Latest Odisha News

BREAKING NEWS

Browsing Category

ଓଡିଶା

Odisha

Gambling: ହୋଟେଲ୍‌ ରୁମ୍‌ରେ ଜୁଆ ଖେଳ, ରେଡ୍‌ ବେଳେ ପୁଳାପୁଳା ୫୦୦ ଟଙ୍କିଆ ନୋଟ୍‌ ଜବତ

ସମ୍ବଲପୁର:ସମ୍ବଲପୁର ସହରର ଏକ ଦାମୀ ହୋଟେଲରେ ଜୁଆ ଖେଳର ପର୍ଦ୍ଦାଫାସ । ଭିଏସ୍‌ଏସ୍‌ ମାର୍ଗର ଏକ ହୋଟେଲ୍‌ରେ ଚାଲିଥିବା ଜୁଆ ଖେଳ ବେଳେ ଧନୁପାଲି ପୋଲିସର ରେଡ୍ । ଜୁଆ ରେଡ୍‌ ବେଳେ ପାଇଖାନା ଫ୍ଲସରେ କିଛି ଟଙ୍କା ପକାଇ ଦେଇଥିଲେ ଅଭିଯୁକ୍ତ । ଏହି ଘଟଣାରେ ୯ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ…

Air Pollution: ଅନୁଗୁଳ ଓ ତାଳଚେର ରାଜ୍ୟର ସବୁଠୁ ପ୍ରଦୂଷଣ ସହର…

ଅନୁଗୁଳ: ପ୍ରଦୂଷଣ ମାମଲାରେ ଦେଶର ରାଜଧାନୀ ଦିଲ୍ଲୀ ସହ ପ୍ରତିଯୋଗିତା ଚଳାଇଛି ଓଡିଶା । ଲଗାତାର ଦୁଇ ଦିନ ହେଲା ଓଡ଼ିଶାର ତାଳଚେର ଓ ଅନୁଗୁଳ ସବୁଠୁ ଅଧିକ ପ୍ରଦୂଷିତ ସହର ପାଲଟିଛି । ସକାଳ ୮ଟା ସୁଦ୍ଧା ୩୦୦ରୁ ଅଧିକ ଏକ୍ୟୁଆଇ ସହ ବାୟୁର ମାନ ଅତି ଖରାପ ସ୍ତରରେ ଥିବା ଦେଶର ୫ସହର ମଧ୍ୟରେ…

brown sugar in jajpur: ୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ଗିରଫ

ଯାଜପୁର:୫୨ ଗ୍ରାମ ଧଳାଜହର ଜବତ କଲା ଯାଜପୁର ଅବକାରୀ ବିଭାଗ । ଯାଜପୁର ସହରର ବଲ୍ଲଭୀଘାଟ ନିକଟରେ ଯାଜପୁର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରି ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ଅବକାରୀ ପୋଲିସ ଏକ ବାଇକ ଜବତ କରିଛି। ତେବେ ଜବତ ବ୍ରାଉନସୁଗାରର ମୂଲ୍ୟ ୫ ଲକ୍ଷ ଟଙ୍କା ହେବ ।…

Marijuana Seized: ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଆଠ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ୱର: ପୁଣି ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ବ୍ୟାଙ୍କକ ଫ୍ଲାଇଟରେ ଆସୁଥିବା ଜଣେ ଯାତ୍ରୀଙ୍କ ଠାରୁ ଏହି ଗଞ୍ଜେଇ ଜବତ ହୋଇଛି । ଷ୍ଟ୍ରଲି ବ୍ୟାଗରେ ସିକ୍ରଟ ଚାମ୍ବର କରି ଚାଲାଣ ବେଳେ ଭୁବନେଶ୍ୱର ଏୟାରପୋର୍ଟରେ ୮ କେଜି…

Chilika Lake: ନୂଆରୂପ ପାଇବ ଚିଲିକା, ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ: ମନ୍ତ୍ରୀ

ଭୁବନେଶ୍ୱର: ଚିଲିକାର ପୁନରୁଦ୍ଧାର କରାଯିବ । ଚିଲିକାକୁ ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ । ନୂଆରୂପ ପାଇବ ଚିଲିକା । ଚିଲିକା ପାଇଁ ୧୫୦୦ରୁ ୨ ହଜାର କୋଟିର DPR ପ୍ରସ୍ତୁତ ହେଉଛି ବୋଲି ଏନେଇ ଆଜି ସୂଚନା ଦେଇଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ଚିଲିକା…

BJD press meet: ମହିଳା ବିଡିଓଙ୍କୁ ବିଜେପି କର୍ମୀଙ୍କ ଆକ୍ରମଣ ଘଟଣା, ନିନ୍ଦା କଲା ବିଜେଡ଼ି

ଭୁବନେଶ୍ବର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ବିଜେପି କର୍ମୀଙ୍କ ଦାଦାଗିରି ଏବଂ ବିଡିଓଙ୍କୁ ସଂଘବଦ୍ଧ ଆକ୍ରମଣକୁ ବିଜୁ ଜନତା ଦଳ ଦୃଢ ନିନ୍ଦା କରିଛି । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ୍ ମହାନ୍ତି, ରାଜନଗର ମହିଳା…

Green Stickers: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ବର: ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ, କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ଏଥିପାଇଁ କୌଣସି ଅତ୍ୟଧିକ ବୋଝ ନେବାର ଆବଶ୍ୟକତା…

A grand ceremony: ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ଉପଲକ୍ଷେ ବିଶାଳ ସମାରୋହ ଅନୁଷ୍ଠିତ

ଭୁବନେଶ୍ବର: ଆଜି ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ ।  ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ ଉଦଘାଟିତ ହୋଇଛି। ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ହୋଇଥିଲା ବିଶାଳ ସମାରୋହ ।…

Mohammed Mokim: ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ: ମୋକିମ

କଟକ: ଗଣମାଧ୍ୟମକୁ ଆଜି ବଡ ସୂଚନା ଦେଇଛନ୍ତି ବରିଷ୍ଠ ରାଜନେତା ମହମ୍ମଦ ମୋକିମ । ସେ କହିଛନ୍ତି ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ । ରାଜ୍ୟରେ ଅନେକ ଉଦୟମାନ ଯୁବକ ଅଛନ୍ତି ତାଙ୍କୁ କେବଳ ଏକ ସୁଯୋଗର ଆବଶ୍ୟକତା ରହିଛି । ରାଜ୍ୟରେ ଏବେ ବିଜେପି ସରକାର ଏବଂ ବିଜେଡି ଯେଉଁଭଳି ସ୍ଥିତି ଦେଇ…

ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି; ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ, ସାମିଲ ହେଲା OAS, ORS

ଭୁବନେଶ୍ୱର: ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି ବାହାରିବା ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଆଶାୟୀ। ଯାହାକୁ ନେଇ ବଡ଼ ଖବର ଆସିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏବେ OPSC ରେ ସାମିଲ ହୋଇଛି OAS, ORS। ୧୪ OAS ଓ ୧୧୩ଟି ORS ପଦବୀକୁ ସାମିଲ କରି ସାନି ବିଜ୍ଞପ୍ତି ଜାରି…