Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଟିଏମ୍‌ କାର୍ଡ ବଦଳାଇ ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଉଠାଇ ନେଲେ ଦୁର୍ବୃତ୍ତ

ଗଞ୍ଜାମ: ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଲେ ଦୁର୍ବୁତ୍ତ । ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରୁ । ଅଭିଯୋଗକାରୀ ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ ତାଙ୍କ…

ରାଜ୍ୟରେ ପାରଦ ଉପରମୁହାଁ; ୩୫ ଡିଗ୍ରୀ ଟପିଲା ତାପମାତ୍ରା, ୭ ଜିଲ୍ଲାକୁ କୁହୁଡ଼ି ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ ଉଭାନ ହେବାରେ ଲାଗିଛି ଶୀତ । ଆଉ ମାସ ଆରମ୍ଭରୁ ଉପରମୁହାଁ ହୋଇଛି ପାରଦ । ଯାହା ଫଳରେ ବୃଦ୍ଧି ପାଉଛି ଦିନର ତାପମାତ୍ରା । ଶନିବାର ଦିନ ତାପମାତ୍ରା ୩୫ ଡିଗ୍ରୀ ଟପିଛି । ଯେଉଁକାରଣରୁ ଫେବୃଆରୀ ମାସରେ ଗ୍ରୀଷ୍ମ ପରି ଅନୁଭୂତି ଦେଉଛି । ଦିନରେ ଟାଇଁଟାଇଁ…

ଆଜି ପବିତ୍ର ଶ୍ରୀପଞ୍ଚମୀ; ଧରାପୃଷ୍ଠରେ ବିରାଜିଛନ୍ତି ବିଦ୍ୟାଦାୟିନୀ

ଭୁବନେଶ୍ବର: ଆଜି ପବିତ୍ର ଶ୍ରୀପଞ୍ଚମୀ ବା ବସନ୍ତପଞ୍ଚମୀ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ବତୀ । ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଋତୁରାଜ ବସନ୍ତ ମନ୍ଦ ମଳୟରେ ଫୁଲର ସୁରଭି ଭରି ସ୍ୱାଗତ କରେ ବିଦ୍ୟାଦାୟିନୀ ମା' ସରସ୍ୱତୀଙ୍କୁ । ତେଣୁ ଏହି ଦିନ ବିଦ୍ୟାର…

ପୁରୁଷ ହକି ଇଣ୍ଡିଆ ଲିଗ୍ ୨୦୨୪-୨୫: ବେଙ୍ଗଲ ଟାଇଗର୍ସ ଚାମ୍ପିୟନ

ରାଉରକେଲା: ପୁରୁଷ ହକି ଇଣ୍ଡିଆ ଲିଗ ଷଷ୍ଠ ସଂସ୍କରଣ ୨୦୨୪-୨୫ର ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଶ୍ରାଚୀ ରା’ବେଙ୍ଗଲ ଟାଇଗର୍ସ । ଶନିବାର ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଫାଇନାଲ ମ୍ୟାଚ ଖେଳାଯାଇଥିଲା । ଏହି ଫାଇନାଲ ଫାଇଟରେ ହାଇଦ୍ରାବାଦ ତୁଫାନ୍ସକୁ ୪-୩ ଗୋଲରେ ପରାସ୍ତ କରି…

ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ; କାଲିଠୁ ଅନଲାଇନ ଟିକେଟ ବିକ୍ରି ଆରମ୍ଭ

କଟକ: ବାରବାଟୀ ଷ୍ଟାଡିୟମରେ ଫେବୃଆରୀ ମାସରେ ହେବ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ୍। ଯାହାକୁ ନେଇ ଉତ୍ସାହିତ ଓଡିଶାର କ୍ରିକେଟ୍ ପ୍ରେମୀ। ଏହି ମ୍ୟାଚ୍ ପାଇଁ ଟିକେଟ୍ ବିକ୍ରି ଫେବୃଆରୀ ୨ ଅପରାହ୍ନ ୪ଟାରୁ ଆରମ୍ଭ ହେବ। ତେବେ ପ୍ରଶଂସକମାନେ ଜିଲ୍ଲା ଆପ୍ ଡାଉନଲୋଡ୍…

ଓଡି଼ଶାର ଏହି ବ୍ୟାଙ୍କ ଉପରେ ଜରିମାନା ଲଗାଇଲା ଆରବିଆଇ

ଭୁବନେଶ୍ୱର: ବ୍ୟାଙ୍କିଂ ରେଗୁଲେସନ ଆକ୍ଟ ୧୯୪୯ର ଉଲ୍ଲଂଘନ ଅଭିଯୋଗରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଓଡ଼ିଶା ରାଜ୍ଯ ସମବାୟ ବ୍ୟାଙ୍କ ଲିମିଟେଡ୍ ଉପରେ ୪ ଲକ୍ଷ ଟଙ୍କାର ଜରିମାନା ଲଗାଇଛି। ଶୁକ୍ରବାର ଦିନ ଏକ ବିବୃତ୍ତିରେ ଆରବିଆଇ କହିଛି ଯେ ବ୍ୟାଙ୍କିଂ ରେଗୁଲେସନ ଆକ୍ଟ, ୧୯୪୯ର…

ବଜେଟରେ ଓଡ଼ିଶାକୁ ଅଣଦେଖା, ଅସନ୍ତୋଷ ଜାହିର କଲେ ନବୀନ

ବୁବନେଶ୍ଵର: ସଂସଦରେ ୮ମ ଥର ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏହା ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ।ଏହି ବଜେଟରେ ୧୦ଟି ଦିଗ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଗରିବ, ଯୁବକ, ଅନ୍ନଦାତା, ମହିଳା ଓ ଏମଏସଏମଇ ଆଦି ଉପରେ ଫୋକସ ରହିଛି।…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଫସିଲେ ପୋଲିସ ବାବୁ

ଯାଜପୁର: ଯାଜପୁର ଜିଲ୍ଲାର ସୁକିନ୍ଦା ଥାନା ଏସଆଇଙ୍କୁ ଉଠାଇନେଲା ଭିଜିଲାନ୍ସ । ଲାଞ୍ଚ ନେଉଥିବାବେଳେ ଧରାପଡିଲେ ଏସଆଇ ଅଭୟ କୁମାର ନାୟକ । ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ । ତେବେ ଏସଆଇ ଅଭୟ ଏହି ବିବାଦର ସମାଧାନ…

ଓମଫେଡ୍ ଏମଡି ବିଜୟ ଅମୃତ କୁଲାଙ୍ଗେଙ୍କୁ ପଶୁପାଳନ ଏବଂ ପଶୁଚିକିତ୍ସା ସେବା ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ଓମଫେଡ୍ ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେଙ୍କୁ ଓଡ଼ିଶା ସରକାର ପଶୁପାଳନ ଏବଂ ପଶୁଚିକିତ୍ସା ସେବା ନିର୍ଦ୍ଦେଶକର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି । ଏ ସମ୍ପର୍କରେ ମତ୍ସ୍ୟ ଏବଂ ଏଆରଡି ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି ।…

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ୮ନକ୍ସଲ ନିପାତ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ଶନିବାର ମିଳିଛି ବଡ ସଫଳତା। ଏନକାଉଣ୍ଟରରେ ୮ ନକ୍ସଲ ନିପାତ । ସୂଚନାନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀଙ୍କ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ…