Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ପୁଣି ବଢ଼ିବ କି ଆଳୁ ସଂକଟ? ସୀମାରେ ଅଟକିଲା ଗାଡି

ବାଲେଶ୍ୱର: ପଶ୍ଚିମବଙ୍ଗ ସୀମାରେ ପୁଣି ଅଟକିଲା ଆଳୁ ଗାଡ଼ି। ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି। ଲକ୍ଷ୍ମଣନାଥ ଟୋଲ ଗେଟ୍‌ରୁ ୨୫ କିମି ଦୂରରେ ଅଟକିଛି ଗାଡ଼ି। ରାତିରୁ କାହିଁକି ଆଳୁ ଗାଡ଼ି ଅଟକି ରହିଛି ଜଣାପଡ଼ି ନାହିଁ। ତେବେ ଏହି ପରିସ୍ଥିତିକୁ ଦେଖିଲେ ଲାଗୁଛି ପୁଣି ଓଡିଶାରେ…

ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ, ୩ ଗୁରୁତର

ଯାଜପୁର: ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ l ଜଣେ ମୃତ, ୩ ଗୁରୁତର । NH-୧୬ ଚଣ୍ଡିଖୋଲ ରେଲୱେ ଓଭରବ୍ରିଜରେ ବଡ ଧରଣର ଦୁର୍ଘଟଣା । ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ । ଆମ୍ବୁଲାନ୍ସଟି ରୋଗୀ ନେଇ କୋଲକାତାରୁ ଆସୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା l ଦୁର୍ଘଟଣାରେ…

ଧନୁଯାତ୍ରା ପାଇଁ ହେବ ନୂତନ କଂସ ଚୟନ, ସ୍ଥିର ହେଲା ତାରିଖ

ବରଗଡ଼: ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା ପାଇଁ ହେବ ନୂତନ କଂସ ଚୟନ। ଏଥିପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୧ ତାରିଖ ଦିନ ହେବ ନୂତନ କଂସ ଚୟନ। ଚୟନ ପ୍ରକିୟାରେ ସାମିଲ ହେବାକୁ ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ୪ ଜଣ କଳାକାରଙ୍କ ନାଁ ଘୋଷଣା କରାଯାଇଥିଲା। ସେହି କଳାକାରମାନେ…

ଆସୁଛନ୍ତି ମୋଦୀ, ରାତିସାରା ରାଜଧାନୀରେ କଡା ଚେକିଂ

ଭୁବନେଶ୍ଵର: ସର୍ବଭାରତୀୟ ଡିଜିପି ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଭୁବନେଶ୍ବର ଗସ୍ତରେ ଆସିବେ । ଲୋକସେବା ଭବନ କନଭେନସନ ସେଣ୍ଟରରେ ଅନୁଷ୍ଠିତ ହେବ ଏହି ଡିଜିପି ସମ୍ମିଳନୀ । ଆସନ୍ତା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ ଏହି ସମ୍ମିଳନୀ…

ରାଜ୍ୟର ସମସ୍ତ ସ୍କୁଲରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି: ଶୈକ୍ଷିକ ଢାଞ୍ଚାରେ ହେବ ପରିବର୍ତ୍ତନ

ଭୁବନେଶ୍ବର: ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡିକରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର।  ଏହା ଦ୍ବାରା ପାଠପଢା ଢାଞ୍ଚାରେ ପରିବର୍ତ୍ତନ ହେବ ଓ ପିଲା ୩ ବର୍ଷରୁ ସ୍କୁଲ ଆସିପାରିବେ। ସୂଚନା ଅନୁସାରେ, ଉଚ୍ଚଶିକ୍ଷା ବିଭାଗ ପରେ…

୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ, ରିପୋର୍ଟ କାର୍ଡ ଦେବେ ମୋହନ ସରକାର

ଭୁବନେଶ୍ୱର: ୨୯ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିବେ। ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହିତ ପ୍ରଧାନମନ୍ତ୍ରୀ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ…

ପଥର ଖାଦାନରେ ଚାପି ହୋଇ ଶ୍ରମିକ ମୃତ

ଟିଟିଲାଗଡ଼:  ପଥର ଖଦାନରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଗ୍ରାନାଇଟ ପଥର ଖାଦାନରେ କାମ କରୁଥିବା ସମୟରେ ତଳକୁ ଖସି ପଡି ଶ୍ରମିକଙ୍କ ଜୀବନ ଯାଇଛି। ବଲାଙ୍ଗୀର ଜିଲ୍ଲା ସିନ୍ଧେକେଳା ଥାନା ଅନ୍ତର୍ଗତ ସମିଆପଡ଼ାରେ ଥିବା ଖାଦାନାରେ ଏହି ଘଟଣା ଘଟିଛି। ମୃତ ଶ୍ରମିକ ହେଉଛନ୍ତି  ଚିତ୍ରସେନ…

ଅଗ୍ନିଶମ ବିଭାଗରେ ସାମିଲ ହେବେ ମହିଳା

ଭୁବନେଶ୍ବର: ଅଗ୍ନିଶମ ବିଭାଗରେ ସାମିଲ ହେବେ ମହିଳା। ସେମାନଙ୍କ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା…

ଭୁବନେଶ୍ଵର ଆସୁଛନ୍ତି ପ୍ରଧାନମନ୍ତ୍ରୀ: କାର୍ଯ୍ୟକ୍ରମ ସ୍ଥାନ ହେବ ‘ନୋ ଫ୍ଲାଇଙ୍ଗ୍‌ ଜୋନ୍‌’

ଭୁବନେଶ୍ଵର:୫୯ତମ ସର୍ବଭାରତୀୟ ଡିଜିପି ସମ୍ମିଳନୀ ପାଇଁ ତିନି ଦିନିଆ ଗସ୍ତରେ ଭୁବନେଶ୍ଵର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହ ମନ୍ତ୍ରୀ ଅମିତ୍ ଶାହ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଲାଗୁ କରାଯାଇଛି।  ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଥିବା…

ଓପିଜିସି ଦ୍ଵାରା ଚାଲିଥିବା ପ୍ରକଳ୍ପର ସମୀକ୍ଷା: ଫ୍ଲାଏ ଆଶ ପରିଚାଳନା ପାଇଁ ଆସିବ ଏସଓପି

ଭୁବନେଶ୍ଵର: ବ୍ୟବହାର ଯୋଗ୍ୟ ହେବ ଫ୍ଲାଏ ଆଶ। ଫ୍ଲାଏ ଆଶ ପରିଚାଳନା ପାଇଁ  ରାଜ୍ୟ ସରକାର ଆଣିବେ ଏସଓପି। ଏହାକୁ ନେଇ  ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା  ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଓପିଜିସି ଦ୍ଵାରା ଚାଲିଥିବା ପ୍ରକଳ୍ପର ସମୀକ୍ଷା ବୈଠକ ଅନୁଷ୍ଠିତ…