Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବ ଦାସ ହତ୍ୟାକାଣ୍ଡ ମାମଲା; ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗରେ ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ଦାବି କରିବା ପରେ ଆଜି ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଏହି ମାମଲାରେ ତଦନ୍ତ ପ୍ରକ୍ରିୟା କଣ ହେବ, ସେ ନେଇ ସରକାର…

ରାଜଧାନୀରେ ଦୁର୍ଘଟଣା ଘଟାଇଲା ମୋ’ ବସ୍‌; ୩ ଗାଡ଼ି କ୍ଷତିଗ୍ରସ୍ତ, ୪ ଆହତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ସିରିଜ୍‌ ଦୁର୍ଘଟଣା । ରାଜମହଲ-ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ରାସ୍ତାରେ ପଛକୁ ପଛ ପିଟି ହେଲା ମୋ ବସ୍‌ । ଏହି ମୋ ବସ୍‌ ଧକ୍କାରେ ୩ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।…

ସମ୍ପ୍ରସାରିତ ହେବ ରାଜଧାନୀ ଭୁବନେଶ୍ବର

ଭୁବନେଶ୍ବର: ସମ୍ପ୍ରସାରିତ ହେବ ଭୁବନେଶ୍ବର । ଭୁବନେଶ୍ବରକୁ ଏକ ନୂଆ ମଡେଲର ସହରର ଭାବେ ବନାଯିବ । ଏହାକୁ ନେଇ ଆଜି ସୂଚନା ଦେଇଛନ୍ତି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର । ଏନେଇ ମନ୍ତ୍ରୀ କହିଛନ୍ତି, ବିକଶିତ ଓଡ଼ିଶା-୨୦୩୬ ପରିକଳ୍ପନା ସତ କରିବାକୁ…

ଅଯୋଗ୍ୟ ହିତାଧିକାରୀ ସରେଣ୍ଡର କଲେ ହେବନି କାର୍ଯ୍ୟନୁଷ୍ଠାନ…

ଭୁବନେଶ୍ବର: ରାସନ କାର୍ଡରେ ଇ-କେଓ୍ବାଇସି ନେଇ ବଡ ଅପଡେଟ୍ ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଯେଉଁମାନେ ରାସନ ପାଇଁ ଅଯୋଗ୍ୟ ହୋଇ ମଧ୍ୟ, ଏହାର ଫାଇଦା ଉଠାଉଛନ୍ତି, ସେମାନଙ୍କୁ ଆତ୍ମସମର୍ପଣ କରିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ । ଏନେଇ ମନ୍ତ୍ରୀ କହିଛନ୍ତି,…

ସରିଲା କୁମ୍ଭୀର ଗଣନା, ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

କେନ୍ଦ୍ରାପଡା: ଆଜିଠୁ ସାଧାରଣ ଲୋକଙ୍କ ପାଇଁ ଖୋଲିଛି ଭିତରକନିକା । ଗତ ୧୪ ତାରିଖରୁ ଭିତରକନିକାରେ କୁମ୍ଭୀର ଗଣନା ଚାଲିଥିବାରୁ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବା ନେଇ ସୂଚନା ଦେଇଥିଲେ ଭିତରକନିକା କର୍ତ୍ତୃପକ୍ଷ । ଯାହା ପୁଣି ଆଜିଠୁ ଖୋଲିଛି । ଅନ୍ୟପଟେ ଏବେ ସରିଛି…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଜବାବ ମାଗିଲେ ହାଇକୋର୍ଟ…

ଭୁବନେଶ୍ବର: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗଙ୍କ ପ୍ରବେଶ ପ୍ରସଙ୍ଗକୁ ନେଇ ଏବେ ମୁଖ୍ୟ ପ୍ରଶାସକଙ୍କୁ ଜବାବ ମାଗିଛନ୍ତି, ହାଇକୋର୍ଟ । ହ୍ବିଲ ଚେୟାର ମାଧ୍ୟମରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ବ୍ୟବସ୍ଥା ପ୍ରସଙ୍ଗକୁ ନେଇ ଦାୟର ଜନସ୍ବାର୍ଥ ମାମଲା ଉପରେ ଶୁଣାଣି…

ସୁରକ୍ଷାକର୍ମୀଙ୍କ ବଡ଼ ସଫଳତା: ମାଓବାଦୀଙ୍କ ବନ୍ଧୁକ କାରଖାନା ଠାବ

ମାଲକାନିଗିରି: ସୁରକ୍ଷାକର୍ମୀଙ୍କୁ ପୁଣି ଏକ ବଡ଼ ସଫଳତା। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜଙ୍ଗଲରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ ହୋଇଛି। ଆଜି ଏକ ମାଓ ବିରୋଧୀ ଅଭିଯାନରେ, ୨୦୩ କୋବ୍ରା ବାଟାଲିୟନ ଏବଂ ୧୩୧ ବାଟାଲିୟନ ସିଆରପିଏଫର ଏକ ମିଳିତ ଦଳ ସର୍ଚ୍ଚ ଅପରେସନ…

ଶୀତ ଉଭାନ, କଲବଲ କରୁଛି କୁହୁଡି, ଚିନ୍ତା ବଢାଇଲାଣି ଜାନୁଆରୀ ତାତି

ଭୁବନେଶ୍ଵର: ରାଜ୍ୟରେ କମିଛି ଶୀତ କିନ୍ତୁ କଲବଲ କରୁଛି କୁହୁଡି। ଆଜି ସକାଳୁ ସକାଳୁ ଟ୍ଵିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଏପରିକି ଦୃଶ୍ୟମାନ ଦୂରତା ୧୦ ରୁ ୨୦ ମିଟର ରହିଛି । ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଭୁବନେଶ୍ୱର ଏବଂ କଟକ…

ଆଇଏଏସ ସ୍ତରରେ ଅଦଳବଦଳ, ହେମନ୍ତ ଶର୍ମାଙ୍କ ପଦୋନ୍ନତି

ଭୁବବେଶ୍ଵର: ରାଜ୍ୟ ସରକାରଙ୍କ ବଡ ଘୋଷଣା । ଆଇଏଏସ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ହେମନ୍ତ ଶର୍ମାଙ୍କ ପଦୋନ୍ନତି । ସେହିପରି ଆଇଏଏସ ରଞ୍ଜନା ଚୋପ୍ରାଙ୍କୁ ମଧ୍ୟ ଉପରିସ୍ତ ଗ୍ରେଡ୍‌କୁ ପଦୋନ୍ନତି କରିଛନ୍ତି ସରକାର । ପୂର୍ବରୁ ଇଡକୋର…

ଗଠନ ହେଲା ଷଷ୍ଠ ଅର୍ଥ ଆୟୋଗ; ଅରୁଣ କୁମାର ପଣ୍ଡା ଅଧ୍ୟକ୍ଷ

ଭୁବନେଶ୍ବର: ଓଡ଼ିଶା ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିଛନ୍ତି । ଏହାର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଅରୁଣ କୁମାର ପଣ୍ଡାଙ୍କୁ ନିଯୁକ୍ତ କରାଯାଇଛି । ସେହିପରି ସଦସ୍ୟ ଭାବେ ଏକ୍ସଆଇଏମବି ପ୍ରଫେସର ଅସିତ୍ ରଞ୍ଜନ ମହାନ୍ତି, ପୁଡୁଚେରୀ ବିଶ୍ୱବିଦ୍ୟାଳୟର ଅର୍ଥନୀତି…