Latest Odisha News

BREAKING NEWS

Browsing Category

ଓଡିଶା

Odisha

ମ୍ୟାଚ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଆଗାମୀ ଫେବୃଆରୀ ୯ ତାରିଖ ରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମ୍ୟାଚ୍ ପାଇଁ ପ୍ରସ୍ତୁତ ଥିମ୍ ସଙ୍ଗ ଉନ୍ମୋଚନ କରିବା ପରେ ଷ୍ଟାଡିୟମର ପ୍ରସ୍ତୁତି ଅନୁଧ୍ୟାନ କରୁଛନ୍ତି। ସୂଚନା ଅନୁଯାୟୀ,…

୪ ଦିନ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ । ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨, ୩, ୫ ଓ ୬ ତାରିଖ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି । ଏହି ଦିନ…

ହକି ଇଣ୍ଡିଆ ଲିଗ୍: ଆଜି ସେମିଫାଇନାଲ ଫାଇଟ୍; ବେଙ୍ଗଲ ବନାମ ଡ୍ରାଗନ୍ସ, ସୁରୁମା ବନାମ ତୁଫାନ୍ସ

ରାଉରକେଲା: ଆଜି ପୁରୁଷ ହକି ଇଣ୍ଡିଆ ଲିଗର ସେମିଫାଇନାଲ ମୁକାବିଲା । ପ୍ରଥମ ସେମିଫାଇନାଲ ମ୍ୟାଚରେ ବେଙ୍ଗଲ ଟାଇଗର୍ସକୁ ଭେଟିବ ଅମିତ ରୋହିଦାସଙ୍କ ଦଳ ତାମିଲନାଡ଼ୁ ଡ୍ରାଗନ୍ସ । ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ସନ୍ଧ୍ୟା ୬ଟା ବେଳେ ଖେଳାଯିବ ପ୍ରଥମ ମ୍ୟାଚ ଓ ଦ୍ବିତୀୟ ସେମିଫାଇନାଲ…

ସମର୍ଥ କେନ୍ଦ୍ରରୁ ସ୍ଥାନାନ୍ତର ହେଲେ ୪୨ ଜଣ ଦିବ୍ୟାଙ୍ଗ ଅନ୍ତେବାସୀ

ସମ୍ବଲପୁର: ସମର୍ଥରେ ନିର୍ଯାତିତ ୪୨ ଜଣ ମାନସିକ ଅନଗ୍ରସରଙ୍କୁ ସ୍ଥାନାନ୍ତରିତ କଲେ ସରକାର। ଅନ୍ତେବାସୀଙ୍କ ମଧ୍ୟରେ ଅଛନ୍ତି ୧୫ ମହିଳା ଓ ୨୭ ଜଣ ପୁରୁଷ। ସମ୍ବଲପୁର ସମର୍ଥ ଅନୁଷ୍ଠାନରେ ଦିବ୍ୟାଙ୍ଗଙ୍କୁ ନିର୍ୟାତନା ପରେ ପ୍ରଶାସନର ତତ୍ତ୍ବାବଧାନରେ ୪୨ଜଣ ଅନ୍ତେବାସୀଙ୍କୁ ସ୍ଥାନାନ୍ତରିତ…

ଆହୁରି ମହଙ୍ଗା ହେଲା ସୁନା; ୮୩ ହାଜର ଟପିଲା ଦର

ଭୁବନେଶ୍ୱର: ଏବେ ଚାଲିଛି ବିବାହ ଋତୁ । ହେଲେ ଏହା ଭିତରେ ପୁଣି ଆକାଶଛୁଆଁ ହୋଇଛି ସୁନା ଦର । ୮୩ ହାଜର ଟଙ୍କା ଅତିକ୍ରମ କରିଛି ସୁନା ଦର । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୪ କ୍ୟାରେଟ୍‌ ସୁନା ଦର ୧୭୦ ଟଙ୍କା ବୃଦ୍ଧି ପାଇ ୮୩,୦୨୦ ଟଙ୍କାରେ ପହଞ୍ଚିଛି ।…

ଗିରଫ ହେଲେ କୋଟିପତି ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ

ବଣାଇ: ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ । ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ…

ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ। ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରଛନ୍ତି। ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ…

କଣାସରେ ଝାଡ଼ାବାନ୍ତି ନେଲା ଆଉ ଏକ ଜୀବନ; ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର: ପୁରୀ ଜିଲ୍ଲାର କଣାସ ବ୍ଲକରେ ପ୍ରଦ୍ୟୁଷିତ ଜଳ ପିଇ ଡ଼ାଇରିଆ ବ୍ୟାପିବା ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ମୃତକ ହେଲେ କଣାସ ବ୍ଲକର ଜାଗୁଳେଇପଦର ଗ୍ରାମର ବାସିନ୍ଦା କୃଷ୍ଣ ବେହେରାଙ୍କ ପତ୍ନୀ ଜହ୍ନି ବେହେରା । ସେ ଡାଇରିଆରେ…

ଅଲିଭରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ପ୍ରଥମ ଦିନରେ ୧୮୫ ଅଣ୍ଡା ସଂଗ୍ରହ

କୋଣାର୍କ: ଆରମ୍ଭ ହୋଇଛି ବିରଳ ପ୍ରଜାତି ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକିୟା । କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର ଉପକୂଳରୁ ଗୁରୁବାର ବିଲମ୍ବିତ ରାତିରେ ପ୍ରଥମ କରି ଦୁଇଟି ଅଲିଭରିଡଲେ ୧୮୫ଟି ଅଣ୍ଡା ଦେଇଥିବା ଦେଖିବାକୁ ମିଳିଛି । ଏହି ସମସ୍ତ ଅଣ୍ଡାକୁ ସଂଗୃହିତ କରାଯାଇ ଚନ୍ଦ୍ରଭାଗା…

ଛାତ୍ରାବାସରୁ ୧୫ ଛାତ୍ର ପଳାଇଯିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସରୁ ୧୫ ଜଣ ଛାତ୍ର ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବଣାଇ ବିଇଓ ସୁନୀଲ ମୁଣ୍ଡୁ । ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଦ୍ରୌପଦୀ…