Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର

ଜଗତସିଂହପୁର:ଜଗତସିଂହପୁର ଜିଲ୍ଲା ସଦର ଥାନା ପୁନଙ୍ଗ ଗାଁରେ ଅଭାବନୀୟ ଘଟଣା ଘଟିଛି । ପୁନଙ୍ଗ ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର । ଗାଁ ଭିତରେ ଥିବା ଏକ ଶିବ ମନ୍ଦିର ଭିତରୁ ଶିବ ଲିଙ୍ଗ ଉପରେ ପୂଜକଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ ଗାଁଲୋକେ । ପୋଲିସ୍‌କୁ ଖବର ଦେବା ପରେ…

୧୦ ଆକାଂକ୍ଷୀ ଜିଲ୍ଲାରେ ଆରମ୍ଭ ହେଲା ନ୍ୟାୟ ଓ ସମାଧାନର ବିକଳ୍ପ ମଞ୍ଚ ନାରୀ ଅଦାଲତ

ଭୁବନେଶ୍ବର: ଓଡ଼ିଶାର ୧୦ଟି ଜିଲ୍ଲାରେ ଆରମ୍ଭ ହେଲା ନାରୀ ଅଦାଲତ । ଏହାର ଶୁଭାରମ୍ଭ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହା ବ୍ୟତୀତ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା । ଆଜିଠାରୁ ୭ ଦିନ ଭାବରେ ନାରୀ ଅଦାଲତ କାର୍ଯ୍ୟକ୍ରମ କରାଯିବ । ଅଙ୍ଗନୱାଡି କେନ୍ଦ୍ର ଗୁଡିକରେ…

ରାଜ୍ୟ ସରକାରଙ୍କ ଅନୁମତି ପରେ ଆରମ୍ଭ ହେବ ରତ୍ନ ଅଳଙ୍କାରର ଗଣତି ମଣତି ପ୍ରକ୍ରିୟା..

ପୁରୀ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ରତ୍ନ ଭଣ୍ଡାର ଗଣତି ମଣତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗୁରୁତ୍ୱ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଗଣତି ମଣତି ନେଇ ବୈଠକରେ ଚିଠା ମାର୍ଗଦର୍ଶିକା ଅନୁମୋଦିତ ହୋଇଛି । ଏହା ରାଜ୍ୟ…

Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣାରେ ଗୁରୁତର ସୁଶାନ୍ତ ବିଶ୍ୱାଳ ଆଖିବୁଜିଲେ

ରାଉରକେଲା:ରାଉରକେଲା ବିମାନ ଦୁର୍ଘଟଣାରେ ଗୁରୁତର ସୁଶାନ୍ତ ବିଶ୍ୱାଳ ଆଖି ବୁଜିଛନ୍ତି । ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସୂଚନାଥାଉକି,ଗତ ଶନିବାର(୧୦ ତାରିଖ) ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ସିଟ୍ ବିଶିଷ୍ଟ ଇଣ୍ଡିଆ ଓ୍ବାନ୍‌ ଏୟାର ବିମାନ…

Parking Fee: ନିଜ ଜିଦରୁ ଓହରିଲା ପ୍ରଶାସନ, ୫୦୦ରୁ ୨୪୦କୁ କମିଲା ଭକ୍ତ ନିବାସର ପାର୍କିଂ ଫି

ପୁରୀ: ନିଜ ନିଷ୍ପତ୍ତିରୁ ଓହରିଲା ଶ୍ରୀମନ୍ଦିର ପ୍ରଶାସନ । ଭକ୍ତ ନିବାସରେ ଚାରିଚକିଆ ଯାନ ପାଇଁ ପାର୍କିଂ ଫି ୫ ଶହ ଟଙ୍କାରୁ ୨୪୦ ଟଙ୍କା ରଖିବାକୁ ନିଷ୍ପତ୍ତି ହୋଇଛି । ଏହି ନିୟମ ଆସନ୍ତାକାଲି (୧୭ ଜାନୁଆରୀ) ଠାରୁ ଲାଗୁ କରାଯିବ । ପୁରୀରେ ବସିଥିବା ପରିଚାଳନା କମିଟି ବୈଠକରେ ଏହି…

Private Bus Owners Protest: ‘ମୁଖ୍ୟମନ୍ତ୍ରୀ ନ ଶୁଣିଲେ ୨୪ ପରେ ସାରା ରାଜ୍ୟରେ ବସ୍‌ ସେବା ବନ୍ଦ’

କଟକ: ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍‌ କ୍ୱାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଯାଇଛି । ମୁଖ୍ୟମନ୍ତ୍ରୀ ବସ୍‌ ସେବା ବନ୍ଦ କରିବାକୁ ଘରୋଇ ବସ୍ ମାଲିକ ସଂଘର ଦାବି । ଆସନ୍ତା ୨୩ ସୁଦ୍ଧା ଦାବିର ସମାଧାନ କରିବା ପାଇଁ ଚେତାବନୀ ଦେଇଛନ୍ତି ମାଲିକ ସଂଘ। ଏନେଇ ସୂଚନା ଦେଇଛନ୍ତି ଘରୋଇ…

ବାଥରୁମରୁ ସନ୍ଦେହଜନକ ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: କନଷ୍ଟେବଳଙ୍କ ସନ୍ଦେହଜନକ ମୃତ୍ୟୁ। ବାଥରୁମରୁ ମିଳିଲା ମୃତଦେହ। ମୃତକ ହେଲେ ମୋଚିରାମ ମାରାଣ୍ଡି । ସେ ରହୁଥିବା ଭଡ଼ା ଘରୁ ମୃତଦେହକୁ ଗତକାଲି ଜବତ କରିଛି ପୋଲିସ । ମୃତ କନଷ୍ଟେବଳ ଜଣକ ଧଉଳି ଥାନାରେ ପୋଷ୍ଟିଂ ହୋଇଥିଲେ । କନଷ୍ଟେବଳ ମୋଚିରାମ ଗତ ଦୁଇ ଦିନ ଧରି ଛୁଟିରେ ଥିଲେ।…

Bird Count: ଶୀତ ଋତୁରେ ହୀରାକୁଦକୁ ବିଦେଶୀ ପକ୍ଷୀଙ୍କ ଆଗମନ, ଆସନ୍ତାକାଲିଠୁ ପକ୍ଷୀ ଗଣନା…

ସମ୍ବଲପୁର: ଚଳିତ ଶୀତ ଋତୁରେ ଆସିଥିବା ବିଦେଶୀ ପକ୍ଷୀଙ୍କ ଗଣନା ଆସନ୍ତାକାଲିଠାରୁ ହୀରାକୁଦରେ ଆରମ୍ଭ ହେବ । ଏଥିପାଇଁ ଜଳଭଣ୍ଡାର ଓ ଆଖପାଖରେ ଥିବା ଜଳାଶୟ ସହିତ ଜଙ୍ଗଲକୁ ୨୧ଟି ସେକ୍ସନ କରାଯାଇଛି । ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ଏହି ଗଣନା…

Teachers Fight: ମାରପିଟ ହୋଇ ଲହୁଲୁହାଣ ହେଲେ ୨ ଶିକ୍ଷୟିତ୍ରୀ, ତଦନ୍ତ ପାଇଁ ବିଡିଓଙ୍କ ନିର୍ଦ୍ଦେଶ

ସମ୍ବଲପୁର: ଛାତ୍ରଛାତ୍ରୀଙ୍କ ଆଗରେ ପିଟାପିଟି ହୋଇ ଲହୁଲୁହାଣ ହେଲେ ୨ ଶିକ୍ଷୟିତ୍ରୀ । ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ସମ୍ବଲପୁର ଜିଲ୍ଲାରୁ । ବୁର୍ଲାର କିର୍ବା ପ୍ରାଥମିକ ବିଦ୍ୟାଳୟରେ ପିଟାପିଟି ହେଲେ ୨ ଶିକ୍ଷୟିତ୍ରୀ । ଗୁରୁବାର ଘଟଣା ଘଟିଥିବା ବେଳେ ତଦନ୍ତ ନିର୍ଦ୍ଦେଶ…

Sand Mafia: ଦ୍ବୀତିୟ ଦିନରେ ବାଲି ମାଫିଆଙ୍କ ଠିକଣାରେ ଚାଲିଛି ରେଡ୍, ମିଳୁଛି ପୁଳା ପୁଳା ଟଙ୍କା…

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ବିଜେଡି ନେତାଙ୍କ ସମେତ ବହୁ ଠିକାଦାର ଓ ବାଲି ବ୍ୟବସାୟୀଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢାଉ ଜାରି ଜାରି ରହିଛି । ଏହି ଚଢାଉ ସମୟରେ ଆଲମିରା ଭର୍ତ୍ତି ଟଙ୍କା ମିଳିଛି । ଯାହା ପ୍ରବର୍ତ୍ତନ ନିର୍ଦ୍ଦେଶାଳ ଅଧିକାରୀଙ୍କ ହୋସ୍ ଉଡାଇ ଦେଇଛି ।…