Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖୋର୍ଦ୍ଧା କୁମାରବସ୍ତିରେ ବିସ୍ଫୋରଣ; ତିନି ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ଫୋରଣ । ଏଥିରେ ତିନିଜଣ ଗୁରୁତର ହୋଇଥିବା ବେଳେ, ଦୁଇ ଜଣଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତରିତ କରାଯାଇଛି ।  ଏଥିରେ ୧୦ବର୍ଷ ଓ ୧୨ବର୍ଷ ର ନାବାଳକ ଓ ନାବାଳିକା ଅଛନ୍ତି । ଗୁରୁବାର ମଧ୍ୟାହ୍ନରେ ଏହି ଘଟଣା ଘଟିଛି ।…

ମାଲକାନଗିରି ପରେ ଯାଜପୁରରେ ଲଜ୍ଜା, ମାଆ ହେଲେ ମାଟ୍ରିକ ପରୀକ୍ଷାର୍ଥୀ

ଯାଜପୁର: ମାଲକାନଗିରି ପରେ ଯାଜପୁରରେ ଲଜ୍ଜା। ମାଆ ହେଲେ ମାଟ୍ରିକ ପରୀକ୍ଷାର୍ଥୀ। ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଏଭଳି ଅଘଟଣ ଦେଖିବାକୁ ମିଳିଛି। ମାଟ୍ରିକ ପରୀକ୍ଷାର୍ଥି ଜଣକ ଦୁଇଟି ପରୀକ୍ଷା ଦେଇଥିବା ବେଳେ ଗତକାଲି ଶିବରାତ୍ରି ଅବସରରେ ଉପବାସ କରି ଅସୁସ୍ଥ ଅନୁଭବ…

ମାର୍ଚ୍ଚ ୧୩ରୁ ସିୟୁଇଟି ପିଜି ପରୀକ୍ଷା

ଭୁବନେଶ୍ୱର: ସ୍ନାତକୋତ୍ତର (ପିଜି) ନାମଲେଖା ପାଇଁ ଆସନ୍ତା ମାର୍ଚ୍ଚ ୧୩ରୁ ଆରମ୍ଭ ହେବ ଏକକ ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (ସିୟୁଇଟି)। ଏପ୍ରିଲ୍‌ ୧ ଯାଏ ଏହି ପରୀକ୍ଷା ଚାଲିବ। ୧୫୭ ବିଷୟରେ ହେବ ପରୀକ୍ଷା। ମୋଟ୍ ୪୩ଟି ସିଫ୍ଟରେ ପରୀକ୍ଷା ହେବ। ଗୋଟିଏ ସିଫ୍ଟ ପରୀକ୍ଷା ୯୦ ମିନିଟ୍‌ର…

ଯାତ୍ରା କଳାକାର ବାପି ପଣ୍ଡାଙ୍କ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ଵର: ଯାତ୍ରା କଳାକାର ବାପି ପଣ୍ଡାଙ୍କ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ । ଗତ ରାତିରେ ଉଭୟଙ୍କୁ ମନ୍ଦିର ସାମ୍ନାରେ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଘଟଣାସ୍ଥଳରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବାବେଳେ ପୋଲିସ ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ,…

ସାଟେଲାଇଟ୍ ପଠାଇଲା ନାସା, ଚନ୍ଦ୍ରପୃଷ୍ଟରେ ଖୋଜିବ ପାଣି

ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠରେ ପାଣି ଖୋଜିବ ନାସା। ଚନ୍ଦ୍ର ପୃଷ୍ଟରେ ପାଣି ଖୋଜିବାକୁ ଏକ ସ୍ବତନ୍ତ୍ର ଉପଗ୍ରହ ପଠାଇଛି ଆମେରିକା ମହାକାଶ ବିଜ୍ଞାନ ଗବେଷଣା କେନ୍ଦ୍ର ତଥା ନାସା। ଗତକାଲି ଏହାକୁ ଫ୍ଲୋରିଡ଼ାରୁ ଲଞ୍ଚ କରାଯାଇଛି । ସ୍ପେଶ୍ ଏକ୍ସ ଫାଲକନ୍‌ ନାଇନ୍ ରକେଟ୍ ସାହାଯ୍ୟରେ…

କ୍ୟାପିଟାଲ ହସ୍ପିଟାଲରୁ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲ ଭିତରେ ହସ୍ପିଟାଲ କର୍ମଚାରୀଙ୍କ ଆତ୍ମହତ୍ୟା। କ୍ୟାପିଟାଲ ହସ୍ପିଟାଲ ଏକ୍ସରେ ରୁମ୍ ଭିତରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ମୃତ ହସ୍ପିଟାଲ କର୍ମଚାରୀ ୪୫ ବର୍ଷୀୟ ଏକ୍ସରେ ଟେକ୍ନିସିଆନ୍ ପ୍ରଭାତ ମହାନ୍ତି ବୋଲି ଜଣାପଡିଛି। ତାଙ୍କ…

ବେଆଇନ କରତ କଳରେ ରେଡ୍: ଲକ୍ଷାଧିକ ଟଙ୍କାର କାଠ ଜବତ, ୪ ଅଟକ

ଭଦ୍ରକ: ପୁରୁଣା ବଜାର ଥାନା ହଳଦୀଡିହ ଛକରେ ଏକ ବେଆଇନ କରତ କଳ ଉପରେ ବନ ବିଭାଗ ରେଡ୍ କରିଛି। ବିନା ଲାଇସେନ୍ସରେ ଏହି କରତକଳ ଚାଲୁଥିବା ବନ ବିଭାଗ ଜାଣିବାକୁ ପାଇଛି। କୌଣସି ସୂତ୍ରରୁ ବନବିଭାଗ ଖବର ପାଇ ଏହି କଳ ଉପରେ ଚଢାଉ କରିଛି ବନ ବିଭାଗ। ଏହି ଚଢାଉରେ ଲକ୍ଷାଧିକ ଟଙ୍କାର…

ପୁଣି ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶ ଆସି ଗଲା ଦନ୍ତାର ଜୀବନ

ଆଠଗଡ଼: ପୁଣି ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଗଲା ଦନ୍ତା ଜୀବନ। କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡରେ ଏକ ହାତୀର ମୃତ୍ୟୁ ହୋଇଛି। ଆଠଗଡ଼ ରେଞ୍ଜ କୁଲାଇଲୋ କ୍ରସର ପଡ଼ିଆରେ ହାତୀଟି ମରି ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ହାତୀଟି ମୃତ୍ୟୁ ବରଣ କରିଥିବା ସନ୍ଦେହ କରାଯାଉଛି।…

୨ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା

ଭୁବନେଶ୍ୱର: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତପ୍ରକାଶ ନଡ୍ଡା। ସଂଧ୍ୟା ୭ଟା ୫୫ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସିଧା ପୁରୀ ଯାଇ ସେଠାରେ ରାତ୍ରୀ ଯାପନ କରିବେ। ନଡ୍ଡାଙ୍କ ଗସ୍ତକୁ ନେଇ…

ଆଗକୁ ଭୟାନକ ଗ୍ରୀଷ୍ମ ପ୍ରବାହ, ୨୮ରୁ ବୃଦ୍ଧି ପାଇବ ରାତି ତାପମାତ୍ରା

ଭୁବନେଶ୍ୱର: ବର୍ଷର ୮ ମାସ ଗରମ ପ୍ରକୋପ ଯାଉନି। ଶୀତରେ ଛାଡ଼ୁନି ତାତି। ଆଗକୁ ସ୍ଥିତି ସାଂଘାତିକ ରୂପ ନେବ। ସବୁ ପ୍ରୟାସ ସତ୍ତେ୍ୱ ବିଶ୍ୱର ହାରାହାରି ତାପମାତ୍ରା ଦେଢ଼ ଡିଗ୍ରୀ ବଢ଼ି ସାରିଛି। ପଶ୍ଚିମାଝଡ଼ ପ୍ରଭାବରେ ସପ୍ତା‌ହେ ହେଲା ସାରା ରାଜ୍ୟରେ ଦିନ ତାପମାତ୍ରା ହ୍ରାସ ପାଇଥିଲା। ରାତି…