ରାଣ୍ଡ ହୋମ କମିଂ’। ଏହି ଅବସରରେ ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟର ପୁରାତନ ଛାତ୍ରଛାତ୍ରୀମାନେ ମଧ୍ୟ ନିଜ କଲେଜ ପରିସରରେ ଏକତ୍ରିତ ହେବେ। ନିଜ ଶିକ୍ଷାନୁଷ୍ଠାନ,…

ବାଇକକୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍: ଜଣେ ମୃତ, ୨ ଗୁରୁତର

ଭବାନୀପାଟଣା: ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଶି ଗାଁରେ ୨୬ ନମ୍ବର ଜାତୀୟ ରାଜପଥରେ ଏକ ପିକ୍‌ ଅପ୍ ଭ୍ୟାନ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଉଛନ୍ତି ଭବାନୀପାଟଣା ସହରର ରେହମତତୁଲ୍ଲା ଖାଁ।  ଗୁରୁତର ଆହତ ଦ୍ୱୟ…

ଛାତ୍ରଛାତ୍ରୀଙ୍କ ପ୍ରତିଭାକୁ ସାର୍ବଜନୀନ କରିବା ସରଗି ଫୁଲର ଉଦ୍ଦେଶ୍ୟ: ମନ୍ତ୍ରୀ

ଭୁବନେଶ୍ବର: ଉଦଯାପିତ ହୋଇଯାଇଛି ରାଜ୍ୟସ୍ତରୀୟ ସରଗି ଫୁଲ୍ ଉତ୍ସବ। ଏହି ଅବସରରେ  ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆବର୍ଗ କଲ୍ୟାଣ ବିଭାଗ, ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…

ଖାଆନ୍ତୁ ଓ ଖୁଆନ୍ତୁ ‘ଅମୃତଭଣ୍ଡା କ୍ଷୀରୀ’

ଭୁବନେଶ୍ବର: ଅମୃତଭଣ୍ଡା ଦେହ ପାଇଁ ଭଲ । ଅମୃତଭଣ୍ଡାରୁ ଭଜା, ତରକାରୀ କରି ସମସ୍ତେ ଖାଆନ୍ତି । କିନ୍ତୁ ଆମେ ଆଜି ଶିଖିବା 'ଅମୃତଭଣ୍ଡା କ୍ଷୀରୀ' । ପୂଜାପର୍ବାଣୀ ହେଉ ଅବା ସ୍ପେଶିଆଲ ଦିନ ମାନଙ୍କରେ ଏହା କରିକି ଖାଇ ପାରିବେ । ସାମଗ୍ରୀ:- ଅମୃତଭଣ୍ଡା କୋରା- ଅଧ କପ୍, କ୍ଷୀର- ୧ ଲିଟର,…