Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଭୂକମ୍ପ ଝଟକା, ଥରିଲା ଭୁବନେଶ୍ୱର ସମେତ ବିଭିନ୍ନ ଜିଲ୍ଲା

ଭୁବନେଶ୍ୱର: ଓଡ଼ିଶାରେ ଭୂକମ୍ପ ଝଟକା। ରାଜ୍ୟର ବିଭିନ୍ନ ସ୍ଥାନରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି। ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ କମ୍ପନ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ରହିଥିଲା ଭୂମିକମ୍ପର କେନ୍ଦ୍ରସ୍ଥଳ। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୧ ରହିଛି। ଭୁବନେଶ୍ବର ଓ…

ପୋଲିସ ଆଗରେ ଆତ୍ମସମର୍ପଣ କଲେ ହାର୍ଡକୋର ମହିଳା ମାଓବାଦୀ

ମାଲକାନଗିରି: ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ । ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଏସପି ଡପି ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ ପଦ୍ମା ଆତ୍ମସମର୍ପଣ କରିଛନ୍ତି । ତାଙ୍କ ନାମରେ ୮ ଲକ୍ଷ…

ମହାକୁମ୍ଭରେ ବୁଡ଼ ପକାଇଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ । ଏହି ସମୟରେ ବୁଡ ପକାଇବାକୁ ପ୍ରତ୍ୟେକ ଦିନ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ ଲାଗୁଛି । ଏହି ଅବସରରେ ପବିତ୍ର ତ୍ରିବେଣୀ ସଙ୍ଗମରେ ସୋମବାର ବୁଡପକାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସପ୍ତଲୋକକୁ ସ୍ମରଣ କରି…

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୫ ପାଳିତ

ଭୁବନେଶ୍ୱର: ଭାରତୀୟ ରିଜର୍ଭ ବ୍ୟାଙ୍କ ୨୦୧୬ ମସିହାରୁ ପ୍ରତିବର୍ଷ ଏକ ନିର୍ଦ୍ଦିଷ୍ଟ ବିଷୟବସ୍ତୁ ଉପରେ ଆର୍ଥିକ ସାକ୍ଷରତା ସପ୍ତାହ (ଏଫଏଲଡବ୍ଲୁ) ପାଳନ କରିଆସୁଛି । ଚଳିତ ବର୍ଷ ଆର୍ଥିକ ସାକ୍ଷରତା ସପ୍ତାହ ଫେବୃଆରୀ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି ଯାହା କି ଏହି ଅଭିଯାନର ଦଶମ…

ଶ୍ରୀଲୋକନାଥଙ୍କ ପୀଠରେ ପ୍ରଜ୍ବଳିତ ହେଲା ବୃହତ୍ ଜଗତ ମଙ୍ଗଳ ଜାଗର ଦୀପ

ପୁରୀ: ଶ୍ରୀଲୋକନାଥ ଦେବଙ୍କ ପବିତ୍ର ପୀଠରେ ପଙ୍କୋଦ୍ଧାର ଏକାଦଶୀ ସନ୍ଧ୍ୟାରେ ପ୍ରଜ୍ବଳିତ ହେଲା ପଞ୍ଚଦଶତମ ବୃହତ୍ ଜଗତ ମଙ୍ଗଳ ଜାଗର ଦୀପ । ସନ୍ଧ୍ୟାରେ ଶ୍ରୀଲୋକନାଥଙ୍କ ଗମ୍ଭିରାରୁ ଦ୍ଵୀପ ଆସି ଏହି ବୃହତ୍ ଦୀପ ପ୍ରଜ୍ବଳନ କରାଯାଇଥିଲା । ଉତ୍ସବରେ ପ୍ରାକ୍ତନ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଦେବୀ…

ସରକାରୀ ବସରେ ଚାଲିଥିଲା ଗଞ୍ଜେଇ ଚାଲାଣ, ୪ ଜଣଙ୍କୁ ଗିରଫ କଲା ପୋଲିସ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ଆମ୍ବିଆନ୍ସ ଛକ ନିକଟରୁ ଗଞ୍ଜେଇ ଭର୍ତ୍ତି ସରକାରୀ ବସ୍ ଜବତ ହୋଇଛି । ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ଚଢାଉ ବେଳେ ବସରୁ ୪ ପ୍ୟାକେଟ ଗଞ୍ଜେଇ ମିଳିଥିଲା, ଯାହାର ଓଜନ ୪୦ କେଜି ହେବ ବୋଲି ପୋଲିସ ସୂତ୍ରରୁ ସୂଚନା ମିଳିଛି । ସୂଚନାମୁତାବକ, ଏକ…

ଯବାନଙ୍କୁ ନକ୍ସଲଙ୍କ ଟାର୍ଗେଟ୍; ବୋତଲ ବୋମା ଠାବ କଲେ ସୁରକ୍ଷାକର୍ମୀ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ବଡ ବିସ୍ଫୋରଣରୁ ଅଳ୍ପକରେ ବର୍ତ୍ତିଲେ ସୁରକ୍ଷାକର୍ମୀ । ଯବାନ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏକ ବିୟର ବୋତଲ ବୋମାକୁ ଠାବ କରିଥିଲେ । ଏହାପରେ ଯବାନ ମାନେ ବୋମା ନିଷ୍କ୍ରିୟକାରୀ ଦଳକୁ ଡାକି ଏହାକୁ ନିଷ୍କ୍ରିୟ କରିଥିଲେ…

ସରିଲା ପଙ୍କୋଦ୍ଧାର, ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଲୋକନାଥ

ପୁରୀ: ବାବା ଲୋକନାଥଙ୍କ ପୀଠରେ ପାଳିତ ହୋଇଛି ପଙ୍କୋଦ୍ଧାର ଏକାଦଶୀ ନୀତି । ଏହି ଅବସରରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଲୋକନାଥ । ବର୍ଷ ତମାମ ଫୁଲ, ବେଲପତ୍ର, କ୍ଷୀର ଓ କଦଳୀରେ ବୁଡି ରହୁଥିବା ଜଳବିହାରୀ ଲୋକନାଥଙ୍କ ଶ୍ରୀଲିଙ୍ଗରୁ ଉଦ୍ଧାର ହୁଏ ପାଦୁକ । ବର୍ଷକର ଏହି ଗୋଟିଏ…

୧୦ ମାସରେ ଟଙ୍କା ଡବଲ୍ ହୋଇଯିବ କହି ଠକେଇ, ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର: ଦଶ ମାସ ମଧ୍ୟରେ ଜମା ଟଙ୍କା ଦୁଇଗୁଣ କରିବାର ପ୍ରତିଶ୍ରୁତି ଦେଇ ୨୦୦ରୁ ଅଧିକ ନିବେଶକଙ୍କୁ ପାଞ୍ଚ କୋଟି ଟଙ୍କା ଠକିଥିବା ଅଭିଯୋଗରେ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ହାଇଦ୍ରାବାଦର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ଭଦ୍ରକ ଭଣ୍ଡାରିପୋଖରୀ ଅଞ୍ଚଳ ସ୍ଥିତ…

ଅଯୋଧ୍ୟାରେ ହେବ ଓଡିଶା ଭବନ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ: ଅଯୋଧ୍ୟାରେ ହେବ ଓଡିଶା ଭବନ । ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଓଡ଼ିଶା ଭବନ ନିର୍ମାଣ ହେବ । ରାମଲାଲାଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତଙ୍କ ରହିବା ଏବଂ ସେମାନଙ୍କ ପାଇଁ ଓଡ଼ିଶାର ଏକ ଉପସ୍ଥିତି ଦେବା ଲାଗି ଏହି ବ୍ୟବସ୍ଥା କରିବେ ଓଡ଼ିଶା ସରକାର । ,ଥିପାଇଁ ଖୁବଶୀଘ୍ର କାର୍ଯ୍ୟ…