Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ…

ଦକ୍ଷିଣ ଓଡିଶା ପାଇଁ ଟାସ୍କଫୋର୍ସ ଗଠନ: ୩୦ ଦିନରେ ଦେବ ରିପୋର୍ଟ

ଭୁବନେଶ୍ବର: ଦକ୍ଷିଣ ଓଡିଶା ବିକାଶ ପରିଷଦ ଗଠନ ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି ରାଜ୍ୟ ସରକାର । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କଫୋର୍ସ ଗଠନ କରାଯାଇଥିବା ବେଳେ ଦକ୍ଷିଣ ଓଡିଶା ବିକାଶ ପରିଷଦ କିପରି ଗଠିତ ହେବ,…

ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ, ଜଣେ ସିକ୍ୟୁରିଟି ଗାର୍ଡ ମୃତ

ବଲାଙ୍ଗିର: ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ। ସୂଚନା ଅନୁସାରେ ଗତକାଲି…

ଭିଜିଲାନ୍ସ ଜାଲରେ ବ୍ଲକ୍ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୬ ସ୍ଥାନରେ ଚଢାଉ

ଜୟପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଜୟପୁର ବ୍ଲକ୍ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ। ଜୟପୁର ପୌରପାଳିକାର ଯନ୍ତ୍ରୀ ଦାୟିତ୍ବରେ ବି ଅଛନ୍ତି ବିଶ୍ବନାଥ। ଜୟପୁର ଘର ଓ ପୌର କାର୍ଯ୍ୟାଳୟ,…

ଆଷାଢ଼ ଶୁକ୍ଳ ଦ୍ଵିତୀୟା ଠାରୁ ଦଶମୀ ମଧ୍ୟରେ ରଥଯାତ୍ରା କରିବ ଇସ୍କନ

ପୁରୀ: ଅଦିନିଆ ନୁହେଁ ଗୋଟିଏ ତିଥିରେ ରଥଯାତ୍ରା ପାଇଁ ଉଦ୍ୟମ ଜାରି ରଖିଛି ଶ୍ରୀମନ୍ଦିର ପ୍ରଶାସନ । ଏନେଇ ଗତକାଲି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀନଅରରେ ବସିଥିଲା ବୈଠକ । ବୈଠକରେ ଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ନୀତି ପ୍ରଶାସକ ଓ ଇସ୍କନ କର୍ତ୍ତୃପକ୍ଷ । ତେବେ…

କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ସପ୍ତମ ଅଭିଯୁକ୍ତ ଗିରଫ

କଟକ: କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଘଟଣା । ବିଶାଖାପାଟଣାର ଏକ ଚା ଦୋକାନରୁ ସପ୍ତମ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଯୁବକ ଜଣଙ୍କ ନୟାଗଡ଼ର ହୋଇଥିବା ବେଳେ ଘଟଣା ପରେ ଫେରାର ଥିଲେ । ଶେଷରେ ଯୁବକଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ସୂଚନାଯୋଗ୍ୟ,  ଗତ ଦଶହରା ସଦର…

ରତ୍ନଭଣ୍ଡାରର ତୁରନ୍ତ ମରାମତି ନେଇ ଏଏସଆଇକୁ ଚିଠି

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ତୁରନ୍ତ ମରାମତି ନେଇ ଏଏସଆଇକୁ ଚିଠି । ଏଏସଆଇକୁ ଚିଠି ଲେଖି ଅନୁରୋଧ କଲା ଶ୍ରୀମନ୍ଦିର ପ୍ରଶାସନ । ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ମିଳିବା ପରେ ଚିଠି ଲେଖିଲା ପ୍ରଶାସନ । ସମଗ୍ର ରତ୍ନଭଣ୍ଡାରର ମରାମତି, ରକ୍ଷଣାବେକ୍ଷଣ ଓ ସଂରକ୍ଷଣ ସହ ମରାମତି ବେଳେ…

ଜାତୀୟ ଇଣ୍ଟରଭେନସନାଲ୍ ରେଡିଓଲୋଜି ସମ୍ମିଳନୀ: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କରିଛି ସମ୍…

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଘରୋଇ ଡାକ୍ତରଖାନା ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ ଓ ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍) ଦେଶ ତଥା ବିଦେଶରେ ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ଲାଗିଛି ବୋଲି…

ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ହେଲା ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭାଷା, ସଂସ୍କୃତି ଓ ଐତିହ୍ୟ କେନ୍ଦ୍ର ‘ପ୍ରାଚୀନ’ ଆନୁକୂଲ୍ୟରେ ଦୁଇଟି ପୁସ୍ତକ ପ୍ରକାଶିତ ହୋଇଛି। ପ୍ରକାଶିତ ଦୁଇଟି ପୁସ୍ତକ ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’ ଓଡିଆ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି। ଏହି…

ଦୋଷୀ ସାବ୍ୟସ୍ତ ପରେ କୋର୍ଟରୁ ଚମ୍ପଟ ମାରିଲେ ୨ ଏଟିଏମ୍‌ ଲୁଟେରା

ନବରଙ୍ଗପୁର: କୋର୍ଟ ଭିତରେ ଘଟିଛି ଅଦ୍ଭୁତ ଘଟଣା। ରାୟ ଶୁଣିବା ପରେ କୋର୍ଟରୁ ଚମ୍ପଟ ମାରିଛନ୍ତି ଦୋଷୀ। ଏଟିଏମ୍‌ ଲୁଟ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ କୋର୍ଟ ରୁମ୍‌ରୁ ଚମ୍ପଟ ମାରିଛନ୍ତି ଦୁଇ ଲୁଟେରା। ଏପରି ଘଟଣା ଆଜି ନବରଙ୍ଗପୁର ଜିଲ୍ଲା ସଦର ମହକୁମାରେ ଘଟିଛି। ଚମ୍ପଟ ମାରିଥିବା…