Latest Odisha News

BREAKING NEWS

Browsing Category

ଓଡିଶା

Odisha

କିଟ୍ ନେପାଳ ଛାତ୍ରୀ ମୃତ୍ୟୁ ମାମଲା; ଉଚ୍ଚସ୍ତରୀୟ କମିଟିରେ ହାଜର ହେଲେ ଅଚ୍ୟୁତ ସାମନ୍ତ

କିଟ୍‌ କାଣ୍ଡ: କିଟ୍‌ ବିଶ୍ବ ବିଦ୍ୟାଳୟରେ ନେପାଳ ଛାତ୍ରୀ ମୃତ୍ୟୁ ମାମଲା । ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେଲେ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ । ଅଚ୍ୟୁତଙ୍କୁ ଛାତ୍ରୀ ମୃତ୍ୟୁ ମାମଲାରେ ଚାଲିଛି ପଚରାଉଚରା । ହାଜର ହେବାକୁ ଗତକାଲି ସମନ କରିଥିଲା ଉଚ୍ଚଶିକ୍ଷା ବିଭାଗ । ସମସ୍ତ…

କନ୍ଧମାଳରେ ୧୦ ହଜାର ୮୫୨ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ଜଣେ ଗିରଫ

କନ୍ଧମାଳ: ଶୁକ୍ରବାର କନ୍ଧମାଳ ଜିଲ୍ଲା ପୋଲିସ ୫ଟି ଥାନା ଅଞ୍ଚଳରେ ଏକ କାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି । ପ୍ରାୟ ୧୦ ହଜାର ୮୫୨ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ପ୍ରଥମ ଥର ପାଇଁ ପୋଲିସ ଏକ କାଳୀନ ବିପୁଳ ପରିମାଣର…

ମାଣ୍ଡିଆରୁ ତିଆରି ହେବ ମଦ, ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର

ଭୁବନେଶ୍ଵର: ଏଣିକି ମାଣ୍ଡିଆରୁ ତିଆରି ହେବ ମଦ । ୨୦୨୫-୨୬ ଅବକାରୀ ପଲିସିକୁ ନେଇ ଅବକାରୀମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏଭଳି କିଛି ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି କହିଛନ୍ତି ଅବକାରୀ କମିଶନର ନରସିଂହ ଭୋଳ । ବୈଠକରେ ଭଲ ବ୍ରାଣ୍ଡର ବିଦେଶୀ ମଦ…

ବଡ଼ ଏନ୍‌କ୍ଲୋଜରକୁ ସ୍ଥାନାନ୍ତର ହେବ ବାଘୁଣି ଜିନତ୍

ବାରିପଦା; ବଡ଼ ଏନ୍‌କ୍ଲୋଜରକୁ ସ୍ଥାନାନ୍ତର ହେବ ବାଘୁଣି ଜିନତ୍ । ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍‌ କୁମାର ଝା । ଜିନତ୍ ଏବେ ଶିମିଳିପାଳରେ ୧ ହେକ୍ଟରର ସଫ୍ଟ ଏନକ୍ଲୋଜରରେ ଅଛି । ସ୍ଥାନାନ୍ତର ପାଇଁ ୮-୯ ହେକ୍ଟରର ବଡ଼ ଏନକ୍ଲୋଜର ତିଆରି କରାଯାଇଛି । ଜିନତ୍କୁ ଏବେ…

୩ ମାସ ଦରମା ମିଳିନି: ମୂଲ ଲାଗିବା ପାଇଁ ଛୁଟି ଆବେଦନ କଲେ ଶିକ୍ଷକ

ବଲାଙ୍ଗୀର: ୩ ମାସ ହେଲା ଦରମା ମିଳିନି । ଅସୁବିଧାରେ ଦିନ କାଟୁଛନ୍ତି ସରକାରୀ ବିଦ୍ୟାଳୟର ଶିକ୍ଷକ । ଏଥିପାଇଁ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କୁ ଦରଖାସ୍ତ ଲେଖିଛନ୍ତି । ଛୁଟି  ଦେଲେ, ମୂଲ ଲାଗି ପରିବାର ପୋଷିବେ । ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ବି କଥାଟି ସତ । ଏମିତି କିଛି ଏକ ଦୁର୍ଭାଗ୍ୟଜନକ…

ବିଧାନସଭାରେ ମାହାଙ୍ଗା ଝଡ, ଅରୁଣ-ସାରଦାଙ୍କ ଭିତରେ କଥା କଟାକଟି

ଭୁବନେଶ୍ଵର: ସରକାରଙ୍କୁ ମହଙ୍ଗା ପଡିଲାଣି ମାହାଙ୍ଗା ପ୍ରସଙ୍ଗ । ବିଧାନସଭାରେ କଥା କଟାକଟି ହେଲେ ଶାସକ ଓ ବିରୋଧି ଗୋଷ୍ଠୀ । ମାହାଙ୍ଗାକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ଅରୁଣ ଆଉ ସାରଦା । ବିଧାନସଭା ଶୂନ୍ୟକାଳରେ ଉଠିଲା ମାହାଙ୍ଗା ପ୍ରସଙ୍ଗ । ମୁହାଁମୁହିଁ ହୋଇଛନ୍ତି ଅରୁଣ ଏବଂ…

‘ଭଗବାନ ଚାହିଁଲେ ବି ବଦଳାଇ ପାରିବେନି ବେଙ୍ଗାଲୁରୁ ସ୍ଥିତି’- କହିଦେଲେ ଶିବ୍ କୁମାର

ବେଙ୍ଗାଲୁରୁ: ଦିନକୁ ଦିନ ଅତିଷ୍ଟ ହେବାରେ ଲାଗିଛି ବେଙ୍ଗାଲୁରୁ ଟ୍ରାଫିକ ସମସ୍ୟା । ଯାହାକୁ ନେଇ ଲୋକ ହନ୍ତସନ୍ତ ହେଉଥିବା ବେଳେ ଏହାକୁ ନେଇ ଏବେ କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ମନ୍ତବ୍ୟ ଚର୍ଚ୍ଚାର ବିଷୟ ପାଲଟିଛି । ନିଜର ଏକ ଅଭିଭାଷଣରେ କହୁ କହୁ ଶିବ କୁମାର…

ସ୍କୁଲ ବନ୍ଦ ପ୍ରସଙ୍ଗ ନେଇ ବର୍ଷିଲେ ଗଣେଶ୍ବର: କହିଲେ, ‘ହେ ସୌଦାଗର, ତୋ ବାକ୍ୟ ତୁ ରକ୍ଷା କର’

ଭୁବନେଶ୍ବର: ଆଜି ଗୃହରେ ସ୍ପୁଲ ବନ୍ଦ ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିଛନ୍ତି ବିଜେଡି ବିଧାୟକ ଗଣେଶ୍ବର ବେହେରା । ସରକାର ପ୍ରତିଶ୍ରୁତି ଦେଉଛନ୍ତି ହେଲେ ପରେ ଏହାକୁ କାର୍ଯ୍ୟକାରୀ କରିବାରେ କୁଣ୍ଠା ପ୍ରକାଶ କରୁଛନ୍ତି । ଏହାକୁ ନେଇ ଗଣେଶ୍ବର କହିଛନ୍ତି, ନିର୍ବାଚନ ପୂର୍ବରୁ ବିଜେପି…

ଏସଏଚଜି ମହିଳାଙ୍କ ପାଇଁ ଖୁସି ଖବର: କାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ଭୁବନେଶ୍ବର: କାଲିଠୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଶକ୍ତି ମେଳା ୨୦୨୫ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପ୍ରଥମ ଥର ପାଇଁ ସରକାର ଏଭଳି କିଛି ପଦକ୍ଷେପ ଗ୍ରହଣ କରିଥିବା ବେଳେ ଏହା ଆସନ୍ତାକାଲି ଠାରୁ ଭୁବନେଶ୍ବର ସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇ ଆସନ୍ତା…

ବିଧାନସଭାରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ, ମିଳିପାରେ ଜାତୀୟ ମାନ୍ୟତା!

ଭୁବନେଶ୍ଵର: ବିଧାନସଭା ବଜେଟ ଅଧିବେଶନର ପ୍ରଶ୍ନକାଳରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ। କଟକର ଐତିହାସିକ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ସ୍ତରରେ ମାନ୍ୟତା ଦେବାକୁ ୟୁନେସ୍କୋ ସହ ରାଜ୍ୟ ସରକାର ଯୋଗାଯୋଗରେ ଥିବା ନେଇ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବାଙ୍କୀ ବିଧାୟକ…