Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ, ୧୨ ମାଓବାଦୀ ନିହତ, ୨ ଯବାନ ସହିଦ

ମାଲକାନଗିରି: ବଡ ଧରଣର ଏନକାଉଣ୍ଟର । ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୨ ମାଓବାଦୀ । ସେପଟେ ମାଓବାଦୀଙ୍କ ଗୁଳିରେ ୨ ଯବାନ ସହିଦ । ଜଣେ ଯବାନ ଗୁରୁତର ଆହତ । ଆହତ ଯବାନଙ୍କୁ କରାଯାଉଛି ଏୟାରଲିପ୍ଟ । ବିଜାପୁର ନ୍ୟାସନାଲ ପାର୍କ ଅଞ୍ଚଳରେ…

ଗୋଟିଏ ସପ୍ତାହରେ ସୁନା ଦର ବଢିଲାଣି ୨୧୮୦ଟଙ୍କା

ଭୁବନେଶ୍ବର: ଟେନସନ ବଢ଼ାଇ ଚାଲିଛି ସୁନା ଦର । ବର୍ତ୍ତମାନ ୮୬ ହଜାର ଉପରକୁ ଟପିଲାଣି ରେଟ୍ । ଗତ ସପ୍ତାହରେ ଦେଶରେ ୨୪ କ୍ୟାରେଟ ସୁନା ଦାମ ୨୧୮୦ ଟଙ୍କା ବଢିଯାଇଥିଲା । ସେହିଭଳି ୨୨ କ୍ୟାରେଟ ୨୦୦୦ ଟଙ୍କା ବଢିଥିଲା । ଆଜି ରବିବାର ୯ ଫେବୃୟାରୀରେ ଭୁବନେଶ୍ବରରେ ୨୪ କ୍ୟାରେଟ ୮୬,୬୭୦…

ଦୋକାନରେ ଲାଗିଲା ନିଆଁ, ନିଜ ଦୋକାନରେ ଜିଅନ୍ତା ଜଳି ଗଲେ ମହିଳା

ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ । ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା ସାହୁ । ବକ୍ତାରପୁର ଛକରେ କମଳାଙ୍କ ପାନ ଦୋକାନ ରହିଛି। ପୋଲିସ…

ବାରବାଟୀ ଫାଇଟ୍: ଦର୍ଶକ ଉତ୍ସାହିତ, ଟିମ୍ ଇଣ୍ଡିଆକୁ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

କଟକ: ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା। କଟକ ବାରବାଟୀରେ ହେବ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ । ଅପରାହ୍ନ ୧ଟା ୩୦ରେ ରୋହିତ ଶର୍ମାଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ମେନ ଇନ ବ୍ଲୁ । ଏପଟେ ଫ୍ୟାନ୍ସଙ୍କ ପାଇଁ ଦିନ ୧୧ଟାରେ ଖୋଲିବ ବାରବାଟୀ ଷ୍ଟାଡ଼ିୟମ ଗେଟ୍। ଏପଟେ ସକାଳୁ ସକାଳୁ କ୍ରିକେଟ…

ରାଜ୍ୟରେ ପୁଣି କମିଲା ତାପମାତ୍ରା, କଲବଲ କରିବ ଘନ କୁହୁଡି

ଭୁବନେଶ୍ଵର: କିଛି ଦିନର ବିରତି ପରେ ରାଜ୍ୟରେ ପୁଣି କମିଲା ତାପମାତ୍ରା । ପଶ୍ଚିମାଝଡ଼ ଅପସାରଣ ପରେ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବେଶ କରୁଛି । ସେପଟେ ଗୁରୁଚାପ ବଳୟ ଦେଶର ମଧ୍ୟଭାଗକୁ ସ୍ଥାନାନ୍ତରଣ ହେତୁ ଏହି ପ୍ରକ୍ରିୟା ଆହୁରି ପ୍ରଶମିତ ହୋଇଛି ।…

ଉଦ୍‍ଘାଟନ ହେଲା ୨୧ତମ ଧଉଳୀ କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର: ଶୀତୁଆ ସନ୍ଧ୍ୟା ସାଙ୍ଗକୁ ଧଉଳି ପାଦ ଦେଶର ସୁଲୁସୁଲିଆ ପବନ। ଓଡ଼ିଶୀ ନୃତ୍ୟ ଶିଳ୍ପୀଙ୍କ ଘୁଙ୍ଗୁରର ପଦଧ୍ୱନୀରେ ମୁଖରିତ ହେଉଥିଲା ଚାରିଦିଗ। ଏଭଳି ଏକ ରୋମାଞ୍ଚକର ପରିବେଶ ମଧ୍ୟରେ ଉଦଘାଟିତ ହୋଇଛି ୨୧ତମ ଧଉଳି-କଳିଙ୍ଗ ମହୋତ୍ସବ। ଐତିହାସିକ ଧଉଳି ଶାନ୍ତିସ୍ତୁପର ପାଦଦେଶରେ…

ରେଳବାଇ ଓଡ଼ିଶାରେ ୨୦୨୪-୨୫ ବଜେଟ୍ ଆବଣ୍ଟନର ୮୧% ଖର୍ଚ୍ଚ ସହ ରେକର୍ଡ କରିଛି…

ଭୁବନେଶ୍ୱର: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଓଡ଼ିଶାରେ ରେଳ ପ୍ରକଳ୍ପ ପାଇଁ ମୋଟ ବଜେଟ୍ ଆବଣ୍ଟନ ୧୦,୫୮୬ କୋଟି ଟଙ୍କା କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ୮୧.୭୮% ଖର୍ଚ୍ଚ କରି ରେକର୍ଡ କରିଛି। ଚଳିତ ୨୦୨୪-୨୫ ଆର୍ଥିକ ବର୍ଷର ଜାନୁଆରୀ ୨୦୨୫ ସୁଦ୍ଧା ୮୬୫୭.୨୩ କୋଟି ଟଙ୍କା ଖର୍ଚ୍ଚ ହୋଇଛି।…

ଫେବୃଆରୀ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ 

ଭୁବନେଶ୍ୱର: ଆଗାମୀ ଫେବୃଆରୀ ୧୦ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ…

ମେ’ ୪ରେ ନିଟ୍-ୟୁଜି ପ୍ରବେଶିକା ପରୀକ୍ଷା; ଓଡ଼ିଆ ଭାଷାରେ ରହିବ ପ୍ରଶ୍ନପତ୍ର

ନୂଆଦିଲ୍ଲୀ: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୫ ( NEET-UG 2025 ) ଆସନ୍ତା ମେ’ ୪ତାରିଖରେ ଅନୁଷ୍ଠିତ ହେବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୪ ତାରିଖରେ ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ । ଛାତ୍ରଛାତ୍ରୀମାନେ…

ବାଜିଲା କ୍ୟାବିନେଟ ମୋହର; ୩୧୪ ବ୍ଲକରେ ହେବ ଷ୍ଟାଡିୟମ

ଭୁବନେଶ୍ୱର: ରାଜ୍ୟର ସମସ୍ତ ୩୧୪ ବ୍ଲକରେ ଷ୍ଟାଡିୟମ ନିର୍ମାଣ ନେଇ ଏକ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ଓଡ଼ିଶା କ୍ୟାବିନେଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି…