Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭରତପୁର ଘଟଣା: ଆରମ୍ଭ ହେଲା ତଦନ୍ତ କମିଶନଙ୍କ ଶୁଣାଣି

ଭୁବନେଶ୍ୱର: ଭରତପୁର ଥାନାରେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ଆରମ୍ଭ ହୋଇଛି ତଦନ୍ତ କମିଶନଙ୍କ ଶୁଣାଣି l ଚିତରଞ୍ଜନ ଦାସ କମିସନଙ୍କ ନେତୃତ୍ବରେ ଆଜିଠୁ ଆରମ୍ଭ ହୋଇଛି ତଦନ୍ତ କମିଶନଙ୍କ ଶୁଣାଣି । ପ୍ରାଥମିକ ଶୁଣାଣିରେ ଶୁଣାଣି ପ୍ରକ୍ରିୟାର ସମୟ ଧାର୍ଯ କରାଯାଇଛି ।…

ବିପିସିଏଲ ଗ୍ୟାସ୍‌ ପାଇପ୍ ଲାଇନ ମରାମତି ବେଳେ ଲିକ୍‌; ଶ୍ରମିକ ମୃତ

ପାରାଦୀପ: ବିପିସିଏଲ ଗ୍ୟାସ୍‌ ପାଇପ୍ ଲାଇନ ମରାମତି ବେଳେ ଲିକ୍‌। ଏହି ଘଟଣାରେ ଜଣେ ଶ୍ରମିକ ମୃତ। କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍‌ ପାଇପ୍‌ ଲାଇନ ମରାମତି ବେଳେ ଏକ ଅଘଟଣ ଘଟିଛି। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ ମାଟି ତଳେ ଚାପି ହୋଇ ତାଙ୍କ ଜୀବନ…

ସୁଧୁରିଛି ଦିଲ୍ଲୀ, ହେଲେ ବିଗୁଡିଛି ଓଡିଶା ସହର

ଭୁବନେଶ୍ବର: ଜାତୀୟ ରାଜଧାନୀ ଠାରୁ ବି ବଳି ଗଲାଣି ଓଡିଶାର ସହର । ତା ମଧ୍ୟରେ ଅନୁଗୁଳ ସବୁଠୁ ପ୍ରଦୂଷିତ ଜିଲ୍ଲା ଭାବରେ ମୁଣ୍ଡ ଟେକିଛି । ଯାହାର ଏକ୍ୟୁଆଇ ୩୨୨ ଛୁଇଁଛି । ଏଥିସହିତ ଦେଶର ପ୍ରମୁଖ ୨୦ ପ୍ରଦୂଷିତ ସହର ଭିତରେ ରାଜ୍ୟର ୪ ସହର ଯଥା ଭୁବନେଶ୍ବର, କଟକ, ବାଲେଶ୍ବର ଏବଂ ଅନୁଗୁଳ…

ଯାତ୍ରାରେ ମନା ଅଶ୍ଳୀଳ ନୃତ୍ୟ!

ଭୁବନେଶ୍ବର: ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍ । ଅଶ୍ଳୀଳ ନୃତ୍ୟ ସମାଜ ଉପରେ କୁପ୍ରଭାବ ପକାଉଛି । ନୃତ୍ୟ ଭଳି କଳାକୁ ଅସମ୍ମାନ କରୁଛି । ଏହା ଦ୍ବାରା ଯୁବବର୍ଗ ବି ପଥଭ୍ରଷ୍ଟ ହେଉଛନ୍ତି । ତେଣୁ ଯାତ୍ରାରେ ଏଣିକି ଆଉ ଅଷ୍ଳୀଳ ନୃତ୍ୟ ଚାଲିବ ନାହିଁ । ଏନେଇ ସରକାର ଖୁବଶୀଘ୍ର…

ପିଲାଙ୍କ ମନରୁ ଅସଫଳତା ଡର କିପରି କରିବେ ଦୂର, ଆସନ୍ତୁ ଜାଣିବା..

ଭୁବନେଶ୍ବର: ଜୀବନରେ ସମସ୍ତେ ଚାହାଁନ୍ତି ସଫଳ ହେବା ପାଇଁ, କିନ୍ତୁ ଜରୁରୀ ନୁହେଁ ସମସ୍ତଙ୍କୁ ପ୍ରଥମ ପ୍ରୟାସରେ ହିଁ ସଫଳତା ମିଳିଯିବ । ଏପରି ସ୍ଥିତିରେ ଏମିତି ବହୁତ ପିଲା ଅଛନ୍ତି ସେମାନଙ୍କ ମନରେ ଅସଫଳତାର ଡର ଘର ବନେଇ ଦେଇଥାଏ । ଯାହାଦ୍ବାରା ସେମାନଙ୍କର ମାନସିକ ସ୍ବାସ୍ଥ୍ୟ ଉପରେ…

ପାଠ କେବଳ ଚାକିରି ପାଇଁ ନୁହେଁ, ଶିକ୍ଷିତ ହେବା ପାଇଁ ଆବଶ୍ୟକ: ରାଷ୍ଟ୍ରପତି

ବାରିପଦା: ଜନ୍ମମାଟି ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ l ଗସ୍ତ ସମୟରେ ରାଇରଙ୍ଗପୁର ଉପରବେଡ଼ା ଉପ୍ରା ବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ l କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଅଭିଭାଷଣରେ ପିଲାଙ୍କୁ ମନ ଦେଇ ପାଠ ପଢ଼ିବାକୁ…

ରାଜ୍ୟସଭା ସସପେନ୍ସ: ମନାକଲେ ମନମୋହନ

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ । ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ମୋଟ ୬ଟି ଆସନ ପାଇଁ ଉପନିର୍ବାଚନ ହେବ  । ଏଥିପାଇଁ ଓଡିଶାରେ ଜାରି ରହିଛି ସସପେନ୍ସ । କାହାକୁ ରାଜ୍ୟସଭାକୁ ପଠାଇବେ ବିଜେପିର ମୁରବୀ? ଏହି ପ୍ରସଙ୍ଗରେ  ବିଜେପି ରାଜ୍ୟ ସଭାପତି…

ପୋଲାଭରମକୁ ନେଇ ଅଚଳ ଗୃହ: ନବୀନ କହିଲେ, ‘ଲଢେଇ ଜାରି ରହିବ’

ଭୁବନେଶ୍ବର: ପୋଲାଭରମ ନେଇ ସରଗରମ ହେଲା ଗୃହ । ବାରମ୍ବାର ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ବାଧ୍ୟ ହୋଇ ପ୍ରଥମେ ୧୧ଟା ଆଉ ତାପରେ ଅପରାହ୍ନ ୪ ଟା ଯାଏଁ ଗୃହ ମୁଲତବି ରଖିଛନ୍ତି ବାଚସ୍ପତି । ଆଜି ସପ୍ତଦଶ ବିଧାନସଭା ଅଧିବେଶନର ଅଷ୍ଟମ ଦିନରେ ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗ ନେଇ…

ଏସିଏଫ ବାବୁଙ୍କ ଘରେ ପୁଳା ପୁଳା ଟଙ୍କା, ଜବତ ହେଲା ୧୪ ଲକ୍ଷ

ସମ୍ବଲପୁର: ଏସିଏଫ ବାବୁଙ୍କ ଘରୁ ମିଳିଲା ଗଦା ଗଦା ଟଙ୍କା । ଭିଜିଲାନ୍ସ ଚଢାଉ ବେଳେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ ରେବତୀ ରମଣ ଯୋଶୀଙ୍କ ଘରୁ ୧୪ ଲକ୍ଷରୁ ଅଧିକ ଟଙ୍କାର ନଗଦ ରାଶି ଜବତ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ ଜାରି କରିଥିବା ବେଳେ ଏବେ…

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫ୍

ସମ୍ବଲପୁର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫ୍ ରେବତୀ ରମଣ ଯୋଶୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏସିଏଫ୍ ଶ୍ରୀ ଯୋଶୀଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଚଢ଼ାଉରେ ୩ଟି ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ନିୟୋଜିତ…