Latest Odisha News

BREAKING NEWS

Browsing Category

ଓଡିଶା

Odisha

ଫେବୃଆରୀ ୧୩ରୁ ଓଡିଶା ବିଧାନସଭା ଅଧିବେଶନ, ୧୭ରୁ ବଜେଟ୍

ଭୁବନେଶ୍ୱର: ଫେବୃଆରୀ ୧୩ ତାରିଖରୁ ବିଧାନସଭାରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଫେବୃଆରୀ ୧୭ରେ ଉପସ୍ଥାପନ ହେବ ବଜେଟ୍ । ଏପ୍ରିଲ ୫ ତାରିଖ ଯାଏଁ ୨ଟି ପର୍ଯ୍ୟାୟରେ ଚାଲିବ । ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ…

ଏଣିକି ଓଡିଆରେ ଏମବିଏ ପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ ଏମବିଏ (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା ପାଇବେ । ଏନେଇ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଆଇଜିଏନଓୟୁ) ପ୍ରଥମ ଥର ପାଇଁ ଓଡ଼ିଆ ଭାଷାରେ ଏମବିଏପୁସ୍ତକ ପ୍ରସ୍ତୁତ କରିଛି । ଏନେଇ ସୂଚନା…

ଏନକାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ନିହତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୀମାନ୍ତରେ ସୁରକ୍ଷା ବାହିନୀକୁ ମିଳିଛି ବଡ଼ଧରଣର ସଫଳତା । ଏନ୍‌କାଉଣ୍ଟରରେ କୋଟିଏ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ ଚଳପତି ଓରଫ ଜୟରାମର ମୃତ୍ୟୁ ହୋଇଛି । ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୋଲିସ ଓ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ନିହତ…

ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଟଙ୍କା ନେଇଗଲେ

ଚନ୍ଦନପୁର: ପୁଣି ଶିରୁଳି ମହାବୀର ମନ୍ଦିରରୁ ଚୋରି। ହୁଣ୍ଡିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ସେବାୟତ ମାନେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୁର୍ତ୍ତ ଶିରୁଳି ମହାବୀର ମନ୍ଦିରର ହୁଣ୍ଡି ଭାଙ୍ଗି ଟଙ୍କା ଚୋରି କରିଛନ୍ତି। ପ୍ରଥମେ…

ହଂସପାଳ ଫ୍ଲାଏଓଭରକୁ ଉଦଘାଟନ କଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଭୁବନେଶ୍ୱରର ହଂସପାଳରେ ଜାତୀୟ ରାଜପଥ-୧୬ର ବହୁ ପ୍ରତୀକ୍ଷିତ ଫ୍ଲାଏଓଭରକୁ ମଙ୍ଗଳବାର ଦିନ ସାଂସଦ ଅପରାଜିତା ଷଡଙ୍ଗୀ ଉଦଘାଟନ କରିଛନ୍ତି। ତେବେ ୧୮ ମାସ ମଧ୍ୟରେ ସମାପ୍ତ ହେବାକୁ ଥିବା ଏହି ପ୍ରକଳ୍ପକୁ ଶେଷ ହେବା ପାଇଁ ପାଞ୍ଚ ବର୍ଷ ଲାଗିଥିଲା। ୬୦୦ ମିଟର ଫ୍ଲାଏଓଭର ନିର୍ମାଣ…

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଟାସ୍କଫୋର୍ସରେ ସାମିଲ ହେଲେ ଦୁଇ ନୂଆ ସଦସ୍ୟ

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଗଠିତ ଟାସ୍କଫୋର୍ସରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସୂଚନା ଯୋଗ୍ୟ ଯେ…

‘ସାମ୍ବାଦିକଙ୍କୁ ପ୍ରବେଶ ମନା’: ବ୍ଲକ ଅଫିସରେ ଲାଗିଲା ପୋଷ୍ଟର..ବିଡିଓ କହିଲେ..

ଗଞ୍ଜାମ: ସାମ୍ବାଦିକଙ୍କୁ ବ୍ଲକ ଅଫିସ୍ କାର୍ଯ୍ୟାଳୟ ପ୍ରବେଶ ମାନ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସ୍ୱାକ୍ଷରରେ ଲାଗିଛି ଏଭଳି ନୋଟିସ। ଆଉ ନୋଟିସରେ ବଡ଼ ବଡ଼ ଅକ୍ଷରରେ ଲେଖାଯାଇଛି, 'ସାମ୍ବାଦିକଙ୍କୁ ପ୍ରବେଶ ମନା'। ଯାହାକୁ ନେଇ ଏବେ…

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ‘ଚିକିତ୍ସା ସେବା ଠିକରେ ଚାଲିଛି, ସରକାର ସଜାଗ ଅଛନ୍ତି’

ଭୁବନେଶ୍ବର: ପୁରୀ ଜିଲ୍ଲା କଣାସ ଅଞ୍ଚଳରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବର୍ତ୍ତମାନ ସୁଦ୍ଧା ଏଥିରେ ୩ ଜଣଙ୍କର ଜୀବନ ଯାଇଥିବା ବେଳେ, ଅନେକ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।…

ବନ୍ଦ ହେବନି ଦଶମ ଓ ଦ୍ଵାଦଶ ପରୀକ୍ଷା 

ଭୁବନେଶ୍ୱର: ବନ୍ଦ ହେବନି ଦଶମ, ଦ୍ଵାଦଶ ପରୀକ୍ଷା। ଦଶମ ଓ ଦ୍ଵାଦଶ ପରୀକ୍ଷା ପରୀକ୍ଷା ବନ୍ଦ ହେବନି ବୋଲି କହିଛନ୍ତି, ଏନସିଆରଟି ନିର୍ଦ୍ଦେଶକ। ଏହାକୁ ନେଇ ସେ କହିଛନ୍ତି, ନୂଆ ଜାତୀୟ ଶିକ୍ଷା ନୀତିରେ ଦଶମ ଓ ଦ୍ଵାଦଶ ପରୀକ୍ଷା ପାଇଁ ବ୍ୟବସ୍ଥା ରହିଛି। ତେଣୁ ପୂର୍ବବତ୍ ପରୀକ୍ଷା କରାଯିବ,…

ଅମାନିଆ ଗାଡି ଚାଳକ ସବଧାନ! ଆଉ ଚଳିବନି ମୋଡିଫାଏଡ ସାଇଲେନ୍ସର

ଭୁବନେଶ୍ୱର: ଅମାନିଆ ଗାଡି ଚାଳକ ସବଧାନ! ଏଣିକି ଆଉ ଚଳିବନି ମୋଡିଫାଏଡ ସାଇଲେନ୍ସର। ଏବେଠାରୁ ବୁଲେଟ ରାଜାଙ୍କର ଚାଲିବନି ମନମାନୀ। ଯେଉଁମାନେ ଅନାବଶ୍ୟକ ଭାବେ ନିଜ ବୁଲେଟରେ ଅତ୍ୟଧିକ ଶବ୍ଦ ପ୍ରଦୂଷଣ କରିବା ଭଳି ସାଇଲେନ୍ସର ପାଇପ୍ ଲଗାଇଥିଲେ, ସେ ସବୁକୁ ଖୋଲି ଦେଇଛି କମିଶେନରେଟ୍ ପୋଲିସ୍।…