Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥ ପାତ୍ରଙ୍କୁ ଗିରଫ କରିଛନ୍ତି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଜୟପୁରରେ…

ବିଭତ୍ସ ହତ୍ୟାକାଣ୍ଡ; ପଥରରେ ଛେଚି ଯୁବକଙ୍କୁ ହତ୍ୟା ସନ୍ଦେହ

ପୁରୀ: ବୀଭତ୍ସ ହତ୍ୟାକାଣ୍ଡ । ପୁରୀର ଶ୍ରୀସେତୁ ତଳୁ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର। ଗତକାଲି ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ମୃତ ବ୍ୟକ୍ତି ହେଲେ ଖଣ୍ଡିଆବନ୍ଧ ଗାଁର ସୁଦର୍ଶନ ସାହୁ। ସୂଚନା ଅନୁସାରେ ମାର୍କେଟ ଛକରେ ଉଠା ଜଳଖିଆ ଦୋକାନ କରିଥିଲେ…

ଭୂମିକମ୍ପରେ ଥରିଲା ମାଲକାନଗିରି, କୋରାପୁଟ

ମାଲକାନଗିରି: ମାଲକାନଗିରି ଓ କୋରାପୁଟରେ ମୃଦୁ ଭୂମିକମ୍ପ ଅନୁଭୂତ। ଆଜି ସକାଳ ୭ଟା ୨୮ରେ ଭୂମିକମ୍ପ ଅନୁଭୂତ ହୋଇଛି। କୋରାପୁଟର ଦାମନଯୋଡି, ଛତିଶଗଡ ସୁକୁମା ଓ ବିଜାପୁରରେ ଏବଂ ତେଲେଙ୍ଗାନାରେ ବି ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲାରେ ଥିବା…

ଭାରତୀୟ ନୌସେନା ଦିବସ: ଜଗନ୍ନାଥ ଧାମରୁ ବିଶ୍ୱ ଦେଖିବ ନୌବୀରଙ୍କ ବୀରତ୍ଵ

ପୁରୀ: ଆଜି ଭାରତୀୟ ନୌସେନା ଦିବସ । ଭାରତୀୟ ନୌସେନା ବାହିନୀକୁ ସମ୍ମାନ ଦେବା ଏବଂ ସେମାନଙ୍କର ଅବଦାନକୁ ପ୍ରଶଂସା କରିବା ଏକ ବିଶେଷ ଦିନ। ୧୯୭୧ ମସିହାରେ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ପାକିସ୍ତାନ ବିରୋଧରେ ଅପରେସନ୍ ଟ୍ରାଇଡେଣ୍ଟ ଆରମ୍ଭ ହେବାର ସ୍ମୃତି ଉଦ୍ଦେଶ୍ୟରେ ଭାରତୀୟ ନୌସେନା…

୬ଦିନରେ ୩୩୪ ଶିଶୁ ଉଦ୍ଧାର, ଭଦ୍ରକ ଜିଲ୍ଲାରେ ସର୍ବାଧିକ

ଭୁବନେଶ୍ଵର: ଗତ ନଭେମ୍ବର ୧୮ରୁ ୨୩ ତାରିଖ ଯାଏଁ ଚାଲିଥିବା ପୋଲିସର ସ୍ପେଶାଲ ଡ୍ରାଇଭରେ ୩୩୪ ନିଖୋଜ ଶିଶୁଙ୍କୁ ଉଦ୍ଧାର କରାଯାଇଛି । ସେଥିମଧ୍ୟରୁ ୩୦୬ ଜଣ ବାଳିକା ଥିବା ବେଳେ ୨୮ ଜଣ ବାଳକ ଅଛନ୍ତି । ରାଜ୍ୟ ତଥା ବାହାର ରାଜ୍ୟରୁ ସମସ୍ତ ଶିଶୁଙ୍କୁ ଉଦ୍ଧାର କରାଯାଇଛି । ସର୍ବାଧିକ ୬୫ ନିଖୋଜ…

ସାଇବର କ୍ରାଇମ : ଚାକିରି ଲୋଭ ଦେଖାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା

କଟକ: ନାମୀ କାର୍ କମ୍ପାନିରେ ଚାକିରି କରାଇଦେବାକୁ କହି ଲୁଟ। ମାସକୁ ୧୨ ଲକ୍ଷରୁ ଅଧିକ ଟଙ୍କାର ଦରମା ପାଇବାର ଥିଲା ପ୍ରଲୋଭନ। ଏକ ଜବ ପୋର୍ଟାଲରେ ବିଜ୍ଞାପନ ଦେଖି ଆବେଦନ କରି ଲକ୍ଷ ଲକ୍ଷ ଟଙ୍କା ହରାଇଛନ୍ତି କଟକର ଜଣେ ବ୍ୟକ୍ତି। ଚାକିରି କରାଇଦେବା ନାଁରେ ସାଇବର ଠକ ତାଙ୍କ ଠାରୁ…

ନୌସେନା ଦିବସ; କାଲି ସମସ୍ତ ସ୍କୁଲକୁ ଛୁଟି ଘୋଷଣା

ପୁରୀ: ଆସନ୍ତାକାଲି ଅର୍ଥାତ୍‌ ୪ ତାରିଖରେ ପୁରୀ ବେଳାଭୂମୀରେ ନୌସେନା ଦିବସ ପାଳନ ହେବ । ଏହି ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ଏହାକୁ ନଜରରେ ରଖି ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ୍ ବନ୍ଦ ରହିବ । ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ…

‘ଗତ ୩ ବର୍ଷରେ ୨୩୩ ଜଣ ଦାଦନ ଶ୍ରମିକ ପ୍ରାଣ ହରାଇଛନ୍ତି’

ଭୁବନେଶ୍ବର: ଗତ ୩ ବର୍ଷରେ ପ୍ରାଣ ହରାଇଛନ୍ତି ୨୩୩ ଜଣ ଦାଦନ ଶ୍ରମିକ । ମଙ୍ଗଳବାର ବିଧାନସଭାରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ଏହି ତଥ୍ୟ ରଖିଛନ୍ତି । ଏହି ତଥ୍ୟ ସାମ୍ନାକୁ ଆସିବା ପରେ ତେଜିଛି ରାଜନୀତି । ପୂର୍ବ ସରକାର ଉପରେ ଏବକାର ସରକାର ଦୋଷ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ଅନ୍ତରୀଣ ସୁରକ୍ଷା

କଟକ :  ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଆକ୍ରମଣ ଘଟଣାରେ ଅଭିଯୁକ୍ତ ବିନୟ ଭୂଷଣ ପଟ୍ଟନାୟକଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସେ ଗିରଫ ହେବେ ନାହିଁ। ହେଲେ କେଶ୍ ଡାଏରୀ ଦାଖଲ କରିବାକୁ ତଦନ୍ତକାରୀ ସଂସ୍ଥାକୁ ହାଇକୋର୍ଟ  ନିର୍ଦ୍ଦେଶ ଦେଇଛନ୍ତି।…

ବାସଭବନରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ଓ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କ ବାସଭବନରେ ଦିବ୍ୟାଙ୍ଗମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ସମସ୍ୟା ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ । ଖବର ମୁତାବକ, ଆଜି…