Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଣିକି ଗାଡ଼ିର ଇନ୍‌ସୁରାନ୍ସ ନଥିଲେ ଅଟୋମେଟିକ୍‌ କଟିଯିବ ଚାଲାଣ

ଭୁବନେଶ୍ବର: ଏଣିକି ଗାଡି ଚାଳକ ସାବଧାନ। ଗାଡି ବୀମା ବା ଇନସୁରାନ୍ସ ନଥିଲେ କଟିବ ଚାଲାଣ। ରାଜପଥରେ ଲାଗିଥିବା କ୍ୟାମେରା ଜରିଆରେ ସ୍ବୟଂଚାଳିତ ଭାବେ ବା ଅଟୋମେଟିକ୍‌ ଚାଲାଣ କଟିଯିବ। ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ ଇ-ଚାଲାଣ। ଆସନ୍ତା ଫେବୃଆରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ…

ଓଡ଼ିଶା ପୋଲିସ ବିଭାଗରେ ୯୩୩ ପୋଷ୍ଟ ପାଇଁ ବାହାରିଲା ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ (ଓପିଆରବି) ପକ୍ଷରୁ ପୋଲିସ ଏସ୍ଆଇ, ଏସ୍ ଆଇ ଅଫ୍ ପୋଲିସ (ସଶସ୍ତ୍ର), ଷ୍ଟେସନ୍ ଅଫିସର (ଅଗ୍ନିଶମ ସେବା) ଓ ଆସିଷ୍ଟାଣ୍ଟ ଜେଲର୍ ପାହ୍ୟାର ୯୩୩ଟି ସବ୍ ଇନ୍ସପେକ୍ଟର ପଦବୀ ପୂରଣ ପାଇଁ ବିଜ୍ଞାପନ ଜାରି ହୋଇଛି। ବିଜ୍ଞପ୍ତି ଅନୁଯାୟୀ, ମୋଟ ୯୩୩…

ରାସନ୍ କାର୍ଡ: ସମ୍ପୂର୍ଣ୍ଣ ଇ-କେୱାଇସି ପରେ ନୂଆ ଆବେଦନ ପାଇଁ ଖୋଲିବ ପୋର୍ଟାଲ 

ଭୁବନେଶ୍ଵର: ଇ-କେୱାଇସି ପୂରଣ ପରେ ନୂଆ ରାସନ କାର୍ଡ ପାଇଁ ଖୋଲିବ ପୋର୍ଟାଲ। ରାସନ୍ କାର୍ଡ ସମ୍ପର୍କରେ ସୂଚନା ଦେଇ କିଛି ଏପରି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ହିତାଧିକାରୀମାନେ ନୂଆ ରାସନ୍ କାର୍ଡ ଆବେଦନ ପାଇଁ ଅପେକ୍ଷା କରିଥିବା ବେଳେ ଏହି ମତ ରଖିଛନ୍ତି…

ବିମାନବନ୍ଦରରୁ ୭ କୋଟିର ମାରିଜୁଆନା ଜବତ, ଜଣେ ଅଟକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବର ବିମାନବନ୍ଦରରୁ ୭ କୋଟିର ମାରିଜୁଆନା ଜବତ ହୋଇଥିବା ସୂଚନା ମିଳିଛି। ଏହି ମାମଲାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚୁରା ଚାଲିଛି। ତେବେ ୭ କେଜିର ମାରିଜୁଆନା ଜବତ କଲା କଷ୍ଟମ ଡିପାର୍ଟମେଣ୍ଟ। ଯାହାର ମୂଲ୍ୟ ୭ କୋଟି ଟଙ୍କା ହେବ। ବ୍ୟାକଂକରୁ ଭୁବନେଶ୍ବର…

ନବ ଦାସ ହତ୍ୟା…ଆସିଲା ବଡ଼ ଟୁଇଷ୍ଟ

ଭୁବନେଶ୍ବର: ନବ ଦାସଙ୍କୁ ମାରିଥିଲା କିଏ? ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ବଡ ଟୁଇଷ୍ଟ । ଫରେନ୍ସିକ ସାଇନ୍ସ ଲାବୋରେଟାରୀ ରିପୋର୍ଟରେ ଚାଞ୍ଚଲ୍ୟକର ଖୁଲାସା । କେବଳ ଗୋପାଳ ଦାସର ବନ୍ଧୁକ ନୁହେଁ ଏକାଧିକ ବନ୍ଧୁକରୁ ହୋଇଥିଲା ଫାୟାରିଂ । ଫରେନ୍ସିକ ରିପୋର୍ଟ ବଢାଇଲା ସସପେନ୍ସ । ମୁଖ୍ୟ…

ଡାଲମିଆ ସିମେଣ୍ଟର କାପ୍ଟିଭ ପାୱାର ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଡାଲମିଆ ସିମେଣ୍ଟର କାପ୍ଟିଭ ପାୱାର ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ। ବନ୍ଦ ପାଇଁ ଫ୍ୟାକ୍ଟ୍ରି ଆଣ୍ଡ୍ ବଏଲର୍ ଡେପୁଟି ଡାଇରେକ୍ଟରଙ୍କ ନିର୍ଦ୍ଦେଶ। ଏନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ ମାଝୀ। ଯେପର୍ଯ୍ୟନ୍ତ ସୁରକ୍ଷା ସମ୍ପର୍କିତ କାମ ନସରିଛି,  ଏହି ପାୱାର…

ରାସନ କାର୍ଡକୁ ନେଇ ରାଜନୀତି

ଭୁବନେଶ୍ୱର: ରାସନ କାର୍ଡକୁ ନେଇ ଚାଲିଛି ରାଜନୀତି। ଶାସିତ ଦଳ ଦେଇଥିବା ମନ୍ତବ୍ୟକୁ ନେଇ ବିରୋଧୀ କରୁଛନ୍ତି ଟାର୍ଗେଟ। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଆୟକରଦାତା ରାସନ କାର୍ଡ ଓ ଭୂତ ରାସନ କାର୍ଡ ମନ୍ତବ୍ୟକୁ ନେଇ ଚିହିଁକି ଉଠିଛନ୍ତି ବିରୋଧୀ। ଚାଲିଛି ଲଗାତାର…

ଗଞ୍ଜାମରେ ବଳ ଗୋଟାଉଛି ବିଜେଡି: ଶଙ୍ଖ ଧରିଲେ ଶତାଧିକ ବିଜେପି ନେତା ଓ କର୍ମୀ

ଗଞ୍ଜାମ: ବିଜେପିକୁ ବଡ଼ ଝଟକା। ବିଜେଡିରେ ମିଶିଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି। ଗଞ୍ଜାମରେ ବଢିଲା ବିଜେଡିର ବଳ। ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ଲୋକ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ସେମାନେ ନବୀନ…

ନବ ଦାସ ହତ୍ୟା: ହାଇକୋର୍ଟରେ ରୁଜୁ ହେଲା ଜନସ୍ବାର୍ଥ ମାମଲା 

ଭୁବନେଶ୍ୱର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା ଏବେ ପୁଣି ଥରେ ପୁରା ରାଜ୍ୟରେ ଚହଳ ସୃଷ୍ଟି କରିଛି। ହତ୍ୟା ଘଟଣାକୁ ନେଇ ଏବେ ଅନେକ ପ୍ରଶ୍ନ ସୃଷ୍ଟି ହୋଇଥିବା ବେଳେ ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଭାରତୀୟ ବିକାଶ…

କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା: କୋର୍ଟ ପରିସରରେ ଜୀବନ ହରାଇବାକୁ ପ୍ରୟାସ କଲେ ନାବାଳିକା। କେନ୍ଦ୍ରାପଡ଼ା କୋର୍ଟ ପରିସରରେ କୋର୍ଟ ପରିସରରେ ନାବାଳିକାଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ପରେ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା। ତେବେ…