Latest Odisha News

BREAKING NEWS

Browsing Category

ଓଡିଶା

Odisha

ଛାତ୍ରାବାସରୁ ୧୫ ଛାତ୍ର ପଳାଇଯିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସରୁ ୧୫ ଜଣ ଛାତ୍ର ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବଣାଇ ବିଇଓ ସୁନୀଲ ମୁଣ୍ଡୁ । ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଦ୍ରୌପଦୀ…

ଆକ୍ସନ ମୋଡରେ ପୋଲିସ, ଦୁଇ ଦିନ ଧରି ଶିମିଳିପାଳ ଅଭୟାରଣ୍ୟରେ ଚାଲିଛି ବଡ଼ ଧରଣର ରେଡ

କରଞ୍ଜିଆ: ଆକ୍ସନ ମୋଡରେ ଯଶିପୁର ପୋଲିସ। ଶିମିଳିପାଳ ଅଭୟାରଣ୍ୟ ଭିତରେ ଚାଲିଛି ବେଆଇନ୍ ଅଫିମ ଚାଷ । ଏହି ଖବର ପାଇବା ପରେ ଦୁଇ ଦିନ ଧରି ଚାଲିଛି ବଡ଼ ଧରଣର ରେଡ। ଏକ କୋଟିରୁ ଅଧିକ ଟଙ୍କାର ଅଫିମ ଗଛ ଜବତ ହୋଇଛି। ଶିମିଳିପାଳ ଓ ଏହାର ପାଦଦେଶରେ ଦୁଇ ଦିନ ଧରି ବଡ଼ ଧରଣର ରେଡ଼ ହୋଇଛି।…

ଯୁକ୍ତ ତିନି ପ୍ରଶ୍ନପତ୍ର ଲିକ୍ ମାମଲାରେ ଛାତ୍ରଙ୍କ ସମେତ ୧୨ ଗିରଫ

ବରଗଡ଼: ବରପାଲି ମହାବିଦ୍ୟାଳୟରେ ଯୁକ୍ତ ତିନି ଥାର୍ଡ ସେମିଷ୍ଟାର ପରୀକ୍ଷାର ପଲିଟିକାଲ ସାଇନ୍ସ ବିଷୟର ପ୍ରଶ୍ନପତ୍ର ଲିକ ମାମଲା ଏବେ ଚାଞ୍ଚଲ୍ୟ ଖେଳାଇଛି। ଏହି ମାମଲାରେ ୧୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୦ ଜଣ କଲେଜ ଛାତ୍ର ରହିଥିବା ସୂଚନା ମିଳିଛି। ସେହିପରି…

ରାଜ୍ୟର ପ୍ରତି ଜିଲ୍ଲାରେ ସ୍ଥାପନ ହେବ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍

ଭୁବନେଶ୍ୱର: ରାଜ୍ୟର ପ୍ରତି ଜିଲ୍ଲାରେ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ୍ ସ୍ଥାପନ କରାଯିବ। ଏହି ପ୍ରସ୍ତାବକୁ ଗୃହୀତ କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍‌ଥ କେୟାର ସର୍ଭିସେସ୍ ପକ୍ଷରୁ ଏହି ଯୋଜନା ହାତକୁ…

ସରିଗଲା ଶୀତ: ଆରମ୍ଭ ହେଲାଣି ଖରା, ବଢୁଛି ଦିନ ସହ ରାତିର ତାପମାତ୍ରା

ଭୁବନେଶ୍ବର: ଶୀତଋତୁରେ ଶୀତ ଉଭାନ। ରାଜ୍ୟରେ ନାହିଁ ସେମିତି ଥଣ୍ଡା। ସରିଗଲା ଶୀତ। ମାଘ ମାସ ଆହୁରି ୧୫ଦିନ ପରେ ‌ସରିବ। କିନ୍ତୁ ମାଘମାସରେ ଶୀତ କି ଜାଡ଼ ନାହିଁ। ବଢିଲା ଦିନ ସହ ରାତିର ତାପମାତ୍ରା। ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା ।…

ଓଡ଼ିଶାରେ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଶୀତଳ ଭଣ୍ଡାର ସ୍ଥାପନ କରିବାକୁ ଗୁଜୁରାଟ କମ୍ପାନୀ ଆଗ୍ରହୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କନକ୍ଲେଭ ସଫଳତାର ସହ ଶେଷ ହୋଇଛି । ହେଲେ ଏହା ପରେ ମଧ୍ୟ ଓଡ଼ିଶାକୁ ନିବେଶକଙ୍କ ସୁଅ ଛୁଟିଛି । ବର୍ତ୍ତମାନ ଗୁଜୁରାଟର ଫଣିଧର ଗ୍ରୁପ ଓଡ଼ିଶାରେ ନିବେଶ କରିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି । ଏହି ଗ୍ରୁପ ଓଡ଼ିଶାରେ ଶୀତଳ ଭଣ୍ଡାର କରିବା ସହିତ ଖାଦ୍ୟ…

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ମାର୍ଗଦର୍ଶିକା ଜାରି ପରେ ସରକାରଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ବର: ପୂର୍ବ ସରକାର ସମୟରେ ‘ଆମ ଗାଁ ଓ ଆମ ବିକାଶ’ ଯୋଜନାର ନାଁ ପରିବର୍ତ୍ତନ କରି ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କରିଛି ବିଜେପି । ଏଥିପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି ହେବା ପରେ ବିଜେପିକୁ ଘେରିଛନ୍ତି ବିଜେଡି ଓ କଂଗ୍ରେସ । ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର…

ପୂରା ପରିବାରକୁ ନିଶା ଦେଇ ପ୍ରେମିକ ସହ ନାବାଳିକା ଫେରାର

ଯାଜପୁର : ପରିବାର ଲୋକଙ୍କୁ ନିଶାଦେଇ ଘରୁ ଫେରାର ହୋଇଗଲେ ନାବାଳିକା। ପ୍ରେମିକର ପ୍ରରୋଚନାରେ ନାବାଳିକା ଜଣକ ଏପରି କାଣ୍ଡ କରିଥିବା ଜଣାପଡ଼ିଛି । ଏବେ ପୂରା ପରିବା ଯାଜପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପରିବାରେ ୫ ଜଣ ସଦସ୍ୟ ସହ ଝିଅର ବାପା ମଧ୍ୟ ରହିଛନ୍ତି । ସୂଚନା ଅନୁଯାୟୀ…

ଆସନ୍ତା ୩ରେ ଜନ ଅଭିଯୋଗ ଶୁଣାଣି; କାଲିଠୁ ପଞ୍ଜୀକରଣ

ଭୁବନେଶ୍ବର: ଫେବୃୟାରୀ ୩ ତାରିଖ ସୋମବାରରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧…

ପରିବାର ସଦସ୍ୟଙ୍କୁ ନିଶାଦେଇ ନାବାଳିକା ଫେରାର

ଯାଜପୁର: ଯାଜପୁର ଜିଲ୍ଲା କୁଆଖିଆ ଥାନା ନଠୁଆବର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ପ୍ରେମିକର ପ୍ରରୋଚନାରେ ନିଜ ପରିବାର ଲୋକଙ୍କୁ ନିଶାଦେଇ ଘରୁ ଫେରାର ହୋଇଯାଇଛି ନାବାଳିକା । ପରିବାର ଲୋକେ ଯାଜପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ଚିକିତ୍ସାଧୀନ ଥିବା ବାପା…