Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗ୍ରେଟର୍‌ ଭୁବନେଶ୍ବର ପାଇଁ ନକ୍ସା ପ୍ରସ୍ତୁତ: ଆଉ ରହିବନି ଟ୍ରାଫିକ୍ ସମସ୍ୟା

ଭୁବନେଶ୍ୱର: ରାଜଧାନୀର ବର୍ଦ୍ଧିତ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସରକାର ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ସହରରେ ଏକାଧିକ ସଡ଼କ, ଫ୍ଲାଏଓଭର, ରେଳ ଓଭରବ୍ରିଜ୍‌, ରିଙ୍ଗ୍‌ରୋଡ୍‌ ନିର୍ମାଣ ଯୋଜନା ହୋଇଛି। ଗ୍ରେଟର୍‌ ଭୁବନେଶ୍ବର ପାଇଁ ନକ୍ସା ପ୍ରସ୍ତୁତ ହୋଇଛି। ଗାଡି ଚଳାଚଳ ଓ…

ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଭୋଗ ଦୋକାନ

କେନ୍ଦୁଝର: ଭୋଗ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ । ଜଳିଗଲା ୧୦ରୁ ଅଧିକ ଦୋକାନ। କେନ୍ଦୁଝର ଜିଲ୍ଲା ଘଟଗାଁ ମା ତାରିଣୀଙ୍କ ମନ୍ଦିର ସମ୍ମୁଖରେ ଥିବା ଭୋଗ ଦୋକାନରେ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ୧୦ରୁ ଅଧିକ ଦୋକାନ ଜଳିଯାଇଛି । ମନ୍ଦିରର ୨ ନମ୍ବର ଗେଟ୍ ନିକଟରେ ଅଗ୍ନିକାଣ୍ଡ ଘଟିଛି।…

ନିର୍ଦ୍ଵନ୍ଦ୍ଵରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ସୁଜିତ କୁମାର

ଭୁବନେଶ୍ଵର: ଆଜି ଥିଲା ରାଜ୍ୟସଭା ଉପ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ। ଓଡ଼ିଶାରୁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ବିଜେପି ପ୍ରାର୍ଥୀ ସୁଜିତ କୁମାର। ତାଙ୍କ ବିପକ୍ଷରେ ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି। ଏନେଇ ସୁଜିତ କୁମାର…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ୩ ଆଇପିଏସ୍ ଅଧିକାରୀ

ଭୁବନେଶ୍ବର: କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଉ ୩ ଜଣ ଆଇପିଏସ୍ ଅଧିକାରୀ । କିଛି ଦିନ ପୂର୍ବରୁ ଆଶିଷ ସିଂ ଓ ଡି.ଏସ୍ କୁଟ୍ଟେ ଡେପୁଟେସନରେ ଯାଇଥିବାବେଳେ, ବର୍ତ୍ତମାନ ଅସିତ ପାଣିଗ୍ରାହୀ, ଅମିତାଭ ଠାକୁର ଏବଂ ରାଜେଶ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯିବେ । ଏନେଇ ରାଜ୍ୟ ସରକାରଙ୍କୁ…

ପଦ୍ମ ଧରିଲେ ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର: ପଦ୍ମ ଧରିଲେ ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷା। ସୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରମିଳା କୁମାରୀ ପ୍ରଧାନ ବିଜେପିରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ବେଲଗୁଣ୍ଠାର ପୂର୍ବତନ ସରପଞ୍ଚ ପ୍ରମୋଦ କୁମାର ପ୍ରଧାନ ମଧ୍ୟ ବିଜେଡି ଛାଡି ଆନୁଷ୍ଠାନିକ…

୧୭ରୁ ରତ୍ନଭଣ୍ଡାର ମରାମତି, ୩ ମାସ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାମ ଧାର୍ଯ୍ୟ ହେଲା ତାରିଖ । ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାମ । ଆଜି ବସିଥିବା ଛତିଶା ନିଯୋଗ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଶ୍ରୀ ପାଢୀ କହିଛନ୍ତି…

ଓପିଟିସିଏଲ ଯନ୍ତ୍ରୀଙ୍କ କ୍ୟାଡ଼ର ପୁନର୍ଗଠନ ପ୍ରସ୍ତାବରେ ଅହେତୁକ ବିଳମ୍ବ

ଭୁବନେଶ୍ବର: ଓଡ଼ିଶା ବିଦ୍ୟୁତ ଶକ୍ତି ସଂଚାର ନିଗମ( ଓପିଟିସିଏଲ) ଯନ୍ତ୍ରୀ ସଂଘର ଭୁବନେଶ୍ବର, ଅନୁଗୁଳ, ବ୍ରହ୍ମପୁର ବବଙ୍ଗ ବାଲେଶ୍ବର କ୍ଷେତ୍ରର ଆଞ୍ଚଳିକ କାର୍ଯ୍ୟକାରିଣୀ ବୈଠକ ଗତ ସପ୍ତାହରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଦୀର୍ଘ ବର୍ଷ ଧରି ନିଗମ କର୍ତ୍ତୃପକ୍ଷ ଦ୍ବାରା କ୍ରମାଗତ…

ରାଜ୍ୟର ୮୭ଟି ଜେଲରେ ଥିବା ୪୦୦ କଏଦୀଙ୍କ ସଜା ହେବ କୋହଳ

ଭୁବନେଶ୍ୱର: କଏଦୀଙ୍କ ପାଇଁ ଆସିଲା ଖୁସି ଖବର । କଏଦୀଙ୍କ ସଜା କୋହଳ କରିବେ ସରକାର । ରାଜ୍ୟର ୮୭ଟି ଜେଲ୍‌ରେ ଥିବା ୪୦୦ କଏଦୀଙ୍କ ସଜା କୋହଳ ହେବ । ଜେଲ୍‌ ପ୍ରତିଷ୍ଠା ଦିବସ ଅବସରରେ ଦୃଷ୍ଟିକୁ ରଖି ଜେଲ୍‌ ବିଭାଗ ପକ୍ଷରୁ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ସବୁବେଳେ ଏହି କଏଦୀମାନେ…

କୃଷି ବିଭାଗର ୫ଟି ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର: ଧାନ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ନେଇ ମଙ୍ଗଳବାର କୃଷି ବିଭାଗର ୫ଟି ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ ହୋଇଛି । ଆଜି କୃଷି ଭବନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଆଇଆରଆରଆଇ, ଆଇସିଆରଆଇଏସଏଟି, ଆଇସିଏଆରଡ଼ିଏ, ଏମଏସଏସଆରଏଫ୍ ଓ ଏଏଫସି ଇଣ୍ଡିଆ ଲିମିଟେଡ଼ ମଧ୍ୟରେ…

ପୁନରୁଦ୍ଧାର ହେବ ଆସିକା ଚିନି ଶିଳ୍ପ, ଗଠନ ହେବ ଟାସ୍କ ଫୋର୍ସ

ଭୁବନେଶ୍ୱର: ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ କରାଯିବ । ଏଥିପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ । ଆଉ ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ…