Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା

କେନ୍ଦ୍ରାପଡା: ଚଳିତ ବର୍ଷ ଭିତରକନିକାରେ ବଢିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା । ଗତବର୍ଷ ତୁଳନାରେ ଭିତରକନିକାରେ ୧୯୩ଟି ଅଧିକ ବିଦେଶୀ ପକ୍ଷୀଙ୍କ ଆସର ଜମିଛି । ଚଳିତ ବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି । ଏଥିସହିତ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଛନ୍ତି, ଯାହା…

ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା, ନିୟୋଜିତ ହୋଇଛନ୍ତି ୨୨ଟି ଟିମ୍

ପଟ୍ଟାମୁଣ୍ଡାଇ: ଭିତରକନିକାରେ ଆରମ୍ଭ ହୋଇଛି କୁମ୍ଭୀର ଗଣନା । ଆଜିଠୁ ୨୨ ଯାଏଁ ଭିତରକନିକାରେ ଚାଲିବ କୁମ୍ଭୀର ଗଣନା । କୁମ୍ଭୀର ଗଣନା ପାଇଁ ଭିତରକନିକାର ୫ଟି ରେଂଜରେ ୨୨ଟି ଟିମ୍ ନିୟୋଜିତ ହୋଇଛନ୍ତି । ପ୍ରତ୍ୟେକ ଟିମ୍‌ରେ ୭/୮ ଜଣ ବନ କର୍ମଚାରୀ ସାମିଲ ହୋଇଛନ୍ତି । ସେପଟେ ଗଣନା କାର୍ଯ୍ୟ…

ଛତିଶଗଡ ଏନ୍‌କାଉଣ୍ଟର: ବଢିଲା ମାଓବାଦୀଙ୍କ ମୃତ୍ୟୁ ସଂଖ୍ୟା

ମାଲକାନଗିରି: ଗତ ୧୬ ଜାନୁଆରୀରେ ବିଜାପୁର- ସୁକୁମା ଜଙ୍ଗଲରେ ଘଟିଥିବା ଏନ୍‌କାଉଣ୍ଟରରେ ୧୨ ନୁହେଁ ବରଂ ୧୮ ଜଣ ମାଓବାଦୀ ନିହତ ହୋଇଛନ୍ତି । ପ୍ରେସ୍‌ ରିଲିଜ୍‌ରେ ଏନେଇ ସୂଚନା ଦେଇଛନ୍ତି ଦକ୍ଷିଣ ବସ୍ତର ଡିଭିଜିନାଲ୍ ସଚିବ । ଏନ୍‌କାଉଣ୍ଟରରେ ମାଓ ନେତା ଦାମଦରର ମଧ୍ୟ ମୃତ୍ୟୁ ହୋଇଛି ।…

ଆସନ୍ତା ୨୨ରେ ବେଟି ବଚାଓ ବେଟି ପଢ଼ାଓ ଉତ୍ସବ

ଭୁବନେଶ୍ଵର: ଆସନ୍ତା ୨୨ ତାରିଖରେ ବେଟି ବଚାଓ ବେଟି ପଢ଼ାଓ ଉତ୍ସବ । କଳିଙ୍ଗ ଷ୍ଟାଡିୟମରେ ସ୍ବତନ୍ତ୍ର ଭାବେ ପାଳିତ ହେବ ଏହି ଉତ୍ସବ । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଏହାର ଆୟୋଜନ କରିବ । ଏନେଇ ସମସ୍ତ ବିଶ୍ବବିଦ୍ୟାଳୟ ଓ କଲେଜକୁ ଉଚ୍ଚ ଶିକ୍ଷା ବିଭାଗର ଚିଠି । ବେଟି ବଚାଓ ବେଟି ପଢ଼ାଓର…

ଚିଲିକାରେ କମିଲେ ବିଦେଶୀ ପକ୍ଷୀ, ବଢିଲା ପକ୍ଷୀଙ୍କ ପ୍ରଜାତି

ଖୋର୍ଦ୍ଧା: ଗତବର୍ଷ ତୁଳନାରେ ଚିଲିକାରେ କମିଲା ବିଦେଶୀ ପକ୍ଷୀ ସଂଖ୍ୟା । ଗତବର୍ଷ ୧୮୪ ପ୍ରଜାତିର ୧୧ ଲକ୍ଷ ୩୭ ହଜାର ୭୫୯ ପକ୍ଷୀ ଆସିଥିବା ବେଳେ ଚଳିତ ବର୍ଷ ମୋଟ ୧୧ ଲକ୍ଷ ୨୭ ହଜାର ୨୨୮ ପକ୍ଷୀ ଆସିଛନ୍ତି । ଅର୍ଥାତ୍ ଗତବର୍ଷ ତୁଳନାରେ ୧୦ ହଜାର ୫୩୧ କମ୍‌ ବିଦେଶୀ ପକ୍ଷୀ ଆସିଛନ୍ତି । ତେବେ…

କୋରାପୁଟ ବନଖଣ୍ଡରେ ୯୭୯ ବିଦେଶୀ ପକ୍ଷୀ ଚିହ୍ନଟ

କୋରାପୁଟ: କୋରାପୁଟ ବନଖଣ୍ଡରେ ସରିଲା ପକ୍ଷୀ ଗଣନା । ୬ଟି ରେଞ୍ଜର ୨୫ଟି ସ୍ଥାନରେ ପକ୍ଷୀ ଗଣନା ହୋଇଥିଲେ । ୨୫ଟି ସ୍ଥାନରେ ହୋଇଥିବା ପକ୍ଷୀ ଗଣନାରେ ୪୦ ପ୍ରକାର ୫ହଜାର ୪୧୩ଟି ପକ୍ଷୀ ଚିହ୍ନଟ କରାଯାଇଛି। ଏହି ପକ୍ଷୀ ଗଣନାରେ ୬ଟି ରେଞ୍ଜ ର ରେଞ୍ଜର,ଫରେଷ୍ଟର, ଫରେଷ୍ଟ ଗାର୍ଡ, ପାରାଷ୍ଟାଫ ଓ…

ପୋଲିସକୁ ବଡ଼ ସଫଳତା, ୩ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି: ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ପୋଲିସକୁ ମିଳିଛି ବଡ଼ ସଫଳତା। ୩ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ପୋଲିସ। ଛତିଶଗଡରେ ଲଗାତାର ଅପରେସନ ଜାରି ରହିଛି। ଏଥିଯୋଗୁଁ ନକ୍ସଲ ଏବେ ଦୁର୍ବଳ ଓ ଭୟଭୀତ ହେଲେଣି। ଧିରେ ଧିରେ ସଂଗଠନ ଛାଡି ମାଓବାଦୀମାନେ ପୋଲିସ ନିକଟରେ…

୨୦୩୬ ସୁଦ୍ଧା ଗଠନ ହେବ ସମୃଦ୍ଧ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସିଙ୍ଗାପୁର ସରକାରଙ୍କ ସହ ଓଡ଼ିଶା ସରକାରଙ୍କର ୮ଟି ଗୁରୁତ୍ବପୂର୍ଣ୍ଣ ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଛି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ହାସଲ କରିବାରେ ବେଶ ସହାୟକ ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହାଦ୍ୱାରା ଓଡ଼ିଶାରେ ପୁଞ୍ଜି ନିବେଶ ହେବା ସହ…

କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧.୪୨ କୋଟି ଋଣ ଠକେଇ, ମହିଳା ସୁପରଭାଇଜର ଗିରଫ

ବ୍ରହ୍ମପୁର: ଦିନକୁ ଦିନ ଠକକ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଆସିକା ପରେ ବ୍ରହ୍ମପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଅଧୀନ ବିଜିପୁର ସମବାୟ ବ୍ୟାଙ୍କ୍ ଶାଖାରେ ୧ କୋଟି ୪୨ ଲକ୍ଷ ଟଙ୍କାର ଋଣ ଘୋଟାଲା ହୋଇଥିବା ଖବର ସାମ୍ନାକୁ ଆସିଛି। ସଂପୃକ୍ତ ମାମଲାରେ ପୂର୍ବତନ ଶାଖା ପରିଚାଳକଙ୍କୁ ଗିରଫ…

ଏଣିକି ଗାଡ଼ିର ଇନ୍‌ସୁରାନ୍ସ ନଥିଲେ ଅଟୋମେଟିକ୍‌ କଟିଯିବ ଚାଲାଣ

ଭୁବନେଶ୍ବର: ଏଣିକି ଗାଡି ଚାଳକ ସାବଧାନ। ଗାଡି ବୀମା ବା ଇନସୁରାନ୍ସ ନଥିଲେ କଟିବ ଚାଲାଣ। ରାଜପଥରେ ଲାଗିଥିବା କ୍ୟାମେରା ଜରିଆରେ ସ୍ବୟଂଚାଳିତ ଭାବେ ବା ଅଟୋମେଟିକ୍‌ ଚାଲାଣ କଟିଯିବ। ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ। ଆସନ୍ତା ଫେବୃଆରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ…