Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୂଆପଡ଼ା ଗସ୍ତ କରି ମାଓ ଦମନ ଉପରେ ସମୀକ୍ଷା କଲେ ପୋଲିସ ମହାନିର୍ଦ୍ଦେଶକ

ନୂଆପଡ଼ା: ଓଡିଶା ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ନୂଆପଡ଼ା ଜିଲ୍ଲା ଗସ୍ତରେ ଆସି ମାଓ ଦମନ ଅଭିଯାନ ସମ୍ପର୍କରେ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହା ସହିତ ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇଥିଲେ । ପୋଲିସ ଆଇଜି ଅପରେସନ,…

ଭିତରକନିକାରେ ବଢିଲା ବଉଳା କୁମ୍ଭୀର ସଂଖ୍ୟା

କେନ୍ଦ୍ରାପଡା: ଭିତରକନିକା ପାଇଁ ଖୁସି ଖବର । ବଢ଼ିଲା ବଉଳା କୁମ୍ଭୀର ସଂଖ୍ୟା । ପ୍ରତିବର୍ଷ ଭଳି ଚଳିତବର୍ଷ ଭିତରକନିକାରେ ବଉଳା କୁମ୍ଭୀର ଗଣନା କରାଯାଇଥିଲା । ଚଳିତମାସ ୧୪ ତାରିଖରୁ ଆରମ୍ଭ ହୋଇଥିବା କୁମ୍ଭୀର ଗଣନା ଆଜି ଶେଷ ହୋଇଛି । ୧୮୨୬ଟି ବଉଳା କୁମ୍ଭୀର ଚିହ୍ନଟ ହୋଇଛନ୍ତି ।…

ନୌସେନା ଚାକିରିରେ ଯୋଗଦେବାକୁ ଯିବାବେଳେ ଯୁବକ ନିଖୋଜ

ବ୍ରହ୍ମପୁର: ଚାକିରି କରିବାକୁ ଯାଇ ନିଖୋଜ ହୋଇଗଲେ ପୁଅ । ଆଉ ଏହି ଖବର ପାଇ ଦେହରେ ଜୀବନ ନଥିଲା ପରି ଘରେ ପଡି ରହିଛି ମାଆ । କାନ୍ଦି କାନ୍ଦି ମା’ ଆଖିରୁ ଲୁହ ଶୁଖିଗଲାଣି ସିନା ହେଲେ ପୁଅର କୌଣସି ଖୋଜ ଖବର ନାହିଁ । ବ୍ରହ୍ମପୁର ଗେଟ୍‌ ବଜାରର ସୌରଭ କୁମାର ପାତ୍ର । ସେ କେରଳର କୋଚି…

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା

ଭୁବନେଶ୍ବର: ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା । ସିଲିକନ୍ କାର୍ବାଇଡ୍ (ଏସଆଇସି) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆରଆଇଆର ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ ପାଇଁ ଏକ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜ୍‌ କୁ ଓଡ଼ିଶା…

୫ ହଜାର ଡାକ୍ତରଙ୍କୁ ମିଳିବ ଶୀଘ୍ର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସେଥିମଧ୍ୟରୁ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି ।…

ମାଣ୍ଡିପଙ୍କା ପରେ କଣାସ !

ଭୁବନେଶ୍ବର: ପୁରୀ ଜିଲ୍ଲା କଣାସରେ ଝାଡାବାନ୍ତିରେ ୪ଜଣଙ୍କ ମୃତ୍ୟୁ ହୋଇଛି । ଗତ ୧୦ଦିନ ଧରି ବିଭିନ୍ନ ପଞ୍ଚାୟତର ପ୍ରାୟ ୨୫୦ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏବେବି ଅନେକଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ହେଲେ ସରକାର ଲୋକଙ୍କ ସହ ନଥିବା ବିଜେଡି ଅଭିଯୋଗ କରିଛି ।…

ଭିଜିଲାନ୍ସ ଜାଲରେ ଡାକ୍ତର ବାବୁ, ପୋଷ୍ଟମର୍ଟମ ରିପୋର୍ଟ ପାଇଁ ଲାଞ୍ଚ ନେଲା ବେଳେ କାବୁ

କଟକ: ଭିଜିଲାନ୍ସ ଜାଲରେ ଡାକ୍ତର ବାବୁ। ଲାଞ୍ଚ ନେବା ବେଳେ ଧରାପଡିଲେ କଟକ ବଡ଼ମ୍ବା ସିଏଚସି ଡାକ୍ତର ବିଶ୍ବନାଥ ଅଢ଼େକ। ଏକ ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ କାବୁ କଲା ଭିଜିଲାନ୍ସ। ୫,୦୦୦ ଦାବି କରି ଦ୍ବିତୀୟ କିସ୍ତିରେ ୨ ହଜାର ନେଉଥିଲେ। ଏହି ସମୟରେ ଧରାପଡ଼ିଛନ୍ତି…

ରାଜ୍ୟ କ୍ୟାବିନେଟ୍‌ରେ ୧୦ ପ୍ରସ୍ତାବକୁ ଅନୁମୋଦନ, ପ୍ରତି ପଞ୍ଚାୟତରେ ଖୋଲିବ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ ବୈଠକରେ ମୋଟ ୯ଟି ବିଭାଗର ୧୦ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ…

ନନ୍ଦନକାନନରେ ଚିକିତ୍ସାଧିନ ଅବସ୍ଥାରେ ଛୁଆ ହାତୀ ମୃତ

ଭୁବନେଶ୍ବର:ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୁଧବାର ଦିନ ଚାଲିଗଲା ହାତୀ ଛୁଆର ଜୀବନ । ଗତ ୬ତାରିଖରେ କରଞ୍ଜିଆରୁ ଉଦ୍ଧାର ହୋଇଥିବା ଏହି ଛୁଆ ହାତକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଇଥିଲା । ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ହାତୀର ମୃତ୍ୟୁ ଘଟିଥିବା ନନ୍ଦନକାନନର ଉପନିର୍ଦ୍ଦେଶକ ସନଥ…

ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ କ୍ରିକେଟ୍ ମ୍ୟାଚ୍, ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଏହି ଅବସରରେ ମ୍ୟାଚର ପ୍ରଥମ ଟିକେଟ ପୁରୀ ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ପ୍ରଦାନ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ବାରବାଟୀ…