Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡିସେମ୍ବର ୧୪ରୁ ସୋଆରେ ଆନ୍ତର୍ଜାତିକ ଫିଜିଓଥେରାପି ସମ୍ମିଳନୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ହେବ ଆନ୍ତର୍ଜାତିକ ଫିଜିଓଥେରାପି ସମ୍ମିଳନୀ।  ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗ, ଇଣ୍ଡିଆନ୍‌ ଆସୋସିଏସନ୍‌ ଅଫ୍‌ ଫିଜିଓଥେରାପି (ଆଇଏପି) ଉତ୍କଳ ଶାଖା ଏବଂ…

ସଜନାଛୁଇଁ ଆଚାର : ଥରେ କଲେ ବର୍ଷସାରା ଖାଉଥିବେ

ଭୁବନେଶ୍ବର: ସବୁବେଳେ ଆମ୍ବ ,ଲେମ୍ବୁ ଆଚାର କେତେ ଖାଇବେ ଆସନ୍ତୁ ଆଜି ଶିଖିବା ସଜନାଛୁଇଁର ଆଚାର ପ୍ରଣାଳୀ । ଏବେ ଶୀତଋତୁରେ ସଜନାଛୁଇଁ ଗଛରେ ଭରି ହେଲାଣି । ତେବେ ଆସନ୍ତୁ ପୋଷକତତ୍ତ୍ବରେ ଭରପୂର ସଜନାଛୁଇଁରୁ ତିଆରି କରିବା ଆଚାର । କେମିକାଲ ଫ୍ରି ଆଚାର ଘରେ କରି ଖାଆନ୍ତୁ ଓ ଖୁଆନ୍ତୁ ।…

ହଳଦୀପତ୍ରରୁ ବାହାରିବ ତେଲ, କେଜିକୁ ୧୦ହଜାର

କୋରାପୁଟ: ହଳଦୀପତ୍ର ଏବେ କରିବ ମାଲାମାଲ୍ । ଏହି ପତ୍ରରୁ ବାହାରିବ ତେଲ । ଯାହାର ବଜାର ମୂଲ୍ୟ ରହିଛି କେଜି ପିଛା ୧୦ହଜାର ଟଙ୍କା । କୋରାପୁଟ ଜିଲ୍ଲା ପ୍ରଶାସନ ଓ ଓରମାସର ମିଳିତ ଉଦ୍ୟମରେ ପରୀକ୍ଷାମୂଳକ ଭାବେ ଲକ୍ଷ୍ମୀପୁର ବ୍ଲକ ତୟାପୁଟ ଅଞ୍ଚଳର ଚାଷୀଙ୍କଠାରୁ ସଂଗୃହୀତ ହଳଦୀପତ୍ରରୁ ଆରମ୍ଭ…

ସର୍ବ ଭାରତୀୟ ହକି ଚାମ୍ପିୟନସିପ: ସୁରକ୍ଷା ବ୍ୟବସ୍ଥାକୁ ନେଇ ଡିଜିପିଙ୍କ ସମୀକ୍ଷା ବୈଠକ

ଭୁବନେଶ୍ଵର: କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ ୭୩ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ -୨୦୨୫। ଓଡିଶା ପୋଲିସ ଆନୁକୂଲ୍ୟରେ ହେବାକୁ ଥିବା ଏହି ହକି ଚାମ୍ପିୟନସିପ ପାଇଁ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ…

ଗୁଇନ୍ଦା ବିଭାଗ ହାତରେ ମହିଳା ବ୍ରାଉନ ସୁଗାର ମାଫିଆ, ଘରୁ ବାହାରୁଛି ପୁଳାପୁଳା ଟଙ୍କା

ଭଦ୍ରକ: ଭଦ୍ରକରେ ମାତିଛନ୍ତି ମହିଳା ବ୍ରାଉନ ସୁଗାର ମାଫିଆ । ଖୁଲମଖୁଲା ବେପାର ଚାଲିଥିବାବେଳେ ସୂଚନା ପାଇ ମାଡି ବସିଲା ପୋଲିସ । ଏହି ଚଢ଼ାଉ ସମୟରେ ବ୍ରାଉନସୁଗାର ଜବତ ସହ ୨୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ କରିବା ସହ ଏଥିରେ ସମ୍ପୃକ୍ତ ଥିବା ମହିଳାକୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି…

ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡଗିରି ସବରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣୀ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ। ଲାଞ୍ଚ ନେଉଥିବା ସମୟରେ ରେଡ୍ ହ୍ୟାଣ୍ଡରେ ଧରିଛି ଭିଜିଲାନ୍ସ। ସୋମବାର ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର ଲାଞ୍ଚ ନେଉଥିବା ସମୟରେ ମାଡିବସିଛି ଭିଜିଲାନ୍ସ। ତାଙ୍କ କାର୍ଯ୍ୟାଳୟରୁ ୧୫ଲକ୍ଷ ୮ହଜାର ୫୫୦ଟଙ୍କା…

କଟକରେ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ବିଧା, ଗୋଇଠା ମରାମରି

କଟକ: କଟକ ସ୍ଥିତ ନେତାଜୀ ସୁଭାଷ ମେମୋରିଆଲ୍ ସିଟି କଲେଜରେ ସୋମବାର ଦିନ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ପରେ ଉତ୍ତେଜନା ଦେଖାଦେଇଥିଲା। ସୂଚନାନୁସାରେ କିଛି ସ୍ଥାନୀୟ ଅସାମାଜିକ ବ୍ୟକ୍ତି ନିୟମିତ ଭାବରେ କଲେଜ ପରିସରରେ ପଶି ବିଶୃଙ୍ଖଳା ସୃଷ୍ଟି କରିଥିଲେ। ସେମାନେ…

ଗୁଣିଗାରେଡି ସନ୍ଦେହରେ ହତ୍ୟା: ଜଳୁଥିବା ଜୁଇରେ ଆଉ ଜଣଙ୍କୁ ଜାଳିଦେଲେ

କୋରାପୁଟ: ଆଜିର ସଭ୍ୟ ସମାଜରେ ବେଶୀ ଅସଭ୍ୟ ହେଉଛି ମଣିଷ। ଭୁଲିଯାଉଛି ମଣିଷପଣିଆ। ଗୁଣିଗାରେଡ଼ିର ବିଶ୍ଵାସ କରି ମଣିଷ ଘଟାଉଛି ନାରକିଅ କାଣ୍ଡ। ଏଭଳି ଏକ ବିଭତ୍ସ ଚିତ୍ର ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲାରେ । କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡି ପଞ୍ଚାୟତ ଝାରାପା ଗାଁରେ ଆଜି ଜଣେ…

ବିଦ୍ୟୁତ୍ ଜନିତ ଆଘାତରୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ଟିପିଏସ୍ଓଡିଏଲର ବ୍ୟାପକ ପ୍ରୟାସ

ବ୍ରହ୍ମପୁର: ଅନେକ ସମୟରେ ଦେଖିବାକୁ ମିଳୁଛିଯେ, ବିଦ୍ୟୁତ୍ ତାର ଲାଗି ବନ୍ୟଜନ୍ତୁ ମାନେ ପ୍ରାଣ ହରାଉଛନ୍ତି । ବିଦ୍ୟୁତ୍ ଜନିତ ଆଘାତରୁ ବନ୍ୟପ୍ରାଣୀଙ୍କୁ ରକ୍ଷା କରିବା ଏବଂ ଜୈବ ବିବିଧତାକୁ ସୁରକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ…

ସରକାରୀ ବାସଭବନ ଛାଡୁନାହାଁନ୍ତି ୧୪ ପୂର୍ବତନ ବିଧାୟକ

ଭୁବନେଶ୍ୱର: ସରକାରୀ ବାସଭବନ ଛାଡୁନାହାଁନ୍ତି ପୂର୍ବତନ ବିଧାୟକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଓଡିଶା ବିଧାନସଭାରେ ପ୍ରଦାନ କରିଥିବା ତଥ୍ୟ ଅନୁଯାୟୀ ୧୪ ଜଣ ପୂର୍ବତନ ବିଧାୟକ ସରକାରୀ କ୍ୱାର୍ଟର୍ସ ଦଖଲ କରି ରଖିଛନ୍ତି। ବିଧାୟକ ମାନସ କୁମାର ଦତ୍ତଙ୍କ ଏକ ପ୍ରଶ୍ନର ଉତ୍ତରରେ…