Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ୮ନକ୍ସଲ ନିପାତ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ଶନିବାର ମିଳିଛି ବଡ ସଫଳତା। ଏନକାଉଣ୍ଟରରେ ୮ ନକ୍ସଲ ନିପାତ । ସୂଚନାନୁସାରେ, ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନକ୍ସଲ ପ୍ରଭାବିତ ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀଙ୍କ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ…

କେନ୍ଦ୍ର ବଜେଟରେ ନିରାଶ ଓଡ଼ିଶା

ଭୁବନେଶ୍ୱର: ନିର୍ବାଚନ ସମୟରେ ବିଜେପି ଓଡିଶାବାସୀଙ୍କୁ ବହୁତ ବଡ ବଡ ପ୍ରତିଶ୍ରୁତି ଦେଇଥିଲା। ଗତଥର ଭଳି ଚଳିତ ଥର ମଧ୍ୟ କେନ୍ଦ୍ର ବଜେଟରେ ଓଡିଶା ପାଇଁ କିଛି ନାହିଁ। ୨୦୨୫-୨୬ରେ ରାଜ୍ୟ ପାଇଁ କୌଣସି ସ୍ୱତନ୍ତ୍ର ଯୋଜନା ବା ଘୋଷଣା କରିନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ…

ଟ୍ୟାକ୍ସ ଛାଡ ଘୋଷଣା ପରେ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ…

ହକି ଇଣ୍ଡିଆ ଲିଗ୍: ଆଜି ଟାଇଗର୍ସ- ତୁଫାନ୍ସ ଫାଇନାଲ ଫାଇଟ୍

ରାଉରକେଲା: ଆଜି ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ପୁରୁଷ ହକି ଇଣ୍ଡିଆ ଲିଗ ଷଷ୍ଠ ସଂସ୍କରଣ ୨୦୨୪-୨୫ର ଫାଇନାଲ ଲଢେଇ । ଶ୍ରାଚୀ ରା'ବେଙ୍ଗଲ ଟାଇଗର୍ସ ଓ ହାଇଦ୍ରାବାଦ ତୁଫାନ୍ସ ମଧ୍ୟରେ ଫାଇନାଲ ମୁକାବିଲା ରାତି ୮ଟା୧୫ ମିନିଟରେ ଖେଳାଯିବ । ଏହି ମ୍ୟାଚ ପୂର୍ବରୁ ଅପରାହ୍ନ ୫ଟା୪୫ରେ ୩ୟ…

ଧର୍ମଗଡରୁ ୮ ଅଭିଯୁକ୍ତ ଗିରଫ, ୩ କୋଟି ୫୧ଲକ୍ଷ ଟଙ୍କା ଜବତ

କଳାହାଣ୍ଡି: ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ପୋଲିସ । ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ…

ଏଥରର ବଜେଟକୁ ନେଇ ଦେଶବାସୀଙ୍କର ରହିଛି ଅନେକ ଆଶା; ଓଡିଶାକୁ କଣ ମିଳିବ ଲାଭ?

ଭୁବନେଶ୍ବର: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଆଜି କେନ୍ଦ୍ର ବଜେଟ ଉପସ୍ଥାପନ କରିବେ । ଏହା ତାଙ୍କର ବଜେଟ ଉପସ୍ଥାପନ କରିବାର ୮ମ ଥର ହେବ ଯାହା ରେକର୍ଡ ସୃଷ୍ଟି କରିବ । ତେବେ ଏଥରର କେନ୍ଦ୍ରୀୟ ବଜେଟକୁ ନେଇ ଅନେକ ଆଶା କରାଯାଉଛି । ବ୍ୟକ୍ତିଗତ ଆୟକର ଛାଡ ସୀମା ୧୦ ଲକ୍ଷ ଟଙ୍କାକୁ…

ମାଓବାଦୀ ସଙ୍ଗଠନରେ ବଡ଼ଧରଣର ଅଦଳବଦଳ, ବଡ଼ ପଦବୀରୁ ହଟିଲା ଟପ୍ ମାଓବାଦୀ ହିଡ଼ମା

ମାଲକାନଗିରି: ମାଓ ସଂଗଠନର ବଡ଼ ଆକ୍ସନ୍। ଟପ୍ ମାଓବାଦୀ ହିଡ଼ମାକୁ ବଡ଼ ପଦବୀରୁ ହଟାଇଲା ମାଓ ସଂଗଠନ। ଛତିଶଗଡ଼ରେ ସୁରକ୍ଷା ବାହିନୀର ଘନଘନ ଆକ୍ରମଣ ପରେ ଦୁର୍ବଳ ହୋଇ ପଡ଼ିଛି ନକ୍ସଲ ସଂଗଠନ। ଟପ୍ ମାଓ ନେତା ଚଲପତି ରାଓଙ୍କ ସମେତ ବହୁ ମାଓବାଦୀ ମୃତାହତ ହେବା ପରେ ରଣନୀତିରେ ପରିବର୍ତ୍ତନ କରିଛି…

ଠିକା ନିଯୁକ୍ତ ସରକାରୀ କର୍ମଚାରୀଙ୍କର କଟିବ ନାହିଁ ରାସନକାର୍ଡ

ଭୁବନେଶ୍ବର: ଠିକାରେ ନିଯୁକ୍ତ ହୋଇଥିବା ସରକାରୀ କର୍ମଚାରୀଙ୍କର କଟିବନି ରାସନ କାର୍ଡ। ଯେଉଁ କର୍ମଚାରୀଙ୍କର ମାସିକ ୧୫ହଜାର ଟଙ୍କାରୁ କମ୍ ଦରମା ପାଉଛନ୍ତି, ସେମାନଙ୍କ ରାସନକାର୍ଡ କଟିବ ନାହିଁ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହି ଠିକା ସରକାରୀ କର୍ମଚାରୀମାନେ…

ଆଜିଠୁ ଝାରସୁଗୁଡ଼ାରୁ ଲକ୍ଷ୍ନୌକୁ ଉଡ଼ିବ ବିମାନ, କାଲିଠୁ ରାୟପୁରକୁ ଷ୍ଟାର୍ ଏୟାର ଉଡ଼ାଣ

ଝାରସୁଗୁଡ଼ା: ଆଜିଠୁ ଝାରସୁଗୁଡ଼ାରୁ ଲକ୍ଷ୍ନୌକୁ ଉଡ଼ିବ ବିମାନ। ସପ୍ତାହର ୩ ଦିନ ଅର୍ଥାତ ମଙ୍ଗଳବାର, ଗୁରୁବାର ଓ ଶନିବାର ସନ୍ଧ୍ୟା ୫ଟା ୩୫ ମିନିଟ୍‌ରେ ଝାରସୁଗୁଡ଼ାରୁ ଲକ୍ଷ୍ନୌ ପାଇଁ ବିମାନ ଉଡ଼ାଣ ଭରିବ। ସେଠାରେ ସନ୍ଧ୍ୟା ୬ଟା ୫୫ ମିନିଟ୍ ରେ ଅବତରଣ କରିବ। ଏହି ୩ ଦିନ ସନ୍ଧ୍ୟା ୭ଟା…

ଜାନୁଆରୀ ଦେଲାଣି ତାଉ ସଙ୍କେତ, ଆଗକୁ ଆସୁଛି ଭୟାନକ ଗ୍ରୀଷ୍ମ ପ୍ରବାହ

ଭୁନନେଶ୍ୱର: ସରିଗଲା ଶୀତ। ଫେବୃଆରୀ ପହିଲାରୁ ତାଉ ଦେଖାଇଲାଣି। ମାଘମାସରେ ଶୀତ କି ଜାଡ଼ ନାହିଁ। ବଢିଲା ଦିନ ସହ ରାତିର ତାପମାତ୍ରା। ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା। ଆଗାମୀ ୪ ରୁ ୫ ଦିନ ଯାଏଁ ଦିନ ଏବଂ ରାତି ତାପମାତ୍ରା ଅଧିକା ରହିବ।…