Latest Odisha News

BREAKING NEWS

Browsing Category

ଓଡିଶା

Odisha

ଝାରପଡ଼ା ଜେଲରେ ଥିବା ଛାତ୍ର ନେତାଙ୍କୁ ଭେଟିଲେ ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ

ଭୁବନେଶ୍ୱର: ଝାରପଡ଼ା ସ୍ଥିତ ସ୍ଵତନ୍ତ୍ର କାରାଗାରରେ ଥିବା ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଓ ଅନ୍ୟ ଛାତ୍ର ନେତାଙ୍କୁ ଆଜି ଭେଟିଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଏହି ପରିପ୍ରେକ୍ଷୀରେ ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ଗଣମାଧ୍ୟମଙ୍କୁ…

ଖୁବଶୀଘ୍ର ପରବର୍ତ୍ତନ ହେବ ବହୁ ରାଜସ୍ବ ନିୟମ

ଝାରସୁଗୁଡ଼ା: ଖୁବଶୀଘ୍ର ପରବର୍ତ୍ତନ ହେବ ବହୁ ରାଜସ୍ବ ନିୟମ। ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌…

ବଜେଟ୍ ୨୦୨୫: ରେଳ ବଜେଟରେ ଓଡ଼ିଶାକୁ ୧୦,୫୯୯ କୋଟି ବ୍ୟୟବରାଦ

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷରେ ଓଡି଼ଶାର ରେଳ କ୍ଷେତ୍ରକୁ ୧୦,୫୯୯ କୋଟି ଟଙ୍କା କେନ୍ଦ୍ରୀୟ ବଜେଟରେ ଦିଆଯାଇଥିବା ନେଇ ସୋମବାର ଅପରାହ୍ନରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରକାଶ କରିଛନ୍ତି। ରାଜ୍ୟ ପାଇଁ ବ୍ୟୟବରାଦ ଘୋଷଣା କରିବା ସମୟରେ ମନ୍ତ୍ରୀ କହିଛନ୍ତି ଯେ, ଓଡିଶାରେ…

ଶୁଆ ଚୋରା ଚାଲାଣ ବେଳେ ୪ ଜଣଙ୍କୁ ବାନ୍ଧିଲା ବନବିଭାଗ

ବୌଦ୍ଧ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଧୀନ ଜଙ୍ଗଲ ଅଞ୍ଚଳରେ ଏକ ବନ୍ୟଜନ୍ତୁ ଚୋରାଚାଲାଣ ରାକେଟକୁ ଠାବ କରାଯାଇଛି । ବେଆଇନ ଶୁଆ ଓ କଇଁଛ ଚାଲାଣ ଅଭିଯୋଗରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୌଦ୍ଧ ବନ ବିଭାଗ । ଗିରଫ ଅଭିଯୁକ୍ତ ମାନେ ହେଲେ ବୌଦ୍ଧ ଥାନା ଅନ୍ତର୍ଗତ…

ମାଲକାନଗିରି ପିଏ ମୃତ୍ୟୁ ମାମଲା: ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ଏନବିଡବ୍ଲ୍ୟୁ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ମାଲକାନଗିରି ପିଏ ମୃତ୍ୟୁ ମାମଲାରେ ମାଲକାନଗିରି ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ନାଁରେ ଏନବିଡବ୍ଲ୍ୟୁ। କୋର୍ଟରେ ହାଜର ନହେବାରୁ ଜାମିନ ବିହିନ ଗିରଫ ପରୱାନା (NBW) ଜାରି କଲେ ଏସ୍‌ଡିଜେଏମ୍‌ କୋର୍ଟ। ସୂଚନା ଅନୁସାରେ ମାଲକାନଗିରି ଜିଲ୍ଲାର…

ଓଡି଼ଆ ନୂଆବର୍ଷ ପୂର୍ବରୁ ସରିବ ବିଜେଡି ସାଙ୍ଗଠନିକ ନିର୍ବାଚନ

ଭୁବନେଶ୍ୱର: ଶଙ୍ଖ ଭବନରେ ବସିଲା ବିଜେଡି ସମନ୍ୱୟ କମିଟି ବୈଠକ। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ଓଡି଼ଆ ନୂଆ ବର୍ଷ ପୂର୍ବରୁ ସରିବ ବିଜେଡି ସାଂଗଠନିକ ନିର୍ବାଚନ। ଆଜି ବସିଥିବା ସମନ୍ବୟ କମିଟି ବୈଠକ ପରେ…

ବଡ଼ ଧରଣର ଡ଼କାୟତି ଗ୍ୟାଙ୍ଗକୁ କାବୁ କଲା ପୋଲିସ, ୪୩୧ ଗ୍ରାମ ଗହଣା ଜବତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅଧୀନସ୍ଥ ଅମ୍ଳଭଟ୍ଟା ଗ୍ରାମର ଏକ ସୁନା ଦୋକନରୁ ବଡ଼ ଧରଣର ଡ଼କାୟତି । ଉକ୍ତ ଚୋରି ଘଟଣାରେ ପୋଲିସ ଜଣେ ନାବାଳକ କୋର୍ଟରେ ହାଜର କରି ପରବର୍ତ୍ତୀ ସମୟରେ ବାଳ ସୁଧାର ଗୃହକୁ ପଠାଇଛି । ଏହି ଘଟଣାରେ ପୋଲିସ ୪୩୧ଗ୍ରାମ ସୁନା ଓ ଗୋଟିଏ ମୋଟରସାଇକେଲ…

ସପ୍ତମ ଓ ଅଷ୍ଟମ ଶ୍ରେଣୀର ୯ ଛାତ୍ରଙ୍କୁ ଯୁକ୍ତ ଦୁଇ ଛାତ୍ରଙ୍କ ରାଗିଂ ଅଭିଯୋଗ

ବଲାଙ୍ଗୀର: ପୁଣି ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ବଲାଙ୍ଗୀର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଡୁମ୍ବେରବାହାଲ ଗାଁରେ ଥିବା ଏକଲବ୍ୟ ଆବାସିକ ଆଦର୍ଶ ବିଦ୍ୟାଳୟରେ ଏହି ଘଟଣା ଘଟିଛି । ଏନେଇ ପୀଡ଼ିତ ଛାତ୍ରଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ଘଟଣାର…

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଓ କମେଡି ପ୍ରଦର୍ଶନ କଲେ ବୁଲିବ ଠେଙ୍ଗା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ଖଣ୍ଡଗିରିରେ ମାଘସପ୍ତମୀ ମେଳା। ହେଲେ ଏହି ଯାତ୍ରାରେ ଯେପରି କୌଣସି ଅଶ୍ଳୀଳ ନୃତ୍ୟ ନକରାଯିବ ସେନେଇ କୋଠର ବିରୋଧ କରାଯାଉଛି। ଏହି ପରିପ୍ରେକ୍ଷୀରେ ମା' ବାରଭୂଜାଙ୍କ ପାଖରେ ହେଲା ଠେଙ୍ଗା ପୂଜା। ଏକାମ୍ର ବିଧାୟକ ବାବୁ ସିଂ ଓ ତାଙ୍କ ସହଯୋଗୀ…

ବଲାଙ୍ଗିରରେ ଅସୁସ୍ଥ ବାଳକର ତୁରନ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର: ଚିକିତ୍ସା ସହାୟତା ଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ବାଳକକୁ ମେଡିକାଲ ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଉକ୍ତ ୧୨ ବର୍ଷର ବାଳକ ଜଣକ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ମେଡିକାଲ ସହାୟତା ପାଇଁ ଗୁହାରି କରିଥିଲେ। ତାଙ୍କ ସହ ଆଲୋଚନା ପରେ…