Latest Odisha News

BREAKING NEWS

Browsing Category

ଓଡିଶା

Odisha

ହୋଇପାରୁନି ସମାଧାନ; ତୃତୀୟ ଦିନରେ ବି ଅଖିଆ ଅପିଆ ପ୍ରଭୁ ଶ୍ରୀଲିଙ୍ଗରାଜ

ଭୁବନେଶ୍ବର: ଆଜି ତୃତୀୟ ଦିନରେ ବି ଉପବାସରେ ରହିଛନ୍ତି ଶ୍ରୀଲିଙ୍ଗରାଜ ମହାପ୍ରଭୁ । ସୋମବାର ସନ୍ଧ୍ୟାରୁ ଏପର୍ଯ୍ୟନ୍ତ ହୋଇପାରୁନି ନୀତିକାନ୍ତି । ବଡୁ ସେବାୟତ ଏବଂ ବ୍ରାହ୍ମଣ ନିଯୋଗ ବିବାଦ କାରଣରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି । ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ…

ପୁଣି ବିମାନବନ୍ଦରରୁ ୪ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର: କିଛି ଦିନ ବ୍ୟବଧାନରେ ପୁଣି ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । କଷ୍ଟମସ୍‌ ଅଧିକାରୀମାନେ ଜଣେ କେରଳୀ ଚାଲାଣକାରୀଙ୍କୁ ଧରିଛନ୍ତି । ଚାଲାଣକାରୀ ଜଣକ ବିସ୍କୁଟ୍‌ ପ୍ୟାକେଟ୍‌ରେ ଭର୍ତ୍ତି କରି ଏହି ଗଞ୍ଜେଇ ଆଣୁଥିଲେ । ଉକ୍ତ…

ସହଦେବ ନାୟକଙ୍କ ହତ୍ୟା ମାମଲା; ସଂଗୃହୀତ ରକ୍ତର ହେବ ଡିଏନଏ ଟେଷ୍ଟ

ଭୁବନେଶ୍ବର: ରସୁଲଗଡ଼ ବ୍ରିଜ୍‌ ଉପରେ ପୋଲିସ ମିତ୍ର ସହଦେବ ନାୟକଙ୍କ ହତ୍ୟା ମାମଲାରେ ସଂଗୃହୀତ ରକ୍ତର ହେବ ଡିଏନଏ ଟେଷ୍ଟ । ଏନେଇ ଘଟଣାସ୍ଥଳର ରକ୍ତ ସହ ଅଭିଯୁକ୍ତ ପିନ୍ଧିଥିବା ଡ୍ରେସ୍, ବାଇକ୍‌ ରେ ଲାଗିଥିବା ରକ୍ତ ନମୁନାକୁ ରାଜ୍ୟ ଫରେନସିକକୁ ପଠାଯାଇଛି । ସୂଚନାଯୋଗ୍ୟ, ପୋଲିସ…

ଡୁଡୁମା ଜଳପ୍ରପାତ ନିକଟରେ ୧୫୦ ଫୁଟ ତଳକୁ ଖସିଲା କାର୍

କୋରାପୁଟ: ଭାରସାମ୍ୟ ହରାଇ ୧୫୦ ଫୁଟ ତଳକୁ ଖସିଲା କାର୍, ଦୁଇ ଜଣ ଗୁରୁତର । ବାଲେଶ୍ବରରୁ କାର୍ ଯୋଗେ ଡୁଡୁମା ଜଳପ୍ରପାତ ବୁଲିଯିବା ବେଳେ ଡୁଡୁମା ନିକଟରେ ଭାରସାମ୍ୟ ହରାଇ କାରଟି ତଳକୁ ଖସିପଡିଛି । ଦୁଇ ପର୍ଯ୍ୟଟକ ହେଲେ ପରଜିତ ଦାସ ଓ ସୁନେନ୍ଦୁ ସାହୁ। ସ୍ଥାନୀୟ ଲୋକେ ସେମାନଙ୍କୁ…

ଗୁଡ଼ି ସୂତା ଲାଗି କଟିଲା ବେକ ଓ ମୁହଁ

କଟକ: ମକର ସଂକ୍ରାନ୍ତିରେ ଗୁଡ଼ି ଉଡା ଏକ ନିଆରା ପରମ୍ପରା । ହେଲେ ଏବେ ଗୁଡ଼ି ଉଡାରେ ବ୍ୟବହୃତ ହେଉଥିବା ପ୍ଲାଷ୍ଟିକ ଚାଇନିଜ ମାଞ୍ଜା ସୂତା କାରଣରୁ ଅନେକ ବିପଦ ମୁହଁରେ ପଡୁଛନ୍ତି । ସେହିଭଳି ପୁଣି ଏକ ଘଟଣା ସାମ୍ନାକୁ ଆସିଛି କଟକରୁ । ଅଘଟଣ । ଗୁଡ଼ି ସୂତା ଲାଗି ଜଣଙ୍କର ବେକ, ହାତ…

କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଚୁକ୍ତି ସ୍ବାକ୍ଷରିତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଭୁବନେଶ୍ୱରରେ ଆଗାମୀ ୨୮-୨୯ ତାରିଖରେ…

ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ମାଧ୍ୟମିକ ଶିକ୍ଷା ‌ବୋର୍ଡର ବଡ଼ ପଦକ୍ଷେପ

କଟକ: ମ୍ୟାଟ୍ରିକ୍ ହେଉ କିମ୍ବା ଦ୍ବାଦଶ ପରୀକ୍ଷା ଅନେକ ସମୟରେ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ୍ ହେଉଥିବା ଘଟଣା ସାମ୍ନାକୁ ଆସୁଛି । ହେଲେ ଏହା ଉପରେ ଏବେ ରୋକ୍ ଲଗାଇବାକୁ ନିଷ୍ପତ୍ତି ନେଇଛି ମାଧ୍ୟମିକ ଶିକ୍ଷା ‌ବୋର୍ଡ । ତେବେ ମାଟ୍ରିକ୍ ପ୍ରଶ୍ନପତ୍ରରେ ଏଣିକି ବାରକୋଡ୍ ରହିବ । ବୋର୍ଡ…

ଖଣ୍ଡଗିରି ଯାତ୍ରା ମଞ୍ଚରେ ହେବନି ଅଶ୍ଳୀଳ ନୃତ୍ୟ

ଭୁବନେଶ୍ବର: ଖଣ୍ଡଗିରି ଯାତ୍ରାରେ ଏବେ ଆଉ ହେବନି ଅଶ୍ଳୀଳ ନୃତ୍ୟ । ଆଉ ନାଚି ପାରିବେନି ଆଇଟମ ଡ୍ୟାନ୍ସର । ଆଜି ଖଣ୍ଡଗିରି ଯାତ୍ରା କମିଟି ଏବଂ କମିଶନରେଟ ପୁଲିସ ମଧ୍ୟରେ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଦିନକୁ ଦିନ ଯାତ୍ରା ଜଗତ ଅଶ୍ଲୀଳତା ଭିତରେ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ଏହି ଗୁପ୍ତସେବା ନୀତି ପାଇଁ…

ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ସୁଡ଼ଙ୍ଗ ନିର୍ମାଣ କ୍ଷେତ୍ରରେ ଆଉଏକ ମାଇଲଖୁଣ୍ଟ 

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T3ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି। ଏହା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂଆ ରେଳ ଲାଇନ ପ୍ରକଳ୍ପ ଦ୍ୱାରା ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛି। ୨୬୨୦ ମିଟର ଦୈର୍ଘ୍ୟ ଏବଂ ୨-ଡିଗ୍ରୀ…